ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ଘଟଣାର ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚର ସ୍ୱତନ୍ତ୍ର ଟିମ୍ ଗଠନ
କଟକ : ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ପରେ ଅତିରିକ୍ତ ଡିଜି ଅରୁଣ ବୋଥ୍ରାଙ୍କ ନିର୍ଦ୍ଦେଶକ୍ରମେ ଏକ ସ୍ଵତନ୍ତ୍ର ଟିମ ଗଠନ କରାଯାଇଛି । ଡିଏସ୍ପି ରମେଶ ଦୋରାଙ୍କ ନେତୃତ୍ୱରେ ୫ ଜଣିଆ ଟିମ୍!-->…
Read More...
Read More...