Browsing Tag

bramhapur news

ଛତ୍ରପୁର ପ୍ରେସକ୍ଲବର ନୂତନ କୋଠାନିର୍ମାଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ମହକୁମା ଛତ୍ରପୁର ସ୍ଥିତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପଛପଟେ ଥିବା ଏକ ସରକାରୀ ଆଦର୍ଶ ଜାଗାରେ ଛତ୍ରପୁର ପ୍ରେସ କ୍ଲବ ସ୍ଥାପନ ନିମନ୍ତେ ସରକାରୀ ଭାବେ ଅନୁମୋଦନ ମିଳିବା ପରେ ମଙ୍ଗଳବାର ଦିନ ଛତ୍ରପୁର ପ୍ରେସକ୍ଲବର
Read More...

ଜୁଆ ଆଡ୍ଡାରେ ପୋଲିସର ଚଢାଉ : ୧୭ ଗିରଫ, ୧ ଲକ୍ଷ ୪୮ ହଜାର ଜବତ

ବ୍ରହ୍ମପୁର, (ସତ୍ୟନାରାୟଣ ରେଡ୍ଡୀ) : ଗୋସାଇଁନୂଆଗାଁ ଜାତୀୟ ରାଜପଥ ପାଖରେ ଥିବା ଏକ ଢାବା ନିକଟରେ ଚାଲିଥିବା ଏକ ବଡ ଧରଣର ଜୁଆ ଆଡ୍ଡାରେ ପୋଲିସ ଚଢାଉ କରି ୧୭ ଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି । ସୂଚନା ଅନୁସାରେ ସେଠାରୁ ନଗଦ ୧ ଲକ୍ଷ ୪୮ ହଜାର ଟଙ୍କା ଜବତ ହୋଇଛି । ଢାବା ନିକଟରେ
Read More...

ଗଞ୍ଜାମ ଜିଲ୍ଲାର ୬୬ ଜଣ ଆଦିବାସୀ ଶିକ୍ଷା ସହାୟକଙ୍କୁ ସ୍ଥାୟୀ ନିଯୁକ୍ତି ଦାବୀ ନେଇ ବିକ୍ଷୋଭ ପ୍ରଦର୍ଶନ

ଗଞ୍ଜାମ ଜିଲ୍ଲାର ଆଦିବାସୀ ଅଧୂଷିତ ଦୁର୍ଗମ ଅଞ୍ଚଳରେ 'କୁଇ' ଭାଷାର ପ୍ରଚାର ପ୍ରସାର କରିବା ଲକ୍ଷ୍ୟ ପୂରଣ କେତେ ଦୂର ସାର୍ଥକ ? ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟ ସରକାର ଶିକ୍ଷା ସହାୟକମାନଙ୍କ ପ୍ରତି ଛଟେଇ ଓ ଅଣଦେଖା ସହ ଚରମ ଅବହେଳା ଅଭିଯୋଗ ହୋଇଛି । ବହୁବାର ବହୁ
Read More...

ଜିଲ୍ଲା ସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ୬୭ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି । ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଅମ୍ଳାନ କୁମାର ନାୟକଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଆଞ୍ଚଳିକ
Read More...

ଛାତ୍ର ବିଜେଡ଼ି ପକ୍ଷରୁ ‘ତାମ୍ପରା’ ହ୍ରଦ ପରିସରରେ ସ୍ୱଚ୍ଛତା ସଚେତନତା ଓ ସଫେଇ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଅକ୍ଟୋବର ୨ ତାରିଖରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ବିଜୁ ଜନତା ଦଳ ବିଭିନ୍ନ ପ୍ରକାର ସମାଜସେବା ମୂଳକ କାର୍ଯ୍ୟକ୍ରମ ଜାରି ରଖିବ । ଏହି ଅବସରରେ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର
Read More...

କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ପକ୍ଷରୁ ଜରୁରୀ ଆଲୋଚନା ସହ ନବ ନିଯୁକ୍ତ ଶ୍ରମ ଅଧିକାରୀଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ ମହାବିଦ୍ୟାଳୟ ପରିସରରେ ସେଣ୍ଟ୍ରାଲ ଟ୍ରେଡ୍ ୟୁନିୟନ ପକ୍ଷରୁ ନିର୍ମାଣ ଶ୍ରମିକମାନଙ୍କ ବିଭିନ୍ନ ସମସ୍ୟା ନେଇ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଯାଇଛି । ଏହି ଆଲୋଚନାରେ ଜିଲ୍ଲାର ହଜାର ହଜାର
Read More...

ଡ. ରାମକୃଷ୍ଣ ସାହୁଙ୍କୁ ନାଟ୍ୟରତ୍ନ ସମ୍ମାନରେ ସମ୍ମାନୀତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗୁରୁବାର ବିଶିଷ୍ଟ ସମାଜସେବୀ, ଦୂରଦର୍ଶନ ଓ ଚଳଚ୍ଚିତ୍ର ଅଭିନେତା, ନାଟ୍ୟକାର ଡ. ରାମକୃଷ୍ଣ ସାହୁଙ୍କୁ ଗୁରୁବାର ବ୍ରହ୍ମପୁରସ୍ଥ ଜାତୀୟ ସଙ୍ଗୀତ କଳାକେନ୍ଦ୍ର ପରିସରରେ ରାଜାଧୀରାଜ ଦେବରାଜ ପାଠାଗାର ସାହିତ୍ୟ ଅନୁଷ୍ଠାନ, ବ୍ରହ୍ମପୁର ଦ୍ଵାରା
Read More...

ଛତ୍ରପୁର ଡିଏଭି ସ୍କୁଲ ପକ୍ଷରୁ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଦେବୀନଗର ଠାରେ ଅବସ୍ଥାପିତ ଡିଏଭି ପବ୍ଳିକ ସ୍କୁଲ ପରିସରରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳନ କରାଯାଇଛି । ବ୍ରହ୍ମପୁର ଡିଏଭି ପବ୍ଲିକ ସ୍କୁଲର ଅଧ୍ୟକ୍ଷା ଧରାଶ୍ରୀ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ
Read More...

୨୧ ଦଫା ଦାବୀ ନେଇ ଅଙ୍ଗନବାଡି ସଂଘର ବିକ୍ଷୋଭ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭାରତୀୟ ମଜଦୁର ସଂଘ ଅନୁବନ୍ଧିତ ଅଲ୍ ଓଡିଶା ଅଙ୍ଗନବାଡି ଲେଡିଜ୍ ୱାର୍କସ୍ ଆସୋସିଏସନ୍ ପକ୍ଷରୁ ଗୁରୁବାର ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲ୍ଲାପାଳଙ୍କ
Read More...

ବ୍ରହ୍ମପୁର ଠାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବୀ ନେଇ ଛତ୍ରପୁର ଓକିଲ ସଂଘର ସତ୍ୟାଗ୍ରହ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର ବ୍ରହ୍ମପୁର ଠାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବୀ ନେଇ ଗୁରୁବାର ଛତ୍ରପୁର ସିଭିଲ କୋର୍ଟ ପରିସରରେ ଛତ୍ରପୁର ଓକିଲ ସଂଘ ପୁନଃବାର ଆନ୍ଦୋଳନକୁ ଓହ୍ଲାଇଛି । ପୂର୍ବ ନିଷ୍ପତ୍ତି ଅନୁସାରେ ପ୍ରତି ମାସର
Read More...