Browsing Tag

bramhapur news

ଉପ-ଜିଲ୍ଲାପାଳଙ୍କ ମଣ୍ଡି ପରିଦର୍ଶନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପ-ଜିଲ୍ଲାପାଳ ଦୀନା ଦସ୍ତଗୀର ରଙ୍ଗେଇଲୁଣ୍ଡା ବ୍ଲକର ମଣ୍ଡି ପରିଦର୍ଶନ କରି ସମୀକ୍ଷା କରିଛନ୍ତି । ରଙ୍ଗେଇଲୁଣ୍ଡା ବ୍ଲକର ମିଲର ଓ ମଣ୍ଡି ଅଧିକାରୀଙ୍କୁ ଯଥାଶୀଘ୍ର ଚାଷୀଙ୍କ ଠାରୁ ଧାନ ଉଠେଇବା ପାଇଁ ତାଗିଦ କରିଛନ୍ତି ।
Read More...

ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମ ଠାରେ ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭଞ୍ଜନଗର ସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମଠାରେ ଉପଖଣ୍ଡସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଜାତୀୟ ଦିବସରେ ଭଞ୍ଜନଗର ଉପଜିଲ୍ଲାପାଳ ଅନିଲ କୁମାର ସେଠୀ ମୁଖ୍ୟ ଅତିଥି ରୂପେ ଯୋଗଦାନ କରି
Read More...

ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡାକ୍ତର ସର୍ବନା ବିବେକ ଏମ, ଉପ-ଜିଲ୍ଲାପାଳ ବ୍ରହ୍ମପୁର ଦୀନା
Read More...

ବ୍ରହ୍ମପୁର ଠାରେ ୧୫ତମ ଜାତୀୟ ମତଦାତା ଦିବସ ସମାରୋହ ପାଳନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଟାଉନ ହଲ ଠାରେ ଜାତୀୟ ମତଦାତା ସଚେତନତା ପାଇଁ ସକାଳ ୮ଟା ସମୟରେ ଏକ ରାଲି ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ବାହାରି ଟାଉନ ହଲ ବ୍ରହ୍ମପୁର ପର୍ଯ୍ୟନ୍ତ ଯାଇଥିଲା । ଏହି ରାଲିକୁ ବ୍ରହ୍ମପୁର ଉପଜିଲ୍ଲାପାଳ ଦୀନା ଦସ୍ତଗୀର
Read More...

ଛତ୍ରପୁର ରୋଗୀ କଲ୍ୟାଣ ସମିତିର ଆନୁଷ୍ଠାନିକ ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର ସେମିନାର ହଲରେ ରୋଗୀ କଲ୍ୟାଣ ସମିତିର ଏକ ଆନୁଷ୍ଠାନିକ ବୈଠକ ମେଡିକାଲ ସୁପରିନଟେନଡଣ୍ଟ ପ୍ରଫୁଲ୍ଲ ଚନ୍ଦ୍ର ଗୌଡ଼ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ହସ୍ପିଟାଲର ଭିତ୍ତିଭୂମିକୁ ଆଧାର କରି ଅନ୍ୟାନ୍ୟ
Read More...

ଛତ୍ରପୁର ଠାରେ ଗଞ୍ଜାମ ଜିଲ୍ଲାସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ସ୍ଥିତ ରିଜର୍ଭ ପୋଲିସ୍ ପ୍ୟାରେଡ଼ ପଡ଼ିଆଠାରେ ଜିଲ୍ଲା ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ମୁଖ୍ୟଅତିଥି ରୂପେ
Read More...

୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ କ୍ରାନ୍ତି ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ‘ ମେରୀ ଜାନ୍…

ବ୍ରହ୍ମପୁର, (କେପିଏନ୍‌ଏସ୍‌) :ସ୍ଥାନୀୟ ବ୍ରହ୍ମାନଗର ୧ମ ସାରଣୀ ସ୍ଥିତ ଅଗ୍ରଣୀ ସାମାଜିକ ଅନୁଷ୍ଠାନ କ୍ରାନ୍ତି ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ 'ମେରୀ ଜାନ୍ ହିନ୍ଦୁସ୍ତାନ - ୨୦୨୫"' ସ୍ଥାନୀୟ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ପ୍ରେକ୍ଷାଳୟ ଠାରେ ମହାସମାରୋହରେ ପାଳିତ
Read More...

“ନବୀନ’ କାର୍ଯ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ : ଦେଶାତ୍ମକବୋଧ କବିତା ପାଠୋତ୍ସବ

"ପ୍ରୀତି ସମ୍ବୋଧିନୀ' ପୁସ୍ତକ ଉନ୍ମୋଚିତ ବ୍ରହ୍ମପୁର, (କେପିଏନ୍‌ଏସ୍‌) : ସ୍ଥାନୀୟ "ନବୀନ' କାର୍ଯ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି । ବିଶିଷ୍ଟ ସାହିତ୍ୟିକ କୃଷ୍ଣଚନ୍ଦ୍ର ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ ।
Read More...

ଛତ୍ରପୁର ପ୍ରେସ କ୍ଲବ ତରଫରୁ ମାଗଣା ମେଗା ସ୍ୱାସ୍ଥ୍ୟସେବା ଶିବିର ଆୟୋଜିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ପ୍ରେସ୍ କ୍ଲବ୍ ଆନୁକୂଲ୍ୟରେ ଏବଂ ଆଇ.ଏମ୍‌.ଏସ୍‌. ସମ୍‌ ହସ୍ପିଟାଲ (ଶୀତଳପଲ୍ଲୀ), ବ୍ରହ୍ମପୁର ସୌଜନ୍ୟରେ ଏକ ମାଗଣା ମେଗା ସ୍ୱାସ୍ଥ୍ୟସେବା ଶିବିର ଜିଲ୍ଲା ସଦର ମହକୁମା ଛତ୍ରପୁରସ୍ଥ ଶିବକୁମାର ପଟ୍ଟନାୟକ ରିଡିଙ୍ଗ ରୁମ ପରିସରରେ
Read More...

ଖଣ୍ଡଦେଉଳି ସ୍ଥିତ ସହିଦ ଭଗତ ସିଂ ଡିଗ୍ରୀ କଲେଜକୁ ନାକ୍ ଟିମ୍‌ର ପରିଦର୍ଶନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ନ୍ୟାସନାଲ ଆସେସମେଣ୍ଟ ଆଣ୍ଡ ଆକ୍ରିଡେସନ୍ କାଉନସିଲ୍ (ଏନ୍.ଏ.ଏ.ସି.)ର ଏକ ବିଶେଷଜ୍ଞ ଦଳ ଖଣ୍ଡଦେଉଳି ସ୍ଥିତ ସହିଦ ଭଗତ ସିଂ ଡିଗ୍ରୀ କଲେଜ ପରିଦର୍ଶନ କରି ଫେରିଛନ୍ତି । ପ୍ରକାଶ ଥାଉକି, ଅନୁଷ୍ଠାନର ପ୍ରଥମ ଚକ୍ର ମାନ୍ୟତା ପ୍ରକ୍ରିୟାର ଏକ ଅଂଶ
Read More...