Browsing Tag

chhatrapur news

ଛତ୍ରପୁରରେ କଂଗ୍ରେସ ନେତ୍ତୃବର୍ଗଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ନିର୍ବାଚନ ମଣ୍ଡଳୀ କଂଗ୍ରେସ କମିଟି ପକ୍ଷରୁ ଆଜି ଛତ୍ରପୁର ଅଞ୍ଚଳକୁ ଆଗମନ କରିଥିବା ବରେଣ୍ୟ ଅତିଥିଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ଦିଆଯାଇଛି । ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଓ ମୋହନା ବିଧାୟକ ଦାଶରଥି ଗମାଙ୍ଗଙ୍କୁ…
Read More...

ଛତ୍ରପୁର ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପକ୍ଷରୁ ଅଣ-ସଂକ୍ରାମକ ରୋଗ ଚିହ୍ନଟ ଓ ଚିକିତ୍ସା ଶିବିର

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରାଞ୍ଚଳରେ ଉନ୍ନତ ମାନର ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ନିମନ୍ତେ ଓଡ଼ିଶା ସରକାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାତୀୟ ସହରାଞ୍ଚଳ ସ୍ୱାସ୍ଥ୍ୟ ମିଶନ ଜରିଆରେ ବିଭିନ୍ନ ପ୍ରକାର ପଦକ୍ଷେପମାନ ଗ୍ରହଣ କରାଯାଉଛି । ଜାତୀୟ ସହରାଞ୍ଚଳ ସ୍ବାସ୍ଥ୍ୟ…
Read More...

ଓଡିଶା ଖାଦ୍ୟ ଆୟୋଗଙ୍କ ଗଞ୍ଜାମ ଜିଲ୍ଲା ଗସ୍ତ ଓ ସମୀକ୍ଷା ବୈଠକ

ଖାଦ୍ୟ ନିରାପତ୍ତା ଯୋଜନାରେ ରାଜ୍ୟର ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ହିତାଧିକାରୀ ଅଛନ୍ତି ବୋଲି ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷଙ୍କ ସୂଚନା ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷ ଅବନୀକାନ୍ତ ସାହୁ ବୁଧବାର ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତ କରିଛନ୍ତି…
Read More...

୫ଟି ଉପକ୍ରମରେ ନୂଆ ରୂପ ନେବ ମା’ ବୁଢୀ ଠାକୁରାଣୀ ମନ୍ଦିର : ଖର୍ଚ୍ଚ ହେବ ୧୮ କୋଟି

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀଙ୍କ ମନ୍ଦିରର ବିକାଶ ଯୋଜନାକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁଇଟି ପର୍ଯ୍ୟାୟରେ ଏହି କାର୍ଯ୍ୟ କରାଯିବ । ଏଥିପାଇଁ ୧୮ କୋଟି ୯୧ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ।…
Read More...

ସାମ୍ବିଧାନିକ ମୂଲ୍ୟବୋଧ ଏବଂ ନାଗରିକ ସମାଜ ଶୀର୍ଷକ କର୍ମଶାଳା

ଛତ୍ରପୁର, (କେପଏନ୍‌ଏସ୍‌) : ସ୍ଥାନୀୟ ଲକ୍ଷଣ ଭବନଠାରେ ଲୋକ ଶକ୍ତି ଅଭିଯାନ ଓ ୟୁସୁଫ ମେହେରାଲ୍ଲୀ ସେଣ୍ଟର ତରଫରୁ ସାମ୍ପ୍ରତିକ ପରିସ୍ଥିତିକୁ ଲକ୍ଷ୍ୟ କରି ରାଜ୍ୟର ବିଭିନ୍ନ ଜିଲାରେ ସମଭାବାପନ୍ନ ସଂଗଠନ ଓ ବ୍ୟକ୍ତିବିଶେଷଙ୍କୁ ନେଇ ଜିଲ୍ଲାସ୍ତରୀୟ ସାମ୍ବିଧାନିକ ମୂଲ୍ୟବୋଧ ଓ ନାଗରିକ…
Read More...

ହୁମ୍ବର ଗ୍ରାମରେ ବାଲେଶ୍ୱର ଭିଜିଲାନ୍ସ ଟିମ୍ : ତନଖି କଲେ ଅଭିଯୁକ୍ତଙ୍କ ପୈତୃକ ଘର

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ମହକୁମା ଠାରୁ ମାତ୍ର ୩ କିମି ଦୂର, ଯାହା ଛତ୍ରପୁର ବ୍ଲକ୍ ଅନ୍ତର୍ଗତ ହୁମ୍ବର ଗ୍ରାମକୁ ଆଜି ସକାଳୁ ସକାଳୁ ବାଲେଶ୍ଵରର ଭିଜିଲାନ୍ସ ଟିମ୍ ପହଞ୍ଚିଛି । ଅଭିଯୁକ୍ତଙ୍କ ପୈତୃକ ଘର ତନଖି କରି ଘରର ମାନ ଯାଞ୍ଚ କରିଛି । ଅଭିଯୁକ୍ତଙ୍କ…
Read More...

ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ବିଶ୍ଵ ଜଳ ଦିବସ ପାଳିତ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟର ନାଭାଲ ଏନ.ସି.ସି. ତରଫରୁ ବିଶ୍ଵ ଜଳ ଦିବସ ପାଳିତ ହୋଇଯାଇଛି । ବ୍ରହ୍ମପୁର ସ୍ଥିତ ଓଡ଼ିଶା ନାଭାଲ ଏନ.ସି.ସି. କାର୍ଯ୍ୟାଳୟର ନିର୍ଦ୍ଦେଶ କ୍ରମେ ମହାବିଦ୍ୟାଳୟର ନାଭାଲ ଏନ.ସି.ସି. ଅଧିକାରୀ ସବ୍…
Read More...

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଅଗ୍ନିଶମ ଗାଡ଼ି

ଛତ୍ରପୁର : ଗଞ୍ଜାମ ସହର ବଡ଼ବଜାର ମେଡିକାଲ ଛକ ନିକଟରେ ଗ୍ରାସୀମ କେମିକାଲର ଅଗ୍ନିଶମ ଗାଡ଼ି ଧକ୍କାରେ ବାଇକ୍‌ ଆରୋହୀ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଆହତଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଆହତ ଜଣକ ସୁଶାନ୍ତ ମଣ୍ଡଳ(୪୨) ବୋଲି ଜଣାପଡ଼ିଛି । ମିଳିଥିବା ସୂଚନା…
Read More...

ବିଭିନ୍ନ ଦାବୀ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମ୍‌ ଆଦମୀ ପାର୍ଟିର ବିକ୍ଷୋଭ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆମ ଆଦମୀ ପାର୍ଟି ଗଞ୍ଜାମ ଜିଲ୍ଲା ଶାଖା ପକ୍ଷରୁ ବିଭିନ୍ନ ଦାବୀ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କ ସ୍ଥାୟୀ ଚାକିରି ଓ ଦରମା ବୃଦ୍ଧି ଆଦି ଦାବୀ ନେଇ…
Read More...

ଗୋଟିଏ ରାତିରେ ୧୨ଟି ଦୋକାନରୁ ଚୋରି ଅଭିଯୋଗ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ସହରରେ ଗୋଟିଏ ରାତିରେ ୧୨ଟି ଦୋକାନରୁ ଚୋରି ହୋଇଥିବା ଖବର ମିଳିଛି । ଏ ନେଇ ଦୋକାନୀ କ୍ଷତିଗ୍ରସ୍ତ ହେବା ସହ ଭୟଭୀତ ହୋଇପଡ଼ିଛନ୍ତି । ଛତ୍ରପୁର ଥାନାଠାରୁ ମାତ୍ର ୨୦୦ ମିଟର ଦୂରରେ ଥିବା ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ…
Read More...