Browsing Tag

chhatrapur news

ଗାନ୍ଧୀ ଜୟନ୍ତୀ ଅବସରରେ ହସପିଟାଲ ପରିସର ସଫେଇ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ରୋଟାରୀ କ୍ଲବ ଛତ୍ରପୁର ପକ୍ଷରୁ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରେ ସଫେଇ କାର୍ଯ୍ୟ କରାଯିବା ସହ ଔଷଧୀୟ ବୃକ୍ଷ ରୋପଣ କରାଯାଇଥିଲା । ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର ଭାରପ୍ରାପ୍ତ ଅଧୀକ୍ଷକ ଡା. ସୁଦର୍ଶନ
Read More...

ଗାନ୍ଧୀଜୀ ଓ ଶାସ୍ତ୍ରୀଜୀଙ୍କ ସ୍ମୃତି ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇ କଂଗ୍ରେସ ଦଳ ପକ୍ଷରୁ ଛତ୍ରପୁର ହସ୍ପିଟାଲର ରୋଗୀଙ୍କୁ…

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର କଂଗ୍ରେସ ପାର୍ଟି ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୨ତମ ଜନ୍ମ ଜୟନ୍ତୀ ଏବଂ ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଲାଲ ବହାଦୁର ଶାସ୍ତ୍ରୀଙ୍କ ୧୧୭ ତମ ଜନ୍ମ ଜୟନ୍ତୀ ଅବସରରେ ଏହି ଦୁଇ ମହାପୁରୁଷଙ୍କ ସ୍ମୃତି ପ୍ରତି
Read More...

ଗାନ୍ଧୀ ଜୟନ୍ତୀ ଅବସରରେ ଛତ୍ରପୁର ଆମ ପୋଲିସ ସମିତି ପକ୍ଷରୁ ସହରରେ ଟ୍ରାଫିକ ସଚେତନତା ରାଲି

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ଗାନ୍ଧୀଜୀଙ୍କ ସ୍ମୃତିପ୍ରତି ସମ୍ମାନ ଜଣାଇ ଛତ୍ରପୁର ଆଦର୍ଶ ଥାନା ତଥା ଆମ ପୋଲିସ ସମିତି ଆନୁକୂଲ୍ୟରେ ଛତ୍ରପୁର ସହରରେ ଟ୍ରାଫିକ ଶୃଙ୍ଖଳା ସଚେତନତା ଉପରେ ଏକ ରାଲି ବାହାରିଥିଲା । ରାସ୍ତାର ନିୟମମାନି ଗାଡିଚଳାଇବା,
Read More...

ଛତ୍ରପୁରରେ ଭାରତ ବନ୍ଦ ସଫଳ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ତିନିଟି କୃଷି ଆଇନକୁ ନେଇ ଆଜି ଦେଶବ୍ୟାପୀ କୃଷକ ମାନେ ଭାରତ ବନ୍ଦ ଡାକରା ଦେଇଛନ୍ତି । ଦେଶର ବିଭିନ୍ନ ସହରରେ କୃଷକ ମୋର୍ଚ୍ଚା ପକ୍ଷରୁ କୃଷକ ମାନେ ବନ୍ଦ ଡାକରା ଦେଇଛନ୍ତି । ସେହିପରି ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ବାମ-ପନ୍ଥୀ ଦଳ
Read More...

କାଲିପଲ୍ଲୀ ସ୍କୁଲରେ କୋଭିଡ ଯୋଦ୍ଧା ସମ୍ମାନୀତ କାର୍ଯ୍ୟକ୍ରମ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ କାଲିପଲ୍ଲୀ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କୋଭିଡ ଯୋଦ୍ଧା ସମ୍ମାନୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସରପଞ୍ଚ ରାମଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ
Read More...

ଯୁବ ସାମ୍ବାଦିକ ଅରିନ୍ଦମଙ୍କ ଅକାଳ ବିୟୋଗରେ ଛତ୍ରପୁର ପ୍ରେସକ୍ଲବ ପକ୍ଷରୁ ଗଭୀର ଶୋକ ପ୍ରକାଶ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଟିଭିର କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ଘଟିଛି । ଏନେଇ ଛତ୍ରପୁର ପ୍ରେସକ୍ଲବ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି । ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି ବୋଲି ଗଣନା କରାଯାଇଛି । ତାଙ୍କ ଅମର
Read More...

ଶିଶୁସୁରକ୍ଷା, ବାଲ୍ୟବିବାହ, କନ୍ୟା ଭୃଣହତ୍ୟା ପ୍ରତି ଯତ୍ନବାନ ହେବାକୁ ଆହ୍ୱାନ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସଦରମହକୁମା ଛତ୍ରପୁର ଠାରେ ଶିଶୁସୁରକ୍ଷା, ଶିଶୁ ଅଧିକାର, ଶିଶୁଯୌନ-ମୁକ୍ତ ଓ ଶିଶୁ ଆଇନ, ବାଲ୍ୟବିବାହ, କନ୍ୟା ଭୃଣହତ୍ୟା ପ୍ରତି ଯତ୍ନବାନ ହେବାକୁ ଆହ୍ୱାନ ଦେଇ ଏ ସମ୍ବନ୍ଧୀୟ ଏକ କର୍ମଶାଳା ଭି.ଏଚ.ଏ.ଆଇ. ଆନୁକୂଲ୍ୟରେ
Read More...

ବ୍ଲକସ୍ତରୀୟ ମେଗା ସମନ୍ୱୟ ମେଳା ଅନୁଷ୍ଠିତ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : କେନ୍ଦ୍ର ଓ ରାଜ୍ୟ ସରକାର ମହିଳାମାନଙ୍କୁ ସ୍ୱାବଲମ୍ବୀ କରି ରୋଜଗାର କ୍ଷମ କରିବା ଏକ ଅଭିନବ ପ୍ରୟାସ ଜାରୀ ରଖି ଆସିଛନ୍ତି । ଏହାକୁ ସମାଜର ମୁଖ୍ୟସ୍ରୋତରେ ସାମିଲ୍ କରିବା ଉଦ୍ଦେଶ୍ୟରେ ବିଭିନ୍ନ ସ୍ୱୟଂ ସହାୟିକା ଗୋଷ୍ଠୀକୁ ଋଣ ପ୍ରଦାନ କରାଯାଇ
Read More...

ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅଜିତ ସେଠୀଙ୍କୁ ସମ୍ବର୍ଦ୍ଧନା

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ କଣମଣା ଉଚ୍ଚପ୍ରାଥମିକ ବିଦ୍ୟାଳୟ ପରିସରସ୍ଥ ବାତ୍ୟା ଆଶ୍ରୟ ସ୍ଥଳୀ ପରିସରରେ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଅଜିତ ସେଠୀଙ୍କୁ କଣମଣା କ୍ଲଷ୍ଟର ପକ୍ଷରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ କାର୍ଯ୍ୟାଳୟ ପ୍ରମୁଖ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଆନୁକୂଲ୍ୟରେ ଛତ୍ରପୁର ଓ ଖଲ୍ଲିକୋଟ ସଙ୍କୁଳସ୍ତରୀୟ କାର୍ଯ୍ୟାଳୟ ପ୍ରମୁଖ(କ୍ଲର୍କ) ମାନଙ୍କ ପ୍ରଶିକ୍ଷଣ ଶିବିର ୧୯/୦୯/୨୧ ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇ ଗତକାଲି ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି । ଉକ୍ତ
Read More...