ସହୀଦ ଭଗତ ସିଂ ମହାବିଦ୍ୟାଳୟରେ ସମ୍ବିଧାନ ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଠାରେ ଅବସ୍ଥାପିତ ସହୀଦ ଭଗତ ସିଂ ମହାବିଦ୍ୟାଳୟରେ ସମ୍ବିଧାନ ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ମୀନତି ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଭାକାର୍ଯ୍ୟ ଆରମ୍ଭ!-->…
Read More...
Read More...