Browsing Tag

bramhapur news

ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ “ଏକ ରାଷ୍ଟ୍ର ଏକ ନିର୍ବାଚନ” ଶୀର୍ଷକ ରାଜ୍ୟସ୍ତରୀୟ ଆଲୋଚନା…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଏକ ରାଷ୍ଟ୍ର ଏକ ନିର୍ବାଚନ ଶୀର୍ଷକକୁ ନେଇ ଏକ ରାଜ୍ୟ ସ୍ତରୀୟ ଆଲୋଚନା ଚକ୍ର ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି । ମହାବିଦ୍ୟାଳୟ ଅଧକ୍ଷ ଡ଼ଃ ଅଜୟ କୁମାର ତ୍ରିପାଠୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି
Read More...

ଟି.ବି. ମୁକ୍ତ ଭାରତ ଅଭିଯାନରେ ଆଇ.ଆର୍.ଇ.ଏଲ୍.(ଇଣ୍ଡିଆ)ର ବଳିଷ୍ଠ ପଦକ୍ଷେପ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାରେ ଭାରତ ସରକାରଙ୍କର ଦୃଢ଼ ସଂକଳ୍ପ ଟି.ବି. ହାରିବ, ଦେଶ ଜିତିବ ବ୍ୟାପକ ପ୍ରୟାସ ଜାରି ରହିଛି । ଟି.ବି. ମୁକ୍ତ ଭାରତ ଅଭିଯାନରେ ବିଭିନ୍ନ ଗ୍ରାମପଞ୍ଚାୟତସ୍ତରରୁ ସହରାଞ୍ଚଳ ପର୍ଯ୍ୟନ୍ତ ଲୋକଙ୍କ ପାଖରେ ରାଜଯକ୍ଷ୍ମା ଯଥା ଟି.ବି.
Read More...

ନୟାଗଡ, ଗଜପତି, ଗଞ୍ଜାମ ଜିଲ୍ଲାରେ ଅଦିନିଆ ବର୍ଷାଜନିତ କ୍ଷୟକ୍ଷତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଚାଷୀ ମାନଙ୍କୁ ଆଶ୍ଵାସନା ଦେଲେ ମୁଖ୍ୟମନ୍ତ୍ରୀ, ସବୁ କ୍ଷତିଗ୍ରସ୍ତଙ୍କୁ ନିଶ୍ଚୟ ମିଳିବ ସହାୟତାବୀମା ଭୁକ୍ତ ଚାଷୀ ମାନଙ୍କୁ କ୍ଷତି ସଂପର୍କରେ ସୂଚନା ଦେବା ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Read More...

ବଡ଼ମାଧପୁର ଗ୍ରାମରେ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡ଼ମାଧପୁର ଗ୍ରାମରେ ମା' ଶ୍ୟାମାକାଳୀ ଯୁବକ ସଂଘ ପକ୍ଷରୁ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଉଦ୍‌ଘାଟିତ ହେଇଯାଇଛି । ଏହା ଆସନ୍ତା ନବବର୍ଷ ଜାନୁଆରୀ ମାସ ପହିଲା ୧ ତାରିଖ ଦିନ ଉଦ୍‌ଯାପିତ ହେବ ବୋଲି ଜଣାଯାଇଛି ।
Read More...

ବଡ଼ମାଧପୁର ଗ୍ରାମ ପଞ୍ଚାୟତରେ ଟି.ବି. ମୁକ୍ତ ଭାରତ ଅଭିଯାନ ଶିବିର

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଳକ୍ ଅନ୍ତର୍ଗତ ବଡ଼ମାଧପୁର ଗ୍ରାମପଞ୍ଚାୟତରେ ସ୍ଵାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ ହେଇଯାଇଛି । ମୁନିସିପେଣ୍ଠ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ଆନୁକୁଲ୍ୟରେ ଆୟୋଜିତ ମେଡିକାଲ୍ ସୁପରିଟେଣ୍ଡେଣ୍ଟ ସ୍ଵାଧୀନ ରଥଙ୍କ ତତ୍ତ୍ୱାବଧାନରେ
Read More...

ଗଞ୍ଜାମ ଜିଲ୍ଲାର ସମସ୍ତ ବର୍ଗର ଚାଷୀଙ୍କୁ ଧାନ ଫସଲର କ୍ଷତିପୂରଣ ଦେବା ପାଇଁ ଦାବୀ କଲା – ଆପ୍

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆମ୍ ଆଦ୍‌ମୀ ପାର୍ଟି ତରଫରୁ ଗଞ୍ଜାମ ଜିଲ୍ଲାର ସମସ୍ତ ବର୍ଗର ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରିବା ପାଇଁ ଆପ୍ ପକ୍ଷରୁ ଦାବୀ କରାଯାଇଛି । ଏସଂପର୍କରେ ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଆସି ଗଞ୍ଜାମ ଜିଲ୍ଲାପାଳଙ୍କୁ ଏକ
Read More...

ଛତ୍ରପୁର ମହିଳା ସ୍ନାତକ ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ସମାରୋହ ଉଦ୍‌ଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ମହିଳା ସ୍ନାତକ ମହାବିଦ୍ୟାଳୟର କ୍ରୀଡା ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି । ମୁଖ୍ୟ ଅତିଥିଭାବେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ. ଅଜୟ କୁମାର ତ୍ରିପାଠୀ ଯୋଗଦେଇ ଡ଼ିଗ୍ରୀ ଛାତ୍ରୀମାନଙ୍କୁ ଉତ୍ସାହିତ କରି କ୍ରୀଡାର ଭୂମିକା
Read More...

ଚାଷୀ ଆତ୍ମହତ୍ୟା ଘଟଣାରେ ପରିବାର ଲୋକଙ୍କୁ ସମବେଦନା ଜଣାଇବା ପାଇଁ ଲାଗିଛି ନେତାଙ୍କ ଭିଡ଼

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଳକ୍ ଅନ୍ତର୍ଗତ ବଡ଼ମାଧପୁର ଗ୍ରାମ ପଞ୍ଚାୟତର ବରଙ୍ଗ ଗ୍ରାମର ଚାଷୀ ବନମାଳୀ ପେଣ୍ଠେଇଙ୍କ (୬୪) ଆତ୍ମହତ୍ୟା ଘଟଣାରେ ପରିବାର ଲୋକଙ୍କୁ ସମବେଦନା ଜଣାଇବା ନିମନ୍ତେ ମୃତକଙ୍କ ଘରକୁ ଭେଟିବା ପାଇଁ ବିଭିନ୍ନ ରାଜନୈତିକ ଦଳର ନେତ୍ତୃବର୍ଗଙ୍କ
Read More...

ଅଦିନିଆ ବର୍ଷାରେ ଉଜୁଡି ଗଲା ଧାନ ଫସଲ : ମର୍ମାହତ ହୋଇ ଜୀବନ ହାରିଲେ ଭାଗଚାଷୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡ଼ମାଧପୁର ଗ୍ରାମ ପଞ୍ଚାୟତର ବରଙ୍ଗ ଗାଁର ଜଣେ ଚାଷୀ ପାଇଖାନା ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଖବର ମିଳିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ଓ ପ୍ରଶାସନ ପହଞ୍ଚି ଘଟଣା ସମ୍ପର୍କରେ ଅନୁଧ୍ୟାନ
Read More...

ନିର୍ବାଚନ ମଣ୍ଡଳୀର ମିଡ଼ିଆବନ୍ଧୁଙ୍କୁ ନେଇ ଖୁସି ମନାଇଲେ ଛତ୍ରପୁର ବିଧାୟକ

ପବିତ୍ର ବଡ଼ଦିନ ପର୍ବରେ ନିଜନିର୍ବାଚନ ମଣ୍ଡଳୀର ମିଡ଼ିଆବନ୍ଧୁ ତଥା ସାମ୍ବାଦିକମାନଙ୍କ ସହ ଖୁସି ମନାଇଲେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଅଦ୍ଵିତୀୟ ରାଷ୍ଟ୍ରନାୟକ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜୟନ୍ତୀ ଅବସରରେ ତାଙ୍କ ପ୍ରତି
Read More...