ଭାରସାମ୍ୟ ହରାଇ ୫ ବାଇକ୍ ଓ ୨ କାର୍ ଉପରେ ଚଢିଗଲା ଟ୍ରକ୍
କଟକ : କଟକ ଜିଲ୍ଲା ଜଗତପୁର ଖଇରା ପୋଲ ନିକଟରେ ଏକ ଟ୍ରକ୍ ଭାରସାମ୍ୟ ହରାଇ ୫ଟି ବାଇକ୍ ଓ ୨ଟି କାର୍ ଉପରେ ଚଢି ଯାଇଥିବା ଜଣାପଡିଛି । ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି । ସୂଚନା ଅନୁସାରେ, ମୃତକ ଜଣକ ସେଠିକାର ଫଳ ଦୋକାନୀ ଓ ତାଙ୍କ ନାମ ସୁବାସ ସାହୁ ।!-->…
Read More...
Read More...