ବ୍ରହ୍ମପୁରଠାରେ ୭୯ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଚଳିତ ବର୍ଷ ବ୍ରହ୍ମପୁରଠାରେ ଉପଖଣ୍ଡସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଆଗତ!-->…
Read More...
Read More...