Browsing Tag

chhatrapur news

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୀର୍ଘାୟୁ କାମନା କରି ସାମୂହିକ ଦୀପ ପ୍ରଜ୍ୱଳନ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ନବୀନ ପଟ୍ଟନାୟକଙ୍କ ୭୬ ତମ ଜନ୍ମଦିନର ଶୁଭେଚ୍ଛା ଜଣାଇ, ତାଙ୍କ ଦୀର୍ଘାୟୁ କାମନା କରି ଛତ୍ରପୁର ସ୍ଥ ଗୌରୀଶଙ୍କର ମନ୍ଦିରରେ ସାମୂହିକ ଭାବେ ଦୀପ ପ୍ରଜ୍ୱଳନ କରିଛନ୍ତି । ଛତ୍ରପୁର ନିର୍ବାଚନ ମଣ୍ଡଳୀ ତରଫରୁ ବିଜେଡିର ବହୁ ଗଣ୍ୟମାନ୍ୟ…
Read More...

ଛତ୍ରପୁରର ଡ୍ରେନେଜ ଅବସ୍ଥା ସଙ୍ଗୀନ : ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ, ଡ୍ରେନ ଭାଙ୍ଗି ନର୍ଦ୍ଦମାରୁ ପାଣି…

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରର ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି । ଡ୍ରେନ ଭାଙ୍ଗି ନର୍ଦ୍ଦମା ଜଳ ରାସ୍ତାଉପରେ ବହୁଛି, କର୍ତ୍ତୃପକ୍ଷଙ୍କୁ ବହୁବାର ଅଭିଯୋଗ କଲେ ସୁଦ୍ଧା କର୍ତ୍ତୃପକ୍ଷଙ୍କ ନିଘା ନାହିଁ ବୋଲି ଅଭିଯୋଗ ହେଉଛି । କୋରନା…
Read More...

ଛତ୍ରପୁର ପଞ୍ଚାୟତ ସ୍ତରୀୟ ପ୍ରତିନିଧିଙ୍କୁ ନେଇ ଆମ ପୋଲିସ ସମିତିର ଜନ ସମ୍ପର୍କ ମଞ୍ଚ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଆଦର୍ଶ ଥାନା ତଥା ଆମ ପୁଲିସ୍ ସମିତି ଆନୁକୂଲ୍ୟରେ ସ୍ଥାନୀୟ ଶିବ କୁମାର ରିଡିଂ ରୁମ୍ ସେମିନାର ହଲରେ ପୋଲିସ ଜନସମ୍ପର୍କ ମଞ୍ଚ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛତ୍ରପୁର ଥାନା ଅଧିନରେ ଥିବା ସମସ୍ତ ପଞ୍ଚାୟତ…
Read More...

ବ୍ଲକ ସ୍ତରୀୟ କୃଷକ ପରାମର୍ଶ କମିଟିର(ଆତ୍ମା) ଅଧ୍ୟକ୍ଷା ଭାବେ ଶକୁନ୍ତଳା ପାତ୍ରଙ୍କୁ ମନୋନୀତ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମୁଖ୍ୟମନ୍ତ୍ରୀ ସବୁବେଳେ ମହିଳାମାନଙ୍କୁ ଅଧିକ ଗୁରୁତ୍ୱ ଦେଇ ଆସୁଥିବା ବେଳେ ଜିଲ୍ଲାର ସଦର ମହକୁମା ଛତ୍ରପୁର ବ୍ଲକ ସ୍ତରୀୟ କୃଷକ ପରାମର୍ଶ କମିଟି ଗଠନରେ ପ୍ରଥମ କରି ଜଣେ ମହିଳାଙ୍କୁୁ କମିଟିର ଅଧ୍ୟକ୍ଷା ଭାବେ ମନୋନୀତ କରାଯାଇଛି । ଏହି…
Read More...

ଗାନ୍ଧୀ ଜୟନ୍ତୀ ଅବସରରେ ହସପିଟାଲ ପରିସର ସଫେଇ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ରୋଟାରୀ କ୍ଲବ ଛତ୍ରପୁର ପକ୍ଷରୁ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରେ ସଫେଇ କାର୍ଯ୍ୟ କରାଯିବା ସହ ଔଷଧୀୟ ବୃକ୍ଷ ରୋପଣ କରାଯାଇଥିଲା । ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର ଭାରପ୍ରାପ୍ତ ଅଧୀକ୍ଷକ ଡା. ସୁଦର୍ଶନ…
Read More...

ଗାନ୍ଧୀଜୀ ଓ ଶାସ୍ତ୍ରୀଜୀଙ୍କ ସ୍ମୃତି ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇ କଂଗ୍ରେସ ଦଳ ପକ୍ଷରୁ ଛତ୍ରପୁର ହସ୍ପିଟାଲର ରୋଗୀଙ୍କୁ…

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର କଂଗ୍ରେସ ପାର୍ଟି ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୨ତମ ଜନ୍ମ ଜୟନ୍ତୀ ଏବଂ ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଲାଲ ବହାଦୁର ଶାସ୍ତ୍ରୀଙ୍କ ୧୧୭ ତମ ଜନ୍ମ ଜୟନ୍ତୀ ଅବସରରେ ଏହି ଦୁଇ ମହାପୁରୁଷଙ୍କ ସ୍ମୃତି ପ୍ରତି…
Read More...

ଗାନ୍ଧୀ ଜୟନ୍ତୀ ଅବସରରେ ଛତ୍ରପୁର ଆମ ପୋଲିସ ସମିତି ପକ୍ଷରୁ ସହରରେ ଟ୍ରାଫିକ ସଚେତନତା ରାଲି

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ଗାନ୍ଧୀଜୀଙ୍କ ସ୍ମୃତିପ୍ରତି ସମ୍ମାନ ଜଣାଇ ଛତ୍ରପୁର ଆଦର୍ଶ ଥାନା ତଥା ଆମ ପୋଲିସ ସମିତି ଆନୁକୂଲ୍ୟରେ ଛତ୍ରପୁର ସହରରେ ଟ୍ରାଫିକ ଶୃଙ୍ଖଳା ସଚେତନତା ଉପରେ ଏକ ରାଲି ବାହାରିଥିଲା । ରାସ୍ତାର ନିୟମମାନି ଗାଡିଚଳାଇବା,…
Read More...

ଛତ୍ରପୁରରେ ଭାରତ ବନ୍ଦ ସଫଳ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ତିନିଟି କୃଷି ଆଇନକୁ ନେଇ ଆଜି ଦେଶବ୍ୟାପୀ କୃଷକ ମାନେ ଭାରତ ବନ୍ଦ ଡାକରା ଦେଇଛନ୍ତି । ଦେଶର ବିଭିନ୍ନ ସହରରେ କୃଷକ ମୋର୍ଚ୍ଚା ପକ୍ଷରୁ କୃଷକ ମାନେ ବନ୍ଦ ଡାକରା ଦେଇଛନ୍ତି । ସେହିପରି ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ବାମ-ପନ୍ଥୀ ଦଳ…
Read More...

କାଲିପଲ୍ଲୀ ସ୍କୁଲରେ କୋଭିଡ ଯୋଦ୍ଧା ସମ୍ମାନୀତ କାର୍ଯ୍ୟକ୍ରମ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ କାଲିପଲ୍ଲୀ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କୋଭିଡ ଯୋଦ୍ଧା ସମ୍ମାନୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସରପଞ୍ଚ ରାମଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ…
Read More...

ଯୁବ ସାମ୍ବାଦିକ ଅରିନ୍ଦମଙ୍କ ଅକାଳ ବିୟୋଗରେ ଛତ୍ରପୁର ପ୍ରେସକ୍ଲବ ପକ୍ଷରୁ ଗଭୀର ଶୋକ ପ୍ରକାଶ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଟିଭିର କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ଘଟିଛି । ଏନେଇ ଛତ୍ରପୁର ପ୍ରେସକ୍ଲବ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି । ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି ବୋଲି ଗଣନା କରାଯାଇଛି । ତାଙ୍କ ଅମର…
Read More...