ଥାନା ସମ୍ମୁଖରେ ପେଟ୍ରୋଲ ଢାଳି ଯୁବକଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଡାକ୍ତରଖାନାରେ ଆଖି ବୁଜିଲେ ଗୁଣନିଧି
କଟକ : କଟକ ଜିଲ୍ଲା କିଶନ ନଗର ଥାନା ଆଗରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଗୁଣନିଧି ବିଶୋଇଙ୍କ ମୃତ୍ୟୁ ଘଟିଛି । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଗୁରୁବାର ସେ ଥାନା ଆଗରେ ପୋଲିସ ସାହାଯ୍ୟ ନ କରିବାକୁ ବିରୋଧ କରି ପେଟ୍ରୋଲ!-->…
Read More...
Read More...