ଅଞ୍ଜଳି ସ୍ୱାଇଁ ହେଲେ ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷା
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଧରାକୋଟ ବ୍ଲକର ୩୧ ନମ୍ବର ଜୋନ୍ ସଭ୍ୟା ଅଞ୍ଜଳି ସ୍ୱାଇଁ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ୬୯ ଜଣ ସମସ୍ତ ଜିଲ୍ଲାପରିଷଦ ସଦସ୍ୟଙ୍କୁ ଗତକାଲି!-->…
Read More...
Read More...