Browsing Tag

chandabali news

ପୋଖରୀରେ କାମ କରିବା ବେଳେ ବଜ୍ରାଘାତରେ ଯୁବକ ମୃତ

ଚାନ୍ଦବାଲି : ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ବଜରାପୁର ପଞ୍ଚାୟତ ବଜରାପୁର ଗାଁରେ ଚିଙ୍ଗୁଡ଼ି ପୋଖରୀରେ କାମ କରୁଥିବା ବେଳେ ବଜ୍ରାଘାତ ଫଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନାନୁଯାୟୀ, ମୟୂରଭଞ୍ଜ ଜିଲ୍ଲା ବରଦା ଅଞ୍ଚଳର ଈଶ୍ୱର ବାସ୍କେ ଚାନ୍ଦବାଲି ବ୍ଲକ ବଜରାପୁର
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା, ଯୁବକ ମୃତ

ଚାନ୍ଦବାଲି : ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଘଣ୍ଟେଶ୍ୱର ଫାଣ୍ଡି ଅଧିନ ବଜରାପୁର ଗାଁରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ମୃତ ଯୁବକ ଜଣକ ବଜରାପୁର ଗ୍ରାମର ବାବାଜୀ ମହାଳିକଙ୍କ ସାନପୁଅ ହେମନ୍ତ ମହାଳିକ ବୋଲି ଜଣାପଡିଛି । ସୂଚନାନୁଯାୟୀ, ବୁଧବାର ସନ୍ଧ୍ୟା ସମୟରେ
Read More...

ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼

ଚାନ୍ଦବାଲି : ଆଜି ପବିତ୍ର ମହାଶିବରାତ୍ରୀରେ ଚଳଚଞ୍ଚଳ ଶୈବପୀଠ । ଏଥିପାଇଁ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ନୀତି ନିର୍ଘଣ୍ଟ ଅନୁଯାୟୀ ବାବାଙ୍କ ନୀତିକାନ୍ତି ହୋଇ ଭୋର ୪ଟାରେ ପହଡ ଖୋଲିବା ପରେ ମଙ୍ଗଳ ଆଳତୀ କରାଯାଇଛି । ପରମ୍ପରା ଅନୁଯାୟୀ, କନିକା ରାଜାଙ୍କ
Read More...

ଆଖଣ୍ଡଳମଣିଙ୍କ ପୀଠରେ ମହାଶିବରାତ୍ରୀ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ

ଚାନ୍ଦବାଲି : ଆସନ୍ତାକାଲି ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ହେବ ବାବା ଆଖଣ୍ଡଳମଣିଙ୍କ ପୀଠ । ମହାଶିବରାତ୍ରୀ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ୟ୍ୟାୟରେ । ବାବା ଆଖଣ୍ଡଳମଣିଙ୍କ ଜାଗରଯାତ୍ରା ନୀତିକାନ୍ତି ଅନୁଯାୟୀ, ଆସନ୍ତାକାଲି ଭୋର ୪ଟାରେ ଆଳତୀ ହେବ । ଏହାପରେ ଭୋର ୪ଟା ୩୦ମିନିଟ୍‌ରେ
Read More...

ରାଜନୈତିକ ହିଂସାକୁ ନେଇ ନୁଇ ଗୋଷ୍ଠୀ ମଧ୍ୟରେ ଲଢେଇ

ଚନ୍ଦାବାଲି : ଚାନ୍ଦବାଲି ବ୍ଲକ ଖଦାଳପୋଖରୀ ପଂଚାୟତରେ ରାଜନୈତିକ ହିଂସା ଯୋଗୁଁ ୨ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇ ଉଭୟ ଗୋଷ୍ଠୀର ୬ ଜଣ ଗୁରୁତର ହୋଇଥିବା ଜଣାପଡିଛି । ଗୁରୁତରଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି । ଘଣ୍ଟେଶ୍ୱର ପୋଲିସ
Read More...

ଭିଜିଲାନ୍ସ ଓ ବନବିଭାଗର ମିଳିତ ଚଢାଉ

ଚାନ୍ଦବାଲି : ଭଦ୍ରକ ଜିଲ୍ଲା ଧାମରା କଇଥଖୋଲା ବଜାରରେ ଭିଜିଲାନ୍ସ ଓ ବନବିଭାଗର ମିଳିତ ଚଢାଉ । ତେବେ ଏହି ଚଢାଉରେ ଲକ୍ଷାଧିକ ଟଙ୍କାର କାଠ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଥିବା ସୂଚନା । ସୂଚନା ଅନୁଯାୟୀ, ଭଦ୍ରକ ଜିଲ୍ଲା କଇଥଖୋଲା ବଜାରରେ ଥିବା ଖଲିଲ ଅଲ୍ଲି ଖାଁକ କାଠ ଦୋକାନରେ ବିପୁଳ
Read More...