Browsing Tag

bramhapur news

ମାଗଣା ହୋମିୟ ଚିକିତ୍ସା ଓ ଦନ୍ତ ଚିକିତ୍ସା ଶିବିର ଆୟୋଜିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ରୋଟାରୀ କ୍ଲବ ସୌଜନ୍ୟରେ ଗତ ରବିବାର ସ୍ଥାନୀୟ ରାଜପୁର ଗ୍ରାମରେ ଏକ ଦିନିକିଆ ମାଗଣା ହୋମିୟ ଚିକିତ୍ସା ଓ ଦନ୍ତ ଚିକିତ୍ସା ଶିବିର ଆୟୋଜିତ ହୋଇଯାଇଛି । ଏହି ଶିବିରରେ ବ୍ରହ୍ମପୁରସ୍ଥ ବିଜୁ ପଟ୍ଟନାୟକ ଭେଷଜ ମହାବିଦ୍ୟାଳୟ ତଥା
Read More...

ଓ.କେ.ସି.ଏଲ.ର ଗଞ୍ଜାମ ପକ୍ଷରୁ ଛାତ୍ରଛାତ୍ରୀମାନଙ୍କ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବେଗୁନିଆପଡାଠାରେ ଥିବା ଓଡିଶା କ୍ୟାରିୟର ଏକାଡେମୀର ନୂତନ ଛାତ୍ରଛାତ୍ରୀମାନଙ୍କ ସ୍ୱାଗତ ଓ ପୁରାତନ ଛାତ୍ରଛାତ୍ରୀମାନଙ୍କ ବିଦାୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ପରିଚାଳନା ନିର୍ଦ୍ଦେଶକ ନାରାୟଣ ବେହେରାଙ୍କ
Read More...

ଛାତ୍ର କଂଗ୍ରେସ ରାଜ୍ୟ ସଧାରଣ ସମ୍ପାଦକ ହେଲେ ମହେଶ କୁମାର ଗୌଡ଼

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ସଧାରଣ ସମ୍ପାଦକ ରୂପେ ଛାତ୍ର ନେତା ମହେଶ କୁମାର ଗୌଡ଼ଙ୍କୁ ଦାୟିତ୍ଵ ଅର୍ପଣ କରାଯାଇଛି । ଛାତ୍ର ରାଜନୀତିରୁ ଜଣେ ସୁ ସଂଗଠକ ଭାବେ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଛାତ୍ର ଓ ଯୁବକମାନଙ୍କୁ ସଂଗଠିତ କରି ଦଳକୁ
Read More...

ସାମୁଦ୍ରିକ ମତ୍ସ୍ୟଜିବୀଙ୍କୁ ଜୀବନ ରକ୍ଷାକାରୀ ଉପକରଣ ବଣ୍ଟନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମତ୍ସ୍ୟଜୀବିଙ୍କ ନିମନ୍ତେ ଦୁଇ ଦିନିଆ ଦକ୍ଷତା ବିକାଶ ପ୍ରଶିକ୍ଷଣ ଶିବିରର ଉଦଯାପନୀ ସମାରୋହରେ ସାମୁଦ୍ରିକ ମତ୍ସ୍ୟଜିବୀଙ୍କୁ ଜୀବନ ରକ୍ଷାକାରୀ ଉପକରଣ ବଣ୍ଟନ କରାଯାଇଛି । ଅତିରିକ୍ତ ମତ୍ସ୍ୟ ଅଧିକାରୀ ମେରାଇନ୍ (ହୁମୁରି) ଗଞ୍ଜାମ, ଛତ୍ରପୁର
Read More...

ସପ୍ତମ ଜିଲ୍ଲା ପରିଷଦ ବୈଠକ ଏବଂ ଦିଶା କମିଟି ବୈଠକ ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ୭ମ ଜିଲ୍ଲା ପରିଷଦ ବୈଠକ ଓ ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ପର୍ଯ୍ୟାଲୋଚନା କମିଟି ବୈଠକ ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରସ୍ଥ ଜିଲ୍ଲା ପରିଷଦ କାର୍ଯାଳୟର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ୱାଇଁଙ୍କ
Read More...

ବଉଳଗାଁରେ ମେଗା ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜିତ

ବ୍ରହ୍ମପୁର, (କେ ସତ୍ୟନାରାୟଣ ରେଡ୍ଡୀ) : ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀକ୍ଷକ ଡାକ୍ତର ସ୍ଵାଧୀନ ରଥଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଭୁବନେଶ୍ୱର ସ୍ଥିତ ଯୁବ ଏବଂ ସାମାଜିକ ବିକାଶ କେନ୍ଦ୍ର ସୌଜନ୍ୟରେ ଆୟୋଜିତ ହୋଇଥିଲା । ଉକ୍ତ ଶିବିରରେ ନିଶ୍ଲୁକ ରକ୍ତ ପରୀକ୍ଷା, ଏଲ୍.
Read More...

ଯଶୋଦା ଫାଉଣ୍ଡେସନ୍ ପକ୍ଷରୁ ବୃକ୍ଷ ଚାରା ବଣ୍ଟନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ଭିକାରିପଲ୍ଲୀ ଗ୍ରାମପଞ୍ଚାୟତ କମାପଲ୍ଲୀ ଗ୍ରାମରେ ଅଗ୍ରଣୀ ସ୍ୱେଚ୍ଚାସେବୀ ସଙ୍ଗଠନ ଯଶୋଦା ଫାଉଣ୍ଡେସନ୍ ପକ୍ଷରୁ ବୃକ୍ଷ ଚାରା ଆବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ୫୦ ଗୋଟି କାଜୁ, ୩୦ଗୋଟି ନଡ଼ିଆ, ୨୦ ଗୋଟି
Read More...

ରଙ୍ଗେଇଲଣ୍ଡା ମତ୍ସ୍ୟ ବିଜ୍ଞାନ ମହାବିଦ୍ୟାଳୟରୁ ଅତିଥିଗଣଙ୍କ ବିଦାୟ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦ୍ଵିତୀୟ ଭାରତୀୟ ମତ୍ସ୍ୟ ଆଉଟ-ଲୁକ୍ ଜାତୀୟସ୍ତରୀୟ ସମ୍ମୀଳନୀ ସମାପ୍ତି ଘଟିଛି । ଭାରତବର୍ଷର ବିଭିନ୍ନ କୋଣ ଅନୁକୋଣରୁ ଆସିଥିବା ଗବେଷକ, ତିନିଶହରୁ ବୈଜ୍ଞାନିକ, କୃତ୍ତି ମେଧାବୀ ମତ୍ସ୍ୟ-ବିଜ୍ଞାନୀ ଛାତ୍ରଛାତ୍ରୀ ପ୍ରମୁଖ ସମୂହ ବ୍ୟକ୍ତି
Read More...

ଦ୍ଵିତୀୟ ଭାରତୀୟ ମତ୍ସ୍ୟ ଆଉଟ-ଲୁକ୍ ଜାତୀୟସ୍ତରୀୟ ସମ୍ମିଳନୀ ଉଦଯାପିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦ୍ଵିତୀୟ ଭାରତୀୟ ମତ୍ସ୍ୟ ଆଉଟ-ଲୁକ୍ ଜାତୀୟସ୍ତରୀୟ ସମ୍ମିଳନୀର ତୃତୀୟ ଦିବସରେ ଭାରତର ନବ ପ୍ରତିଭା ମତ୍ସ୍ୟ ଗବେଷକ ଓ ଡକ୍ଟରେଟ ଉପାଧିଧାରୀ, ବୈଜ୍ଞାନିକ ତଥା କୃତ୍ତି ମେଧାବୀ ମତ୍ସ୍ୟ-ବିଜ୍ଞାନୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଛି । ମତ୍ସ୍ୟ
Read More...

ସଫଳ ମତ୍ସ୍ୟଚାଷୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ ବିଭୂତି ଭୂଷଣ ଜେନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦ୍ଵିତୀୟ ଭାରତୀୟ ମତ୍ସ୍ୟ ଆଉଟ-ଲୁକ୍ ଜାତୀୟସ୍ତରୀୟ ସମାରୋହର ଦ୍ୱିତୀୟ ଦିବସରେ ମାନ୍ୟବର ବାଣିଜ୍ୟ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ମୁଖ୍ୟଅତିଥି ଭାବେ ଯୋଗଦେଇ ମତ୍ସ୍ୟଚାଷୀମାନଙ୍କୁ ଉତ୍ସାହିତ କରିଥିଲେ । ବ୍ରହ୍ମପୁର
Read More...