ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ ସଚ୍ଚିଦାନନ୍ଦ ନାୟକଙ୍କ ଦାୟିତ୍ୱ ଗ୍ରହଣ
ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ନୂତନ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଭାବେ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ ସଚ୍ଚିଦାନନ୍ଦ ନାୟକ ପଦବୀ ଅଳଙ୍କୃତ କରିଛନ୍ତି । ଏନେଇ ଆନୁଷ୍ଠାନିକ ଭାବେ ମଙ୍ଗଳବାର ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଭାବେ ଶ୍ରୀ!-->…
Read More...
Read More...