Browsing Tag

bramhapur news

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର, ଜାତିଆଣ ମନ୍ତବ୍ୟ ଘଟଣା

ରାଷ୍ଟ୍ରୀୟ ପଞ୍ଚାୟତିରାଜ ଗ୍ରାମ ପ୍ରଧାନ / ସରପଞ୍ଚ ସଂଗଠନ ଓଡ଼ିଶା ରାଜ୍ୟ ଶାଖାର ନିନ୍ଦା ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଆସିକା ପଂଚାୟତ ସମିତି ବୈଠକରେ ଆସିକା ବିଧାୟକଙ୍କ ଉପସ୍ଥିତିରେ ତାଙ୍କ ସମର୍ଥକମାନେ ହରିଡ଼ାପଦର ମହିଳା ସରପଞ୍ଚ ଜୟନ୍ତୀ ବେହେରାଙ୍କୁ ଦୁର୍ବ୍ୟବହାର, ଅପମାନଜନକ…
Read More...

ଭୂଦାନ ନେତା ଲକ୍ଷ୍ମଣ ପାତ୍ରଙ୍କ ୩୭ତମ ଶ୍ରାଦ୍ଧବାର୍ଷିକୀ ପାଳିତ

ଏବେବି ଭୂଦାନ ବିଚାରର ଆବଶ୍ୟକତା ରହିଛି : କ୍ରିଷ୍ଣା ମାହାନ୍ତି ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଆଜି ମଧ୍ୟ ଦେଶରେ ବିନୋବା ଭାବେଙ୍କ ଭୂଦାନ ବିଚାରର ଆବଶ୍ୟକତା ରହିଛି । ଭୂଦାନ ମାଧ୍ୟମରେ ସାମାଜିକ ନ୍ୟାୟ ପ୍ରଦାନ ପାଇଁ ଅତୀତରେ ଯେଉଁ ପ୍ରୟାସ ହୋଇଥିଲା, ତାହାର ପ୍ରାସଙ୍ଗିକତା ଏବେ…
Read More...

ଗଞ୍ଜାମରେ ବାଲି ସଙ୍କଟ : ଚଢ଼ା ଦରରେ ବାଲି ବିକ୍ରି ଅଭିଯୋଗ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସମଗ୍ର ଗଞ୍ଜାମ ଜିଲ୍ଲାରେ ବର୍ତ୍ତମାନ ବାଲି ସମସ୍ୟା ଉତ୍କଟ ହେଲାଣି, ଚଢ଼ା ଦରରେ ଯାହା ଆକାଶ ଛୁଆଁ ଦରରେ ବାଲି ବିକ୍ରି ହେଉଛି । ନଦୀ କୂଳରେ ଓ ନଦୀ ପଠାରେ ବ୍ୟାପକ ବାଲି ଉଠାଉଥିବା ମାଫିଆମାନେ ଚୋରା କାରବାର କରୁଥିବା ସାଧାରଣରେ ଅଭିଯୋଗ…
Read More...

ଦୋଷୀଙ୍କୁ ଗିରଫ୍ କରିବା ଦାବୀ ନେଇ ପୋଲିସ ମହାନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଏସ୍‌ପିଙ୍କୁ ଭେଟିଲା ରାଜ୍ୟ…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆସିକା ପଞ୍ଚାୟତ ସମିତି ବୈଠକରେ ଦେଖାଦେଇଥିବାତୁମୂଳ ହଟ୍ଟଗୋଳକୁ କେନ୍ଦ୍ର କରି ଦୋଷୀଙ୍କୁ ଗିରଫ୍ କରିବା ଦାବୀ ନେଇ ଗଞ୍ଜାମ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କୁ ଶୁକ୍ରବାର ସନ୍ଧ୍ୟାରେ ଭେଟିଲା ରାଜ୍ୟ ସରପଞ୍ଚ ମହାସଂଘ । ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ…
Read More...

ଗାଁ ସାଥୀ ମଜଦୂର ସଂଘର ସେମି-ସ୍କିଲ୍ ଭାବେ ମାସିକ ଦରମା ଦାବୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗାଁ ସାଥୀ ମଜଦୂର ସଂଘର ସେମି-ସ୍କିଲ୍ ଭାବେ ମାସିକ ଦରମା ପ୍ରାପ୍ୟ ପ୍ରଦାନ ସାଂଗକୁ ବ୍ଲକ୍ କ୍ୟାଡର୍ ଭୁକ୍ତ କରିବା, ସାମାଜିକ ସୁରକ୍ଷା ପ୍ରଦାନ କରିବା ଦାବୀ ନେଇ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।…
Read More...

ସମ୍ମାନିତ ହେଲେ କ୍ୟାଡ଼ର ପିପି, ସ୍ପେଶାଲ ପିପି ଓ ଥାନାଧିକାରୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବଢୁଥିବା ଅପରାଧକୁ କମ୍‌ କରାଯାଇ କିପରି ସମାଜରେ ଶାନ୍ତି ପ୍ରତିଷ୍ଠା କରାଯାଇପାରିବ, ସେ କଥାକୁ ନଜରରେ ରଖି ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରହ୍ଲାଦ ସହାଇ ମିନାଙ୍କ ସଭାପତିତ୍ୱରେ ଗଜପତି ଜିଲ୍ଲା ଆରକ୍ଷୀ ଅଧିକାରୀ କାର୍ଯ୍ୟାଳୟରେ ଜିଲ୍ଲାର…
Read More...

ଛାତ୍ରଛାତ୍ରୀଙ୍କ ପାଇଁ ଆର୍ଥିକ ସାକ୍ଷରତା ଓ ସାଇବର ସୁରକ୍ଷା କର୍ମଶାଳା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛାତ୍ରଛାତ୍ରୀଙ୍କୁ ସଚେତନ କରିବା ସହ ଡିଜିଟାଲ ମାଧ୍ୟମର ଆର୍ଥିକ କାରବାର ବେଳେ ସୁରକ୍ଷିତ ସଦବ୍ୟବହାର ଓ ସାଇବର ଅପରାଧରୁ ସୁରକ୍ଷିତ ରହିବା ନେଇ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଭାରତ ପତି ମହାବିଦ୍ୟାଳୟ ଏବଂ…
Read More...

ବାଲ୍ୟ ବିବାହ ନିଷେଧ ଆଇନ-୨୦୦୬ ଉପରେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବାଲ୍ୟ ବିବାହ ନିଷେଧ ଆଇନ, ୨୦୦୬ର ସଠିକ୍ କାର୍ଯ୍ୟକାରିତା ଓ ବାଲ୍ୟ ବିବାହ ନିଷେଧ ଅଧିକାରୀମାନଙ୍କ ଦକ୍ଷତା ବୃଦ୍ଧି ଉଦ୍ଦେଶ୍ୟରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ପରିଷଦର ରୁଷିକୁଲ୍ୟା ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ…
Read More...

“ଉଲ୍ଲାସ” କାର୍ଯ୍ୟକ୍ରମରେ ହୁମ୍ମା କେଉଟ ସାହି ହେଲା ଉଜ୍ଜ୍ୱଳ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଶିକ୍ଷା ହେଉଛି ସମାଜର ମେରୁଦଣ୍ଡ । ଶିକ୍ଷାର ଆଲୋକ ଅଜ୍ଞାନତାର ଅନ୍ଧକାରକୁ ଦୂର କରି ଜୀବନକୁ ଜ୍ଞାନର ଦୀପ୍ତିରେ ଆଲୋକିତ କରେ । ଏହି ମହତ୍ ଉଦ୍ଦେଶ୍ୟକୁ ନେଇ ‘ଉଲ୍ଲାସ–ନବ ଭାରତର ଏକ ପ୍ରୟାସ’ ଶୀର୍ଷକରେ ହୁମ୍ମା କେଉଟ ସାହିରେ ଏକ ଶିକ୍ଷାମୂଳକ ଓ…
Read More...

ରମ୍ଭାରେ ରାଜନୈତିକ ହିଂସା : ବିଜେପିର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରମ୍ଭାରେ ବିଜେପିର ଦୁଇ ଗୋଷ୍ଠୀ ମଧ୍ୟରେ କନ୍ଦଳକୁ ନେଇ ଗତକାଲି ଘଟିଥିବା ରାଜନୈତିକ ହିଂସା ମାମଲାରେ ପୁଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଅଭିଯୁକ୍ତମାନେ ହେଲେ, ରମ୍ଭା ଏନ୍ଏସି ଓ ତାଙ୍କ ସହଯୋଗୀ ବିନାୟକ ପରିଡ଼ା (୨୯) । ଜାମିନ…
Read More...