ଗଞ୍ଜାମ ଜିଲ୍ଲାର “ନାକୁଇମ୍ ସୁପାରିଶ ଓ ଭୂତଳ ଜଳ ପରିଚାଳନା” ଉପରେ କର୍ମଶାଳା
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଂଜାମ ଜିଲ୍ଲାର “ନାକୁଇମ୍ ସୁପାରିଶ ଓ ଭୂତଳ ଜଳ ପରିଚାଳନା” ଉପରେ ଏକ ଜିଲ୍ଲାସ୍ତରୀୟ କର୍ମଶାଳା ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳା କେନ୍ଦ୍ରୀୟ!-->…
Read More...
Read More...