Browsing Tag

bramhapur news

ଜନ୍ମଦିନରେ ପଣସ, ଜାମୁକୋଳି ଦେବଦାରୁ ଆଦି ବୃକ୍ଷ-ଚାରାରୋପଣ କରି ଚର୍ଚ୍ଚାରେ : ବି. ପ୍ରୀତି କୁମାରୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ଚିକଲଖଣ୍ଡି ଗ୍ରାମର ବି. ପ୍ରୀତି କୁମାରୀ ନିଜ ଜନ୍ମଦିନକୁ ଏକ ନିଆରା ଢଙ୍ଗରେ ପାଳନ କରିଛନ୍ତି । ନିଜ ଜନ୍ମଦିନରେ ମାମୁଁ ପରିବେଶ ପ୍ରେମୀ ଡି. ଦେବହରି ରେଡ୍ଡୀଙ୍କ ଦ୍ୱାରା ଚାରା ଉପହାର ପାଇ ଓ ପରାମର୍ଶ କ୍ରମେ ସୁସ୍ଥ ଓ
Read More...

ଗଞ୍ଜାମ ଜିଲ୍ଲା ଶିକ୍ଷା ବିଭାଗ : ଜିଲ୍ଲା ପ୍ରକଳ୍ପ ପରିଚାଳନା ୟୁନିଟର ବୈଠକ ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଜିଲ୍ଲା ଶିକ୍ଷା ବିଭାଗର ଜିଲ୍ଲା ପ୍ରକଳ୍ପ ପରିଚାଳନା ୟୁନିଟ୍ (ଡ଼ିପିଏମ୍‌ୟୁ)ର ବୈଠକ ଜିଲ୍ଲାପାଳଙ୍କ ସଦ୍ଭାବନା ସମ୍ମିଳନୀ କକ୍ଷଠାରେ ଅତିରିକ୍ତ ଜିଲ୍ଲାପାଳ ସୁନୀଲ କୁମାର କେର୍କେଟାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା
Read More...

ନାବାଳିକା ଉପରେ ଲୋଲୁପ ଦୃଷ୍ଟି, ବଳାତ୍କାର ଉଦ୍ୟମ, ହତ୍ୟା ଧମକରେ ଯୁବକ ଗିରଫ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ମହାନଗର ହାଉସିଂ ବୋର୍ଡ ଅଞ୍ଚଳର ଜଣେ ପୀଡିତା ଝିଅର ମାଆ ଗୋଷାଣୀ ନୂଆଗାଁ ଥାନାରେ ଏତଲା ଦେଇଥିଲେ । ଦେଇଥିବା ଅଭିଯୋଗ ପ୍ରକାରେ ଅଭିଯୁକ୍ତ ଜି.ନରେଶ ଦୋରା (୨୯) ତାଙ୍କରି ଘରେ କାମ କରୁଥିବା ଅଭିଯୋଗକାରିରୀଙ୍କ ନାବାଳିକା ଝିଅଙ୍କୁ ନଗଦ
Read More...

ରାମଚଣ୍ଡୀ ପୀଠରେ ପୂଜା କମିଟୀର ପୁନଃ-ଗଠନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବିଗତ କିଛି ବର୍ଷ ହେଲା ଗଞ୍ଜାମ ଜିଲ୍ଲା ଛତ୍ରପୁର ନିକଟସ୍ଥ ନିଳାଦ୍ରୀପୁର ଗ୍ରାମରେ ଅବସ୍ଥିତ ଜିଲ୍ଲାର ଅନ୍ୟତମ ଅଧିଷ୍ଠାତ୍ରୀ ଦେବୀ ମା'ରାମଚଣ୍ଡୀ ଶକ୍ତିପୀଠରେ ସ୍ୱତନ୍ତ୍ର ଭାବେ ପୂଜା କମିଟୀର ସହଯୋଗରେ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମ
Read More...

ବରିଷ୍ଠ ନାଗରିକ ମଞ୍ଚ ତରଫରୁ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଅଗଷ୍ଟ ୨୧ ତାରିଖକୁ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ରୂପେ ସର୍ବତ୍ର ପାଳନ କରାଯାଇଥାଏ । ଏହି ଅବସରରେ ଛତ୍ରପୁର ବ୍ଲକ ଅନ୍ତର୍ଗତ କେରାଣ୍ଡିତୋଳାନାରାୟଣପୁର ଗ୍ରାମର ବରିଷ୍ଠ ନାଗରିକ ମଞ୍ଚ ତରଫରୁ ଏହି ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ
Read More...

ମତ୍ସ୍ୟଚାଷୀଙ୍କୁ ଯାଆଁଳାମାଛ ଏବଂ ଖାଦ୍ୟଦ୍ରବ୍ୟ ବଣ୍ଟନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ର ଠାରେ "ଆତ୍ମା" ସଂଗଠନ ତରଫରୁ ପାଞ୍ଚଜଣ ମତ୍ସ୍ୟ ଚାଷୀଙ୍କୁ ମାଛ ଯାଆଁଳା ଓ ମାଛ ଖାଦ୍ୟ ବଣ୍ଟନ କରାଯାଇଛି । ଆଗ୍ରହୀ ମାଛ ଚାଷୀଙ୍କୁ ଚୟନ କରି ସେମାନଙ୍କ ନିଜସ୍ୱ ପୋଖରୀରେ ମାଛ ଚାଷ ପ୍ରଦର୍ଶନ
Read More...

ଛତ୍ରପୁରରେ ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର କଂଗ୍ରେସ କମିଟି ପକ୍ଷରୁ ବିଧାୟକ ପାର୍ଥୀ ଭାଗିରଥି ବେହେରାଙ୍କ ନେତୃତ୍ୱରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆଧୁନିକ ଭାରତ ବିନ୍ଧାଣି ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ସମାରୋହରେ ପାଳିତ ହୋଇଯାଇଛି । ଛତ୍ରପୁର ଅପର-ବସଷ୍ଟାଣ୍ଡ
Read More...

ଯୁବତୀଙ୍କୁ ଅପହରଣ କରି ଦୁଷ୍କର୍ମ କରିଥିବା ଅଭିଯୋଗରେ : ୨ ଗିରଫ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଯୁବତୀଙ୍କୁ ଅପହରଣ କରି ନେଇଥିବା ବେଳେ ଦୁଷ୍କର୍ମ ଅଭିଯୋଗ ହୋଇଛି । ସେଥିରେ ସଂପୃକ୍ତ ଦୁଇ ଜଣଙ୍କୁ ପୋଲିସ ଗିରଫ କରିଛି । ଗଞ୍ଜାମ ଜିଲ୍ଲାର ପାଟପୁର ଥାନା ଅଞ୍ଚଳର ଜଣେ ଯୁବତୀ(୨୩)ଙ୍କୁ ଗତ ସୋମବାର ଅପହରଣ ପରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗରେ
Read More...

ଦୁଇଦିନିଆ ବିପର୍ଯ୍ୟୟ ପ୍ରଶମନ କର୍ମଶାଳା ଆୟୋଜିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟ ବିପର୍ଯ୍ୟୟ ପରିଚାଳନା କତ୍ତୃପକ୍ଷ ସହଯୋଗରେ ଗଞ୍ଜାମ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କତ୍ତୃପକ୍ଷ ଆନୁକୂଲ୍ୟରେ ହିଲ ଭିୟୁ, ଗୋପାଳପୁରରେ ୦୩ ଜିଲ୍ଲା ଯଥା ଗଞ୍ଜାମ, କନ୍ଧମାଳ ଓ ଗଜପତିର ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀଙ୍କୁ ନେଇ ୨ ଦିନିଆ
Read More...

ଅଚାନକ ସ୍କୁଲ ପରିଦର୍ଶନ କରିଲେ ଗଞ୍ଜାମ ଜିଲ୍ଲାପାଳ

ବ୍ରହ୍ମପୁର : ଅଚାନକ ସ୍କୁଲ ପରିଦର୍ଶନ କରିଲେ ଗଞ୍ଜାମ ଜିଲ୍ଲାପାଳ । ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଇଂରାଜୀ ପଢିବା ପାଇଁ କହିଲେ । ହେଲେ ପଢି ପାରିଲେନି ପିଲା । ପଢିବା ତ ଦୂରର କଥା ଉଚ୍ଚାରଣ ବି କରିପାରିଲେନି । ଶେଷରେ ପାଠ ପଢା ପ୍ରତି ଗୁରୁତ୍ୱ ଦେବାକୁ ଶିକ୍ଷକଙ୍କୁ ପରାମର୍ଶ ଦେଲେ
Read More...