୫ ବସ୍ତା ଗଞ୍ଜେଇ ଜବତ ସହ ୨ ଅଭିଯୁକ୍ତ ଗିରଫ
ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ରେଳଷ୍ଟେସନରୁ ବିପୁଳ ପରିମାଣରେ ଗଞ୍ଜେଇ ଜବତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଛତ୍ରପୁର ରେଳଷ୍ଟେସନରୁ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ୫ ବସ୍ତା ଗଞ୍ଜେଇ ଜବତ ସହ ୨ ଜଣ ଅଭିଯୁକ୍ତଙ୍କୁ ଆର୍ପିଏଫ୍ ପୋଲିସ ଗିରଫ!-->…
Read More...
Read More...