Browsing Tag

chhatrapur news

ଶିଶୁସୁରକ୍ଷା, ବାଲ୍ୟବିବାହ, କନ୍ୟା ଭୃଣହତ୍ୟା ପ୍ରତି ଯତ୍ନବାନ ହେବାକୁ ଆହ୍ୱାନ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସଦରମହକୁମା ଛତ୍ରପୁର ଠାରେ ଶିଶୁସୁରକ୍ଷା, ଶିଶୁ ଅଧିକାର, ଶିଶୁଯୌନ-ମୁକ୍ତ ଓ ଶିଶୁ ଆଇନ, ବାଲ୍ୟବିବାହ, କନ୍ୟା ଭୃଣହତ୍ୟା ପ୍ରତି ଯତ୍ନବାନ ହେବାକୁ ଆହ୍ୱାନ ଦେଇ ଏ ସମ୍ବନ୍ଧୀୟ ଏକ କର୍ମଶାଳା ଭି.ଏଚ.ଏ.ଆଇ. ଆନୁକୂଲ୍ୟରେ…
Read More...

ବ୍ଲକସ୍ତରୀୟ ମେଗା ସମନ୍ୱୟ ମେଳା ଅନୁଷ୍ଠିତ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : କେନ୍ଦ୍ର ଓ ରାଜ୍ୟ ସରକାର ମହିଳାମାନଙ୍କୁ ସ୍ୱାବଲମ୍ବୀ କରି ରୋଜଗାର କ୍ଷମ କରିବା ଏକ ଅଭିନବ ପ୍ରୟାସ ଜାରୀ ରଖି ଆସିଛନ୍ତି । ଏହାକୁ ସମାଜର ମୁଖ୍ୟସ୍ରୋତରେ ସାମିଲ୍ କରିବା ଉଦ୍ଦେଶ୍ୟରେ ବିଭିନ୍ନ ସ୍ୱୟଂ ସହାୟିକା ଗୋଷ୍ଠୀକୁ ଋଣ ପ୍ରଦାନ କରାଯାଇ…
Read More...

ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅଜିତ ସେଠୀଙ୍କୁ ସମ୍ବର୍ଦ୍ଧନା

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ କଣମଣା ଉଚ୍ଚପ୍ରାଥମିକ ବିଦ୍ୟାଳୟ ପରିସରସ୍ଥ ବାତ୍ୟା ଆଶ୍ରୟ ସ୍ଥଳୀ ପରିସରରେ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଅଜିତ ସେଠୀଙ୍କୁ କଣମଣା କ୍ଲଷ୍ଟର ପକ୍ଷରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।…
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ କାର୍ଯ୍ୟାଳୟ ପ୍ରମୁଖ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଆନୁକୂଲ୍ୟରେ ଛତ୍ରପୁର ଓ ଖଲ୍ଲିକୋଟ ସଙ୍କୁଳସ୍ତରୀୟ କାର୍ଯ୍ୟାଳୟ ପ୍ରମୁଖ(କ୍ଲର୍କ) ମାନଙ୍କ ପ୍ରଶିକ୍ଷଣ ଶିବିର ୧୯/୦୯/୨୧ ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇ ଗତକାଲି ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି । ଉକ୍ତ…
Read More...

ମଧୁବୈଶ୍ୟ ସମାଜର ବାର୍ଷିକ ଉତ୍ସବ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିଷିପେଣ୍ଠ ସ୍ଥିତ କାମେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ରବିବାର ଛତ୍ରପୁର ତାଲୁକା ଆଞ୍ଚଳିକ ମଧୁବୈଶ୍ୟ ସମାଜର ବାର୍ଷିକ ସମ୍ମିଳନୀ ସଭାପତି ପଦ୍ମଚରଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଗତ ୧୦ ତାରିଖରେ…
Read More...

ବିଜେଡି ଯୁବ ଟାଣୁଆ ନେତା ସ୍ୱର୍ଗତ ଲକ୍ଷ୍ମୀଦତ୍ତ ପ୍ରଧାନଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ ପାଳିତ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଯୁବ ବିଜେଡି ନେତା ବହୁ ଚର୍ଚ୍ଚିତ ପୂର୍ବତନ କାଉନସିଲର ସ୍ୱର୍ଗତ ଲକ୍ଷ୍ମୀଦତ୍ତ ପ୍ରଧାନଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ ଦିବସ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଗତକାଲି ପାଳିତ ହୋଇଯାଇଛି । ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟର ଛାତ୍ର ସଂସଦର…
Read More...

ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁ ଦିବସ ପାଳିତ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ୧ ନମ୍ବର ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ଶ୍ରୀରାମ ନଗର ସ୍ଥିତ ସରସ୍ୱତୀ ଶିଶୁବିଦ୍ୟା ମନ୍ଦିର ପରିସରରେ ଗୁୁରୁଦିବସ-୨୦୨୧ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ସଂସ୍କୃତ ଶିକ୍ଷକ ବିଘ୍ନେଶ୍ୱର ରଥ ଯୋଗ ଦେଇ ଗୁରୁ ଓ ଶିଷ୍ୟର…
Read More...

ପବିତ୍ର ଗୁରୁଦିବସରେ କ୍ୟୁୟର୍ସ ସୌଜନ୍ୟରେ ବୃକ୍ଷ ରୋପଣ

ଛତ୍ରପୁର, (ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ପବିତ୍ର ଗୁରଦିବସ ଅବସରରେ ଅଗ୍ରଣୀ ସ୍ୱେଛାସେବୀ ଅନୁଷ୍ଠାନ କ୍ୟୁୟର୍ସ ପକ୍ଷରୁ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସମ୍ପାଦକ ଅରୁଣ ଶତପଥୀଙ୍କ ନେତୃତ୍ୱରେ ସ୍ଥାନୀୟ ବ୍ୟାଙ୍କ୍ କଲୋନୀ ତାମ୍ପରା ହ୍ରଦ ହୁଡ଼ା ଉପରେ ଓ କେନାଳ…
Read More...

ପ୍ରତିଭା ଆବାସିକ ମହାବିଦ୍ୟାଳୟରେ ଗୁରୁ ଦିବସ ପାଳିତ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଅଗ୍ରଣୀ ପ୍ରତିଭା ଆବାସିକ ମହାବିଦ୍ୟାଳୟ ପକ୍ଷରୁ ପବିତ୍ର ଗୁରୁ ଦିବସ-୨୦୨୧ ପାଳିତ ହୋଇଯାଇଛି । ଗୁରୁ ପୂଜନ, ମାର୍ଗଦର୍ଶନ ଓ ସର୍ବପଲ୍ଲୀ ରାଧାକ୍ରିଷ୍ଣାନଙ୍କ ସ୍ମୃତିଚାରଣସଭା ଅନୁଷ୍ଠିତ ହୋଇଥିଲା । ଛାତ୍ରଛାତ୍ରୀ ମାନଙ୍କୁ ଆଧୂନିକ…
Read More...

ଟ୍ରକ ଧକ୍କାରେ ଶିଶୁ ସମେତ ତିନି ଆହାତ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପାଲିଆ ଛତ୍ରପୁର ଛକ ନିକଟସ୍ଥ ଜାତୀୟ ରାଜପଥରେ ଏକ ଟ୍ରକ ସ୍କୁଟିକୁ ଧକ୍କା ଦେବା ଫଳରେ ଶିଶୁ ସମେତ ତିନିଜଣ ଆହାତ ହୋଇଛନ୍ତି । ଆହାତ ମାନେ ହେଲେ ବଡ ଆର୍ଯ୍ୟପଲ୍ଲୀ ଗ୍ରାମର କେ. ଦିବ୍ୟା (୩୦), ପି. ଧରଣୀ (୨୮), ୧ ବର୍ଷର ଶିଶୁ ତାନବିକ୍‌ ବୋଲି…
Read More...