Browsing Tag

chandanbhati news

ଚନ୍ଦନଭାଟି ବିଦ୍ୟାଳୟରେ ‘ସୁରଭି’ କାର୍ଯ୍ୟକ୍ରମ ଆୟୋଜିତ

ଚନ୍ଦନଭାଟି, (କେପିଏନ୍‌ଏସ୍‌) : ଚନ୍ଦନଭାଟି ଆଞ୍ଚଳିକ କେନ୍ଦ୍ରସ୍ତରୀୟ ଶିଶୁ ମହୋତ୍ସବ 'ସୁରଭି' ପାଳିତ ହୋଇଯାଇଛି । କେନ୍ଦ୍ର ବିଦ୍ୟାଳୟ ଚନ୍ଦନଭାଟିରେ ଆୟୋଜିତ ଏହି ଉତ୍ସବକୁ ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ସୁନା ଓ ଚନ୍ଦନଭାଟି ଗ୍ରାମପଞ୍ଚାୟତର ସରପଞ୍ଚ ଶ୍ରୀମତୀ ପଙ୍କଜିନୀ ସାହୁ ଏହି…
Read More...

ଚନ୍ଦନଭାଟି ନେ ନୂଆଁଖାଇ ତିହାରି ହାଟ୍‌

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ଚନ୍ଦନଭାଟି ନେ ନୂଆଁଖାଇ ତିହାରି ହାଟ୍‌ ବସିଛେ । ସକାଲ୍‌ ପାହେଲେ ନୂଆଁଖାଇ । ନୂଆଁଖାଇର୍‌ ଲାଗି ତୁନ୍‌ଶାଗ୍‌, ବାଢ଼ୁନ୍‌, ସରେଇ, ପାତୁଲ୍‌, କୁଲା ସାଂଗେ ସାଜୋ ସାମାନ୍‌ ଘିନ୍‌ବାର୍‌ ତିହାରି ହାଟ୍‌ ଥି ଚନ୍ଦନ୍‌ଭାଟି ଆର୍‌ ଆଖପାଖର୍‌ ଲୋକ୍‌ବାକ୍‌…
Read More...

ଚନ୍ଦନଭାଟି ସୁଦାମ ଚରଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗୁରୁ ଦିବସ ପାଳିତ

ଚନ୍ଦନଭାଟି, (କେପିଏନ୍‌ଏସ୍‌) : ଚନ୍ଦନଭାଟି ସୁଦାମ ଚରଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗୁରୁ ଦିବସ ମହାସମାରୋହ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ଅଶୋକ କୁମାର ପଣ୍ଡା ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପ୍ରାଧ୍ୟାପକ, ଅଧ୍ୟାପକ, ଅଧ୍ୟାପିକା, ଯୋଗଦାନ କରିଥିଲେ । ଛାତ୍ରୀମାନଙ୍କ ଦ୍ୱାରା ଆବାହନୀ…
Read More...

ଚନ୍ଦନଭାଟିନେ ବି ଭାରତ୍‌ ବନ୍ଦ ପାଳନ

ଚନ୍ଦନଭାଟ, (କେପିଏନ୍‌ଏସ୍‌) : ଭାରତ ସରକାର ଏସ୍‌ସି, ଏସ୍‌ଟି ସଂରକ୍ଷଣ କୁଟାକେ ଉଠେଇ ଦେବାର ଲାଗି ଲାଗିଥିବାର୍ ବେଲକେ ଆଦିବାସୀ, ହରିଜନ ଏକତା ମଞ୍ଚ ଆଏଜ୍ ଭାରତ ବନ୍ଦ ଡାକରା ଦେଇ ଗାଁନୁ ସହର ସାରା ଭାରତ୍ ଦେଶ୍ ଥି ବନ୍ଦ୍‌ ପାଳନ କରୁଛେ । ଇଟା ଆଦିବାସୀ ହରିଜନ ମାନକର୍ ଜୀବନ୍ ସାଂଗେ…
Read More...

କୁଶଙ୍ଗ ଡିଗ୍ରୀ କଲେଜରେ ମାଁ ନାମରେ ଗଛଟିଏ କାର୍ଯ୍ୟକ୍ରମ ଉଦଘାଟିତ

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ଆଜି ବଲାଙ୍ଗିର ଜିଲ୍ଲାର ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟ କୁଶଙ୍ଗ ପରିସରରେ ସ୍ୱତନ୍ତ୍ର ଜାତୀୟ ସେବା ଶିବିରର ମାଆଁ ନାମରେ ଗଛଟିଏ କାର୍ଯ୍ୟକ୍ରମ ଜିଲ୍ଲା ସଂଯୋଜକ ଡ.ଅଜିତ କୁମାର ଭୋଇଙ୍କ ଦ୍ୱାରା ଉଦଘାଟିତ ହୋଇ ଯାଇଛି । ଏଥିରେ ପ୍ରାୟ ଷାଠିଏ ଜଣ…
Read More...

ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା

ଚନ୍ଦନଭାଟି, (କେପିଏନ୍‌ଏସ୍‌) : ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ଚନ୍ଦନଭାଟି ଠାରେ ବଲାଙ୍ଗିର ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ରବିବାର ଉଦ୍‌ଯାପିତ ହୋଇଯାଇଛି । କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଉତ୍ସବରେ ଚନ୍ଦନଭାଟି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଞ୍ଜନ ପଧାନ ମୁଖ୍ୟ ଅତିଥି ଭାବେ…
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଚନ୍ଦନଭାଟିରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଚନ୍ଦନଭାଟି ଠାରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଚନ୍ଦନଭାଟି ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଡ. ସତ୍ୟବ୍ରତ ମିଶ୍ର ଉଦ୍‌ଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଦୀପ…
Read More...

ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ବଲାଙ୍ଗିର ସଦର ବ୍ଲକ୍ ଅନ୍ତର୍ଗତ ଚନ୍ଦନଭାଟି ଗ୍ରାମ ପଞ୍ଚାୟତର ସାଲେପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆଶିଷ କୁମାର ମିଶ୍ର ଅବସର ଗ୍ରହଣ କରିଛନ୍ତି । ଏଇ ଅବସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ସଭାପତିତ୍ୱ କରିଥିଲେ ପଞ୍ଚାୟତ…
Read More...

ବାଦିଘୋର ବ୍ରିଜ୍‌ ଉପରେ ବିପଦ ସାଜିଛି କାଦୁଅ

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : କିଛି ମାସ ଆଗରୁ ବଲାଙ୍ଗିରରୁ ଚନ୍ଦନଭାଟି ରାସ୍ତାରେ ପଡୁଥିବା ବାଦିଘୋର ବ୍ରିଜ୍‌କୁ ବଡ ନୂତନ ବ୍ରିଜ୍‌ରେ ପରିଣତ କରିବା ପାଇଁ ବଲାଙ୍ଗିର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ନରସିଂହ ମିଶ୍ର ଶୁଭ ଦେଇଥିଲେ । ଅଞ୍ଚଳରେ ବନ୍ୟା ହେଲେ ଯିବାଆସିବା କରିବା…
Read More...

ତହଁକ୍ କୁଟୁମ୍‌ର ଗୁଗୁଲ୍ ମିଟ୍‌ରେ ହାସ୍ୟ ବ୍ୟଙ୍ଗ କବିତା ଆସର୍

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ଲୋକ୍ ଯେତ୍‌କି ଯେତ୍‌କି ପଏସା କମେଇ ଚାଲିଛନ୍ ସେତ୍‌କି ସେତ୍‌କି ଟେନ୍‌ସନ୍ ବି ବଢି ଚାଲିଛେ । ସଭେ ସବୁବେଳେ ଭିଡେ ଭାଡେ ରହିକରି ନିଜର୍ ମୁହୁଁ ନୁ ହଁସି ହଜେଇ ବସୁଛନ୍ । ହେତିର୍ ଲାଗି ମୁନୁସ୍ ଦିହେଁ ଧନି ନୁ ଗରିବ୍ ସବକର୍ ଠାନେ ଦେଖବାକେ ମିଲୁଛେ…
Read More...