Browsing Tag

chatrapur news

ଆଇଆରଇଏଲ୍ ସୌଜନ୍ୟରେ ପୋଡାପଦରଠାରେ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ସେବା ଶିବିରର ଆୟୋଜିତ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆଇଆରଇଏଲ୍ (ଇଣ୍ଡିଆ) ଭାରତ ସରକାରଙ୍କ ଏକ ପ୍ରତିଷ୍ଠିତ କମ୍ପାନୀ ସୌଜନ୍ୟରେ ଗୋଷ୍ଠୀଗତ ସାମାଜିକ ଦାୟିତ୍ୱ ଆନୁକୂଲ୍ୟରେ କମ୍ପାନୀର ପ୍ରଭାବିତ ଅଞ୍ଚଳ ଅଧୀନସ୍ଥ ପ୍ରମୁଖ ଅଞ୍ଚଳରେ ଭ୍ରାମ୍ୟମାଣ ବହିଃ-ଚିକିତ୍ସା ସେବା କମ୍ପାନୀ ଯୋଗାଇ ଆସୁଅଛି । ଏହି
Read More...

ବ୍ରହ୍ମକୁମାରୀ ଛତ୍ରପୁର ଶାଖାପକ୍ଷରୁ ଜନ୍ମାଷ୍ଟମୀ ପାଳିତ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ପକ୍ଷରୁ ଆୟୋଜିତ ପବିତ୍ର ଜନ୍ମାଷ୍ଟମୀ ସମାରୋହରେ ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ବ୍ରିଜେଶ କୁମାର ରାଏ ଯୋଗଦେଇ ଓଁଶାନ୍ତି ଧ୍ୱନିରେ ସନ୍ତୋଷ ଲାଭ କରିଛନ୍ତି । ପ୍ରଥମେ ବ୍ରହ୍ମବାବାଙ୍କ ସାଧନା
Read More...

ପାତ୍ରପୁର ବିଡିଓଙ୍କୁ ଆକ୍ରମଣ ଘଟଣା : କାର୍ଯ୍ୟାନୁଷ୍ଠାନ ଦାବୀ କଲେ ଓଏଏସ୍‌ ସଂଘ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ପାତ୍ରପୁର ବିଡିଓ ପ୍ରକାଶ କୁମାର ଦାସଙ୍କୁ ଆକ୍ରମଣ ଘଟଣାକୁ ନେଇ ଓଏଏସ୍‌ ସଂଘ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ସହ ଏହି ଘଟଣାକୁ ନିନ୍ଦା କରାଯାଇଛି । ଏଥିରେ ସମ୍ପୃକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ
Read More...

ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଜନରାଜ୍ୟ ଦିବସ ପାଳିତ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ସଭାପତି ଉପେନ୍ଦ୍ର ମହାନ୍ତି ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଦକ୍ଷିଣପୂର୍ବ ସମ୍ଭାଗର ସମ୍ଭାଗ-ସଂଯୋଜକ ପ୍ରକାଶ ଚନ୍ଦ୍ର
Read More...