ରାମଚଣ୍ଡୀ ପୀଠରେ ବିଶାଳ ସ୍ୱଚ୍ଛ ଭାରତ ଓ ସଚେତନତା କାର୍ଯ୍ୟକ୍ରମ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : କରପଡା ପଞ୍ଚାୟତ ଅନ୍ତର୍ଗତ ନୀଳାଦ୍ରୀପୁର ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ବିଶାଳ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ଯାହାକି ମା' ରାମଚଣ୍ଡୀ ପାହାଡ଼ ନିକଟସ୍ଥ ନୀଳାଦ୍ରିପୁର ଗ୍ରାମ ପରିସରରେ ଏକ ବିଶାଳ ସ୍ୱଚ୍ଛତା କାର୍ଯ୍ୟକ୍ରମ!-->…
Read More...
Read More...