Browsing Tag

corona in balangir

ବଲାଙ୍ଗିର ଜିଲ୍ଲାରୁ ଆଜି ୯ ଜଣ ସଂକ୍ରମିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରୁ ଆଜି ୯ ଜଣ କରୋନା ସଂକ୍ରମିତ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ଗୁଡଭେଲା ବ୍ଲକରୁ ଜଣେ, କଂଟାବାଂଜି ଏନ୍‌ଏସି ୱାର୍ଡ ନଂ. ୨ରୁ ଜଣେ, ଖପ୍ରାଖୋଲ ବ୍ଲକ ଲାଠୋର ଗ୍ରା.ପ.ରୁ ୬ ଜଣ ଓ ଟିଟିଲାଗଡ଼ ମ୍ୟୁନିସିପାଲିଟି ୱାର୍ଡ ନଂ.୧ରୁ ଜଣେ…
Read More...

ବଲାଙ୍ଗିର ଜିଲ୍ଲାରେ ୪୦ ଜଣ କରୋନା ଆକ୍ରାନ୍ତ : ବଲାଙ୍ଗିର ପୌରାଂଚଳରୁ ୧୦

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ୪୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ପୌରାଂଚଳରୁ ୧୦ ଜଣ ସଂକ୍ରମିତ ହୋଇଥିବା ସରକାରୀ ସୂତ୍ରରୁ ଜଣାପଡ଼ିଛି । ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୨ ଓ ୫ରୁ ୨ ଜଣ ଲେଖାଏଁ, ୱାର୍ଡ ନଂ. ୧୪ରୁ ଜଣେ ଏବଂ ୱାର୍ଡ…
Read More...

ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୬

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ରହିଥିବା ସରକାରୀ ସୂଚନାରେ କୁହାଯାଇଛି । ବଲାଙ୍ଗିର ପୌରାଂଚଳର ୱାର୍ଡ ନଂ.୪, ୨, ଓ ୧୫ରୁ ଜଣେ ଲେଖାଏଁ, ଆଗଲପୁର ବ୍ଲକରୁ ଜଣେ, ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଗ୍ରା.ପ.ରୁ ଜଣେ, ପାଟଣାଗଡ ବ୍ଳକ୍‌…
Read More...