ଛତ୍ରପୁର ଏନ୍ଏସି ମ୍ୟୁନିସିପାଲିଟିରେ ପରିଣତ ହେବ
ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅବା ଏନ୍ଏସିକୁ ମ୍ୟୁନିସିପାଲିଟିରେ ପରିଣତ କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆବଶ୍ୟକୀୟ ଦସ୍ତାବିଜ ରାଜ୍ୟ ସରକାରଙ୍କ ନିକଟକୁ ପଠାଯାଇଛି । ଠିକ୍ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ସଠିକ ନିର୍ଣ୍ଣୟ ନିଆଯିବ!-->…
Read More...
Read More...