୧୯ତମ ଗୋବିନ୍ଦ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍ଯାପିତ
ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ଚନ୍ଦନଭାଟି ପଞ୍ଚାୟତ ଅନ୍ତର୍ଗତ ସାଲେପାଲି ଗ୍ରାମରେ ତିନି ଦିନ ଧରି ଚାଲିଥିବା ୧୯ତମ ଗୋବିନ୍ଦ ମେମୋରିଆଲ ଏକ ଦିବସୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍ଯାପିତ ହୋଇଯାଇଛି । ବବଜା ଏବଂ ସଦାଇପାଲି ମଧ୍ୟରେ ଫାଇନାଲ ମୁକାବିଲା ହୋଇଥିଲା । ସଦାଇପାଲି ଦଳ!-->…
Read More...
Read More...