Browsing Tag

bramhapur news

ଶେରଗଡ଼ ବ୍ଲକରେ ମହିଳା ବିଡିଓ ତୃପ୍ତିମୟୀ ଜେନାଙ୍କ ଦାୟିତ୍ୱ ଗ୍ରହଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଶେରଗଡ ବ୍ଲକରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାବେ ପ୍ରଥମ ଥର ପାଇଁ ଜଣେ ମହିଳା ଦାୟିତ୍ୱ ଗ୍ରହଣ କରିଛନ୍ତି । ନୂତନ ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ) ତୃପ୍ତିମୟୀ ଜେନା ଦାୟିତ୍ୱ ଗ୍ରହଣ କରିଛନ୍ତି । ତାଙ୍କରି ଯୋଗଦାନରେ ଶେରଗଡ
Read More...

ଅଶାନ୍ତ ଗଞ୍ଜାମ ଜିଲ୍ଲା : ଦୁର୍ବୁତ୍ତଙ୍କ ଦ୍ଵାରା ପୁଣି ୩ ଯୁବକଙ୍କୁ ହତ୍ୟା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରତିଦିନ ଗଞ୍ଜାମ ଜିଲ୍ଲାରେ ଗୋଷ୍ଠୀ ବିବାଦ ସହ ହଣାମରା ଓ ଗୁଳିକାଣ୍ଡ ଘଟୁଛି, ବୋମା ଫୁଟୁଛି । ଯାହା ଫଳରେ ଅଶାନ୍ତ ହୋଇପଡ଼ିଛି, ସମଗ୍ର ଗଞ୍ଜାମ ଜିଲ୍ଲା । ଗତକାଲି ବିଳମ୍ବିତ ରାତିରେ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ହାଣ୍ଡିଘର ଗାଁରେ
Read More...

ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ ମହାବିଦ୍ୟାଳୟର ନବାଗତ ବିଦ୍ୟାର୍ଥୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ ମହାବିଦ୍ୟାଳୟ ପରିସରରେ ନବାଗତ ବିଦ୍ୟାର୍ଥୀଙ୍କ ନିମନ୍ତେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ମହାବିଦ୍ୟାଳୟର ଅଧ୍ୟୟନରତ ବିଜ୍ଞାନ ଓ କଳା ଶ୍ରେଣୀର
Read More...

ବୁଗୁଡ଼ା-ବାଲିପଦର : ବାଇକରୁ ଖସି ମହିଳାଙ୍କ ମୃତ୍ୟୁ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବୁଗୁଡ଼ା-ବାଲିପଦର ମୁଖ୍ୟରାସ୍ତାରେ ବାଇକରୁ ଖସିପଡି ଜନୈକା ଅବିବାହିତା ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି । ମୃତ ମହିଳା ଜଣକ ହେଲେ ପୋଲସରା ଥାନା ଅନ୍ତର୍ଗତ ହଂସରାଳି ଗ୍ରାମର ଆରତୀ ମହାରଣା (୪୨) । ଏ ନେଇ ବୁଗୁଡା ଥାନାରେ କେସ୍ କେସ ନଂ.
Read More...

ଜଗନ୍ନାଥପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକ ଉତ୍ସବ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ଏହି କର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର
Read More...

ସହମତି କ୍ରମେ ଶାରୀରିକ ସମ୍ପର୍କର ବୟସ ୧୬ ବର୍ଷ ନିର୍ଣ୍ଣୟ କରାଯାଉ’ : ସୁପ୍ରିମକୋର୍ଟଙ୍କୁ ଆମିକସ୍ କ୍ୟୁରୀଙ୍କ…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବର୍ତ୍ତମାନ ଯୁଗରେ ପ୍ରେମ କରିବା ଅବା ଭଲ ପାଇ ବାହା ହେବା ଉଦ୍ଦେଶ୍ୟରେ କିଶୋର କିଶୋରୀ ନିର୍ଣ୍ଣୟ ନେବାରେ ଖୁବ୍ ଦକ୍ଷତା ରହିଛି । ସେମାନେ ନିଜର ଦାୟିତ୍ୱକୁ ବୁଝିବାକୁ ସମର୍ଥ । ତେଣୁ ସହମତିରେ ଶାରୀରିକ ସମ୍ପର୍କ ପାଇଁ ଆଗତ ବୟସକୁ ୧୮ ବର୍ଷ ବୟସ
Read More...

ଛତ୍ରପୁର ସରସ୍ୱତୀ ଶିଶୁବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଆୟୋଜିତ : ୩୦୦ ପ୍ରକଳ୍ପ ପ୍ରଦର୍ଶିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହର ଶ୍ରୀ ରାମନଗର ସ୍ଥିତ ସରସ୍ୱତୀ ଶିଶୁବିଦ୍ୟାମନ୍ଦିର ପରିସରରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଶନିବାର ଆୟୋଜିତ ହୋଇଥିଲା । ଉଦଘାଟନୀ ସମାରୋହରେ ମୁଖ୍ୟଅତିଥି ରୂପେ ଗୋପାଳପୁର ପୋର୍ଟ ସାମାଜିକ କଲ୍ୟାଣ ଅଧିକାରୀ ଦେବଦତ୍ତ
Read More...

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଞ୍ଜର ଜୟପୁର ବନ ବିଭାଗ ଅଧିକାରୀ ଗିରଫ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : କୋରାପୁଟ ଜିଲ୍ଲାର ଜୟପୁର ବନାଞ୍ଚଳ ରେଞ୍ଜର ଡେପୁଟି ରେଞ୍ଜର-କମ-ଇନଚାର୍ଜ ରେଞ୍ଜର ରାମଚନ୍ଦ୍ର ନାୟକଙ୍କୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଗିରଫ କରିଛି । ତାଙ୍କରି ଏକ କାଳୀନ ୬ ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରି
Read More...

ବ୍ରହ୍ମପୁରଠାରେ ୭୯ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଚଳିତ ବର୍ଷ ବ୍ରହ୍ମପୁରଠାରେ ଉପଖଣ୍ଡସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଆଗତ
Read More...

କାଳିଆ ଜେନାକୁ ଗୁଳିମାଡ : ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଶେରଗଡ ଥାନା ଅର୍ନ୍ତଗତ ସୁନାନ୍ତର ଗ୍ରାମ ଛକରେ ଗୁଳିମାଡ ସହ ବୋମାମାଡ଼ ହୋଇଛି ।ବୋମାମାଡ଼ ଓ ଗୁଳିମାଡରେ ସୁନାନ୍ତର ଗ୍ରାମପଞ୍ଚାୟତର ସରପଞ୍ଚ ରାଜେଶ ଜେନାଙ୍କ ବାପା ପୂର୍ବତନ ସରପଞ୍ଚ କାଳିଆ ଜେନାକୁ ଗୁଳିମାଡ ହୋଇଥିବା ସୂଚନା
Read More...