Browsing Tag

chandaneswar news

ଇଲେକ୍ଟ୍ରୋନିକ୍ସ ଦୋକାନରେ ଭୟାବହ ଅଗ୍ନିକାଣ୍ଡ

ଚନ୍ଦନେଶ୍ଵର : ଇଲେକ୍ଟ୍ରୋନିକ୍ସ ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଭୋଗରାଇର ସୀମାନ୍ତ ସାହାବାଜିପୁର ପଞ୍ଚାୟତ ଅଧୀନସ୍ଥ ସେହି ଗାଁର ଝଣ୍ଟୁ ଦଳପତିଙ୍କ ଏକ ଇଲେକ୍ଟ୍ରୋନିକ୍ସ ଦୋକାନରେ ହଠାତ୍ ନିଆଁ ଲାଗିଯାଇଥିଲା । ସ୍ଥାନୀୟ ଲୋକେ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି
Read More...

ଭୟାବହ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ

ଚନ୍ଦନେଶ୍ଵର : ଭୋଗରାଇର ଶ୍ରଦ୍ଧାପୁର ହାଟରେ ଥିବା ଏକ ଜୋତା ଦୋକାନରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ହଠାତ୍‌ ନିଆଁ ଲାଗି ଯାଇଥିଲା । ସ୍ଥାନୀୟ ଲୋକେ ନିଆଁକୁ ଆୟତ୍ତ କରିବା ବେଳକୁ ଦୋକାନ
Read More...