Browsing Tag

corona

ଆଜି ରାଜ୍ୟରେ ୬୯ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୦୯ ରହିଛି । ଆଜି ୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ…
Read More...

ରାଜ୍ୟରେ ଆଜି ୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୯ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ…
Read More...

ଗୋଟିଏ ଦିନରେ ୭,୧୯,୩୬୪ ନମୁନା ପରୀକ୍ଷା କରି ନୂତନ ଶିଖର ଛୁଇଁଛି ଭାରତ

• ଏବେ ସମୁଦାୟ ପରୀକ୍ଷଣ ସଂଖ୍ୟା ୨,୪୧,୦୬,୫୩୫ ଗୋଟିଏ ଦିନରେ ୭ ଲକ୍ଷରୁ ଅଧିକ ପରୀକ୍ଷା କରି ଭାରତ ଏକ ସଫଳତାର ଶୀର୍ଷରେ ପହଞ୍ଚିଛି । ଗତ କିଛି ଦିନ ଧରି ୬ ଲକ୍ଷରୁ ଅଧିକ ନମୁନା ପରୀକ୍ଷା କରୁଥିବା ଭାରତ ଗତକାଲି ୨୪ ଘଣ୍ଟା ମଧ୍ୟରେ ୭,୧୯,୩୬୪ ନମୁନା ପରୀକ୍ଷା କରିଛି ।ଏହିଭଳି ଦୈନିକ…
Read More...