Browsing Tag

cuttack news

ବାରବାଟୀରେ ହକି ବିଶ୍ୱକପ୍‌ ଉଦ୍‌ଘାଟନୀ ପାଇଁ ଚାଲିଛି ପ୍ରସ୍ତୁତି : ୨୫ ସୁଦ୍ଧା ଶେଷ ହେବ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ

କଟକ : ଜାନୁଆରୀ ୧୩ ତାରିଖରୁ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ୱ କପ୍‌ ଆରମ୍ଭ ହେବ । ଏହାର ଉଦ୍‌ଘାଟନୀ ଉତ୍ସବ ସାରା ରାଜ୍ୟରେ ପାଳନ କରିବାକୁ ସରକାର ଯୋଜନା କରଛନ୍ତି । ୫ଟି ମହାନଗରୀରେ ହକି ବିଶ୍ୱକପ୍‌ ଉତ୍ସବ ପାଳନ ହେବ । ଏହି ୫ଟି ସହର ହେଉଛି କଟକ, ଭୁବନେଶ୍ୱର, ରାଉରକେଲା,
Read More...

ମହାନଦୀରେ ବୁଡି ଯୁବକଙ୍କ ମୃତ୍ୟୁ

କଟକ : ପହଁରା ଶିଖୁଥିବା ବେଳେ ଯୋବ୍ରା ବ୍ୟାରେଜ ନିକଟରେ ବୁଡିଗଲେ ଯୁବକ । ଏ ସମ୍ପର୍କରେ ଅଗ୍ନିଶମ ବାହିନୀଙ୍କୁ ସୂଚନା ଦିଆଯାଇଥିଲା । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ଏକ ଟିମ୍ ପହଞ୍ଚି ନିଖୋଜ ଯୁବକଙ୍କୁ ଉଦ୍ଧାର କରିଛି । ସୂଚନା ମୁତାବକ, ସକାଳେ ଯୁବକ ଜଣ ମହାନଦୀର ଯୋବ୍ରା
Read More...

ଭାରସାମ୍ୟ ହରାଇ ୫ ବାଇକ୍ ଓ ୨ କାର୍ ଉପରେ ଚଢିଗଲା ଟ୍ରକ୍

କଟକ : କଟକ ଜିଲ୍ଲା ଜଗତପୁର ଖଇରା ପୋଲ ନିକଟରେ ଏକ ଟ୍ରକ୍‌ ଭାରସାମ୍ୟ ହରାଇ ୫ଟି ବାଇକ୍ ଓ ୨ଟି କାର୍ ଉପରେ ଚଢି ଯାଇଥିବା ଜଣାପଡିଛି । ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି । ସୂଚନା ଅନୁସାରେ, ମୃତକ ଜଣକ ସେଠିକାର ଫଳ ଦୋକାନୀ ଓ ତାଙ୍କ ନାମ ସୁବାସ ସାହୁ ।
Read More...

ଶୁଭ୍ରାଂଶୁ ସେନାପତି ଅଧିନାୟକ ଭାବେ ମନୋନୀତ

କଟକ : ଆଗାମୀ ରଣଜୀ ଟ୍ରଫି ସିଜନକୁ ଦୃଷ୍ଟିରେ ରଖି ୨ଟି ମ୍ୟାଚ ପାଇଁ ଓଡ଼ିଶା କ୍ରିକେଟ ଦଳ ଘୋଷଣା କରାଯାଇଛି । ବୁଧବାର ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ)ର ସିନିୟର ଚୟନ କମିଟି ବୈଠକ ବସି ୧୭ ଜଣିଆ ଦଳ ମନୋନୟନ କରାଯାଇଛି । ଓସିଏ କନ୍‌ଫରେନ୍ସ ହଲ୍‌ରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଚୟନ
Read More...

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ସମାଜ ବିଜ୍ଞାନ ବିଭାଗ ପକ୍ଷରୁ ଜାତୀୟ ଆଲୋଚନାଚକ୍ର ଆୟୋଜିତ

କଟକ : ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗ ପକ୍ଷରୁ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି । ସମାଜଶାସ୍ତ୍ରରେ ଗବେଷଣାର ପଦ୍ଧତି ଶୀର୍ଷକରେ ଆଲୋଚନାଚକ୍ର ହୋଇଛି । ଏଥିରେ ବନାରସ୍ ହିନ୍ଦୁ ବିଶ୍ୱବିଦ୍ୟାଳୟର ପ୍ରଫେସର ଶ୍ଵେତା ପ୍ରସାଦ ମୁଖ୍ୟବକ୍ତା ରୂପେ ଯୋଗ ଦେଇ ଆଲୋଚନା
Read More...

ବଦଳିବେ ୬ ଥାନା ଅଧିକାରୀ : କଟକ ସମେତ ବାହାରକୁ ହେବେ ଟ୍ରାନ୍ସଫର

କଟକ : ଖୁବ୍‌ଶୀଘ୍ର କଟକ ସହରାଞ୍ଚଳ ପୁଲିସରେ ହେବ ଏକ ବଡ଼ ଧରଣର ଅଦଳବଦଳ । ଇନ୍ସପେକ୍ଟର ସ୍ତରରେ ଏହି ଅଦଳବଦଳ ହେବ । ଖାସ୍‌କରି ୬ଟି ଥାନାର ଅଧିକାରୀଙ୍କୁ ଅବଳବଦଳ କରାଯିବ । ଏଥିସହିତ ଦୁଇ ଥାନାରେ ଖାଲିଥିବା ଇନ୍ସପେକ୍ଟର ପଦବିରେ ମଧ୍ୟ ନୂଆ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯିବ । ଏନେଇ ପୁଲିସ
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସାତକୋଶିଆରେ ଇକୋ ରିଟ୍ରିଟ ଉଦ୍‌ଘାଟିତ

କଟକ : କଟକ ଜିଲ୍ଲା ବାଲିପୁଟ ନିକଟସ୍ଥ ସାତକୋଶିଆ ଠାରେ ଇକୋ ରିଟ୍ରିଟ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ବ୍ୟବସ୍ଥାରେ ଏହାର ଶୁଭାରମ୍ଭ କରିଛନ୍ତି । ଫେବୃଆରୀ ୧୫ ତାରିଖ ଯାଏ ଅନୁଷ୍ଠିତ ହେବାକୁ ଥିବା ଇକୋ ରିଟ୍ରିଟରେ ଏଥର ୨୭ଟି କଟେଜ ବ୍ୟବସ୍ଥା
Read More...

ପୁଣି ମାସେ ବଢ଼ିଲା ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଅବଧି

କଟକ : ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଅବଧିକୁ ରାଜ୍ୟ ସରକାର ଆଉ ମାସକ ଲାଗି ବୃଦ୍ଧି କରିଛନ୍ତି । ଗାଡ଼ି ପଞ୍ଜିକରଣ ନମ୍ବରର ଶେଷ ଅଙ୍କ ୧, ୨, ୩ ଓ ୪ ଥିଲେ ନଭେମ୍ବର ୩୦ ସୁଦ୍ଧା ଏଚ୍‌ଏସ୍‌ଆର୍‌ପି ଲଗାଇବାକୁ ନିର୍ଦ୍ଦେଶନାମା ଥିଲା । ଏବେ ଅବଧି ଏକ ମାସ ବୃଦ୍ଧି ପରେ ଗାଡ଼ି
Read More...

୯ରୁ ମାଟ୍ରିକ ସମ୍ମେଟିଭ୍ ପରୀକ୍ଷା ଖାତା ମୂଲ୍ୟାୟନ

କଟକ : ମାଟ୍ରିକ ସମ୍ମେଟିଭ ପରୀକ୍ଷା ଖାତା ମୂଲ୍ୟାୟନ ଡିସେମ୍ୱର ୯ ତାରିଖରୁ ଆରମ୍ଭ ହେବ । ମୋଟ ୫୬ଟି କେନ୍ଦ୍ରରେ ଖାତା ଦେଖିବେ ୧୨ ହଜାର ୪୫୦ ଶିକ୍ଷକ । ସକାଳ ୯ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖାତା ଦେଖା ହେବ । ଡିସେମ୍ୱର ୧୯ ତାରିଖ ଯାଏଁ ମୂଲ୍ୟାୟନ ହେବ ବୋଲି ବୋର୍ଡ ଅଫ୍ ସେକେଣ୍ଡାରୀ
Read More...

ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ

କଟକ : ମାଟ୍ରିକ୍‌ ସମେଟିଭ୍‌ ଆସେସ୍‌ମେଣ୍ଟ୍‌ (ଏସ୍‌ଏ)-୧ ପରୀକ୍ଷା ଖାତା ଦେଖା ଡିସେମ୍ବର ୯ ତାରିଖରୁ ଆରମ୍ଭ ହେବ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଖୋଲିଥିବା ମୋଟ୍‌ ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଏହି ଖାତାଦେଖା ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ
Read More...