ମର୍ମନ୍ତୁଦ ସଡକ ଦୁର୍ଘଟଣା : ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
ଚଣ୍ଡିଖୋଲ : ଯାଜପୁର ଜିଲ୍ଲା ଚଣ୍ଡିଖୋଲ ସ୍ଥିତ ସୁଭଦ୍ରାପୁର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣ ଗୁରୁତର ହୋଇଥିବା ଜଣାପଡିଛି । ସୂଚନା ଯୋଗ୍ୟ ଯେ, ଚଣ୍ଡିଖୋଲ ପଟୁ ଓଆର୦୪ଏନ୭୮୧୪ ନମ୍ବର ଥିବା ଏକ ଅଟୋ ଯାଉଥିବା ବେଳେ ବିପରୀତ ଦିଗରୁ!-->…
Read More...
Read More...