Browsing Tag

chandanbhati news

ପଞ୍ଚାୟତ ହାଇସ୍କୁଲ ଚନ୍ଦନଭାଟୀରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ଚନ୍ଦନଭାଟୀ, (କେପିଏନ୍‌ଏସ୍‌) : ପଞ୍ଚାୟତ ହାଇସ୍କୁଲ ଚନ୍ଦନଭାଟୀରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଶିକ୍ଷା ଅଧିକାରୀ ଦିଲୀପ କୁମାର ଯୋଷୀ ସମ୍ମାନିତ ଅତିଥି ଭାବେ ପୂର୍ବତନ ବ୍ଲକ ଶିକ୍ଷା ଅଧିକାରୀ ନୀଳମଣି ପଟେଲ, ଏବିଇଓ…
Read More...

ସୁଦାମ ଚରଣ ମହାବିଦ୍ୟାଳୟ ଗ୍ରନ୍ଥାଗାର ପରିଦର୍ଶନ କଲେ ସରସ୍ୱତୀ ଶିଶୁମନ୍ଦିର ସ୍କାଉଟସ୍ ଏଣ୍ଡ ଗାଇଡ୍ସର ଛାତ୍ରଛାତ୍ରୀ

ଚନ୍ଦନଭାଟି, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ସୁଦାମ ଚରଣ ଡିଗ୍ରୀ ମହାବିଦ୍ୟାଳୟ, ଚନ୍ଦନଭାଟି ଗ୍ରନ୍ଥାଗାରକୁ ସରସ୍ୱତୀ ଶିଶୁମନ୍ଦିର, କଦମପଡ଼ା, ବଲାଙ୍ଗିରର ସ୍କାଉଟସ୍ ଏଣ୍ଡ ଗାଇଡ୍ସର ଛାତ୍ରଛାତ୍ରୀମାନେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କ ସହିତ ଶୈକ୍ଷିକ ପରିଦର୍ଶନରେ ଆସିଥିଲେ । ଏହି…
Read More...

ସୁଦାମ ଚରଣ ଡିଗ୍ରୀ ମହାବିଦ୍ୟାଳୟ, ଚନ୍ଦନଭାଟିର ୩୪ତମ ପ୍ରତିଷ୍ଠା ଦିବସ ପାଳିତ

ଚନ୍ଦନଭାଟି, (କେପିଏନ୍‌ଏସ୍‌) : ସୁଦାମ ଚରଣ ଡିଗ୍ରୀ ମହାବିଦ୍ୟାଳୟ, ଚନ୍ଦନଭାଟିର ୩୪ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ମହାବିଦ୍ୟାଳୟ ଯାହାଙ୍କ ନାମରେ ନାମିତ ସେହି ଶିକ୍ଷାପ୍ରେମୀ ସ୍ୱର୍ଗତ ସୁଦାମ ଚରଣ ପଣ୍ଡାଙ୍କ ଜନ୍ମ ତା-୧୨.୧୦.୧୯୦୬ ମସିହାରେ, ଚନ୍ଦନଭାଟି…
Read More...

ଗାଁ ମୁହାଁ ତହଁକ୍ କୁଟୁମ୍ : ତହଁକ୍ କୁଟୁମ୍‌ର “ହଜ୍‌ଲା ରସ୍‌ ନୁର୍‌ମା ଆସ” କାର୍ଯ୍ୟକ୍ରମ

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ସ୍ଥାନୀୟ ସରସ୍ୱତୀ ଶିଶୁ ମନ୍ଦିର ଚନ୍ଦନଭାଟି ଠାରେ କୋଶଲି ଭାଷାର ସୁରକ୍ଷା ପାଇଁ ତହଁକ କୁଟୁମର ନିଆରା କାର୍ଯ୍ୟକ୍ରମ "ହଜ୍‌ଲା ରସ୍‌ ନୁର୍‌ମା ଆସ" ଲୁକି ଯାଉଥିବା ବଖାନି ଓ ଲୋକ କଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଲୋକ ସଂସ୍କୃତି ଉପରେ…
Read More...

ସାଧାରଣତନ୍ତ୍ର ଦିବସ ଦିଲ୍ଲୀ ଠାରେ ଯୋଗଦେଲେ ବଲାଙ୍ଗିରର ୭ କଳାକାର

ଚନ୍ଦନଭାଟୀ, (ରାଜେଶ ଦଣ୍ଡସେନା) : ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ମିର୍ଦ୍ଧାପାଲି ପଞ୍ଚାୟତ କଅଗାଁ ଗ୍ରାମର ୭ ଜଣ କଳାକାର ୭୭ତମ ସାଧାରଣତନ୍ତ୍ର ଦିବସ ଦିଲ୍ଲୀ ଠାରେ ବନ୍ଦେ ମାତରମ୍ ପ୍ୟାରେଡ୍ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ…
Read More...

ପ୍ରଥମ ଶରତ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ଚନ୍ଦନଭାଟି ଖେଳପଡିଆଠାରେ ପ୍ରଥମ ଶରତ ଦଲାଇ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟ ଗତ ଦୁଇଦିନ ଧରି ହୋଇଥିବା ବେଳେ ମୋଟ ୮ ଟି ଦଳ ଅଂଶଗ୍ରହଣ କରିଥିଲେ । ପ୍ରଥମ ପ୍ରତିଯୋଗିତାରେ ଚନ୍ଦନଭାଟି ଫାଣ୍ଡି ଅଧିକାରୀ…
Read More...

ଚନ୍ଦନଭାଟି ଗ୍ରାମୀଣ ବ୍ୟାଙ୍କ ଏବଂ ଉପ ଡାକଘରରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ଆଜି ସ୍ଥାନୀୟ ଚନ୍ଦନଭାଟି ଗ୍ରାମୀଣ ବ୍ୟାଙ୍କ ଏବଂ ଉପ ଡାକଘରରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଓଡିଶା ଗ୍ରାମୀଣ ବ୍ୟାଙ୍କରେ ବ୍ୟାଙ୍କର ବ୍ରାଞ୍ଚ ମ୍ୟାନେଜର ଗୌରୀଶଙ୍କର ମହାପାତ୍ର ପତାକା ଉତ୍ତୋଳନ କରିଥିଲେ । ସେହିପରି ଚନ୍ଦନଭାଟି ଉପ…
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଚନ୍ଦନଭାଟିରେ “ସପ୍ତଶକ୍ତି ସଂଗମ କାର୍ଯ୍ୟକ୍ରମ” ଅନୁଷ୍ଠିତ

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ଆଜି ସରସ୍ୱତୀ ଶିଶୁବିଦ୍ୟାମନ୍ଦିର ଚନ୍ଦନଭାଟିରେ "ସପ୍ତଶକ୍ତି ସଂଗମ" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା ସମିତିର ସଦସ୍ୟା ଶ୍ରୀମତୀ ଅନୁପମା ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବଲାଙ୍ଗିର ଗାୟତ୍ରୀ ପରିବାର ସଦସ୍ୟା…
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଚନ୍ଦନଭାଟିର ୨୨ତମ ବାର୍ଷିକ କ୍ରୀଡା ଅନୁଷ୍ଠିତ

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଚନ୍ଦନଭାଟି ପକ୍ଷରୁ ଦୁଇଦିନ ଧରି ୨୨ ତମ ବାର୍ଷିକ କ୍ରୀଡା ଜାମୁଟିଆ ସ୍ଥିତ ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି । କ୍ରୀଡାର ଉଦଘାଟନୀ ଉତ୍ସବରେ ବିଦ୍ୟାଳୟ ପରିଚାଳନା ସମିତି ସମ୍ପାଦକ ଡ଼. ଲକ୍ଷ୍ମଣ କୁମାର ମେହେର ମୁଖ୍ୟ…
Read More...

ପୂର୍ବତନ ଫୁଟବଲ ଖେଳାଳୀଙ୍କ ବିୟୋଗ

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଚନ୍ଦନଭାଟିର ପୂର୍ବତନ ଫୁଟବଲ ଖେଳାଳୀ ଶରତ ଦଲାଇଙ୍କ ଆଜି ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ବୟସ ହୋଇଥିଲା । ସେ ଜଣେ ମିଷ୍ଟଭାଷୀ ଓ ମେଳାପୀ ମଣିଷ ଥିଲେ । ଚନ୍ଦନଭାଟି ଫୁଟବଲ ଦଳରେ ବହୁଦିନ…
Read More...