Browsing Tag

bramhapur news

ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ଆନ୍ତର୍ଜାତୀୟ ସମ୍ମିଳନୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଠାରେ ଅବସ୍ଥାପିତ ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଆନୁକୂଲ୍ୟରେ ଜୀବ ଵିଜ୍ଞାନ ଵିଭାଗ ଏବଂ ଆଇ.କ୍ୟୁ.ଏ.ସି ର ମିଳିତ ସହଯୋଗରେ ଏକ ଆନ୍ତର୍ଜାତୀୟ ସମ୍ମିଳନୀ ବୁଧବାର ଆୟୋଜିତ ହୋଇଯାଇଛି । ସବୁଜ ବିକ୍ଳପ ତଥା
Read More...

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମୁକାବିଲାକୁ ନେଇ ଗଞ୍ଜାମ ଜିଲ୍ଲାପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାବାସୀଙ୍କୁ ସତର୍କ ରହିବା ଓ ଅଂଶୁଘାତ ଜନିତ ସୁରକ୍ଷା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସଦ୍ଭାବନା ସମ୍ମିଳନୀ କକ୍ଷରେ
Read More...

ରିକାପଲ୍ଲୀ ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ସମ୍ପନ୍ନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧିନରେ ପରିଚାଳିତ ଛତ୍ରପୁର ସହରାଞ୍ଚଳର ରିକାପଲ୍ଲୀ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ସୋମବାର ପାଳିତ ହୋଇଯାଇଛି । ସ୍କୁଲ୍ ଛାତ୍ରଛାତ୍ରୀମାନଙ୍କ ଚିତ୍ତାକର୍ଷକ
Read More...

ବିଚ୍ଛିନ୍ନାଞ୍ଚଳ ଓଡ଼ିଆ ସମାଜ ଛତିଶଗଡ଼ ଶାଖା ତରଫରୁ ଆୟୋଜିତ ଭାଷା ସମ୍ମିଳନୀରେ ଦାବି

ବିଚ୍ଛିନ୍ନାଞ୍ଚଳ ଓଡ଼ିଆଙ୍କ ବିକାଶ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଦୃଷ୍ଟି ଦିଅନ୍ତୁ ବ୍ରହ୍ମପୁର, (କେପିଏନ୍‌ଏନ୍‌) : ଯେଉଁ ସଂଗ୍ରାମୀମାନେ କଠୋର ପରିଶ୍ରମ କରି ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରିଥିଲେ ଅଦ୍ୟାବଧି ଓଡ଼ିଶା ବିଚ୍ଛିନ୍ନାଞ୍ଚଳରେ ବସବାସ କରୁଥିବା ଓଡ଼ିଆମାନେ ଅବହେଳିତ
Read More...

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ନୂତନ ସମ୍ମିଳନୀ କକ୍ଷରେ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଗୀତାଞ୍ଜଳୀ ଦାଶଙ୍କ ତତ୍ତ୍ଵାବଧାନରେ ପଦାର୍ଥ ବିଜ୍ଞାନ ବିଭାଗ ଓ Brick institutes of life sciences ଭୁବନେଶ୍ୱର ର ମିଳିତ ଉଦ୍ୟମରେ ଜାତୀୟ ବିଜ୍ଞାନ ଦିବସ ଅନୁଷ୍ଠିତ ହୋଇଯାଇଛି ।
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାଂସ୍କୃତିକ ଦଳର ଉତ୍ତର ପ୍ରଦେଶ ଗସ୍ତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପୂର୍ବାହ୍ନରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଏକ ୧୮ ଜଣିଆ ସାଂସ୍କୃତିକ ଦଳ ୟୁପି ଗ୍ରସ୍ଥ କରିଛନ୍ତି । ନୋଇଡାଠାରେ ଥିବା ଆମିଟି ବିଶ୍ୱବିଦ୍ୟାଳୟରେ ଆସନ୍ତା ୩ ଠାରୁ ୭ ମାର୍ଚ୍ଚରେ ଆୟୋଜିତ ଆନ୍ତଃ ବିଶ୍ୱବିଦ୍ୟାଳୟ ଜାତୀୟ ୟୁବ ମହୋତ୍ସବରେ ଯୋଗଦେବେ
Read More...

୫ ଘଣ୍ଟା ଧରି ବିଦ୍ୟୁତ ସରବରାହ ବିଚ୍ଛିନ୍ନ ଜନ ଅସନ୍ତୋଷ ବୃଦ୍ଧି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସଦର ବିଦ୍ୟୁତ୍ ସବ-ଡିଭିଜନ ଅନ୍ତର୍ଗତ ପୋଡ଼ାପଦର ପଞ୍ଚାୟତରେ ଶନିବାର ଅପରାହ୍ନ ୪ଘଣ୍ଟା ୩୦ ମିନଟ୍ ଠାରୁ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହୋଇଯାଇଥିଲା । ପ୍ରକାଶ ଥାଉକି, କୌଣସି ଅସୁବିଧା ବଶତଃ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହୋଇଯାଇଥିବା
Read More...

ସ୍କୁଟି ସହ ଚୋର ଧରାପଡିଲା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଥାନା ପୋଲିସ ପକ୍ଷରୁ ଜଣେ ଆନ୍ତଃ ଜିଲ୍ଲା ଅପରାଧୀଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି ପୋଲିସ । ଅଭିଯୁକ୍ତ ଜଣକ ହେଲେ ଯାଜପୁର ଜିଲ୍ଲା ବୋରି ରାମ ଚନ୍ଦ୍ରପୁର ଥାନା ଅଧୀନ ଅରୁଆଳ ଗାଁର ଶେଖ ସମିନ ଓରଫ ସଲିମକୁ ଗିରଫ କରିବା ସହିତ କୋର୍ଟ
Read More...

ସରସ୍ୱତୀ ଶିଶୁବିଦ୍ୟାମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଶ୍ରୀରାମନଗର ଠାରେ ଅବସ୍ଥାପିତ ସରସ୍ୱତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଜାତୀୟ ବିଜ୍ଞାନ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ରୂପେ ନିଷ୍ଟ୍ ୟୁନିଭରସିଟିର କମ୍ପ୍ୟୁଟର ବିଜ୍ଞାନର ମୁଖ୍ୟ ପ୍ରଫେସର ଡଃ. ବ୍ରଜକିଶୋର ମିଶ୍ର
Read More...

ଖଲ୍ଲିକୋଟ କଲେଜର ସ୍ନାତକ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ବନ୍ଧୁ ମିଳନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ମହାନଗର ନିଗମରେ ଅବସ୍ଥାପିତ ଖଲ୍ଲିକୋଟ କଲେଜର ୧୯୯୨-୯୫ ବର୍ଷରେ ଅଧ୍ୟୟନ କରୁଥିବା ପୂର୍ବତନ ବିଦ୍ୟାର୍ଥୀ ତଥା ସ୍ନାତକ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଏକ ବନ୍ଧୁମିଳନର କାର୍ୟ୍କ୍ରର୍ଯ୍ୟମ ଆୟୋଜନ ହୋଇଥିଲା । ମାଁ ମହୁରୀ
Read More...