Browsing Tag

cuttack news

ମାଟ୍ରିକ ରେଜଲ୍ଟ ନେଇ ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ ସୂଚନା

କଟକ : ମାଟ୍ରିକ ରେଜଲ୍ଟ ନେଇ ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି । ତାଙ୍କ ସୂଚନା ଅନୁସାରେ ଜୁନ୍‌ ୬ ତାରିଖ ଦିନ ୧ଟା ବେଳେ ରେଜଲ୍ଟ ପ୍ରକାଶ ପାଇବ । ଛାତ୍ରଛାତ୍ରୀମାନେ ବୋର୍ଡ ୱେବ୍‌ ସାଇଟ bseodisha.ac.in bseodisha.nic.in କିମ୍ବା ଏସ୍‌ଏମ୍‌ଏସ୍‌ ଜରିଆରେ ରିଜଲ୍ଟ
Read More...

କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

କଟକ, (କେପିଏନ୍‌ଏସ୍‌) : କୋଭିଡ ସଂକ୍ରମଣ ବୃଦ୍ଧି ପାଉଥିବାରୁ ସିଏମ୍‌ସି ପକ୍ଷରୁ କଟକରେ ମାସ୍କ ବାଧ୍ୟତାମୂଳକ କରାଯାଇଛି । ଭୁବନେଶ୍ୱର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ସିଏମ୍‌ସି ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି । କୋଭିଡ ସଂକ୍ରମଣ ବୃଦ୍ଧି ପାଉଥିବାରୁ
Read More...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

କଟକ : ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଡ଼ମପଡ଼ା ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ଜଣାପଡିଛି । ସୂଚନାନୁଯାୟୀ, ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତଙ୍କ ଡ଼ମପଡ଼ା ଅଫିସ ସମେତ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି ।
Read More...

ଅଶ୍ୱତ୍‌ଥ ପତ୍ରରେ ରାଇମୋହନଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଯୁବ ଚିତ୍ରଶିଳ୍ପୀ ମନୋଜ

କଟକ : ଯୁବ ଚିତ୍ରଶିଳ୍ପୀ ମନୋଜ କୁମାର ସାହୁ ଅଶ୍ୱତ୍‌ଥ ପତ୍ରରେ ଅଭିନେତା ରାଇମୋହନଙ୍କ ଚିତ୍ର ଆଙ୍କି ନିଆରା ଢ଼ଙ୍ଗରେ ଆତ୍ମାର ସଦ୍‌ଗତି କାମନା କରିଛନ୍ତି । ତାଙ୍କର ଏହି ଚିତ୍ର ଏବେ ସୋସିଆଲ୍‌ ମିଡିଆରେ ବେଶ୍‌ ପ୍ରସଂଶା ସାଉଣ୍ଟିଛି । ଅଭିନେତା ରାଇମୋହନଙ୍କ ମୃତ୍ୟୁପରେ ସମସ୍ତେ ତାଙ୍କ ଅମର
Read More...

ବିଲକୁ ଓଲଟିଲା ଘରୋଇ ସ୍କୁଲ ବସ୍, ସୁରକ୍ଷିତ ଭାବେ ଉଦ୍ଧାର ହେଲେ ଛାତ୍ରଛାତ୍ରୀ

କଟକ/ଚୌଦ୍ୱର : ବିଲକୁ ଓଲଟିଲା ଘରୋଇ ସ୍କୁଲ ବସ୍ । ଅଳ୍ପକେ ବର୍ତ୍ତିଗଲେ ୧୦ ଅଧିକ ଛାତ୍ରଛାତ୍ରୀ । ଦୁର୍ଘଟଣା ଯୋଗୁଁ କାହାର କିଛି କ୍ଷତି ହୋଇନଥିବା ସୂଚନା ମିଳିଛି । ବସ୍‌ ଭିତରୁ ଛାତ୍ରଛାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ତଦନ୍ତ
Read More...

କିଶନନଗର ଥାନା ସାମ୍ନାରେ ଆତ୍ମାହୁତି ଉଦ୍ୟମ ଘଟଣାରେ ନିଜ ଆଡ଼ୁ ମାମଲା କଲେ ଓଏଚ୍‌ଆର୍‌ସି, ଡିଜିଙ୍କୁ ତଦନ୍ତ ଲାଗି…

କଟକ : କିଶନନଗର ଥାନା ସାମ୍ନାରେ ନ୍ୟାୟ ପାଇଁ ଜଣେ ବ୍ୟକ୍ତି ଆତ୍ମାହୁତି ଦେବା ଘଟଣାରେ ରାଜ୍ୟ ମାନବାଧିକାର କମିସନ (ଓଏଚ୍‌ଆରସି) ନିଜ ଆଡ଼ୁ ମାମଲା ରୁଜୁ କରିଛନ୍ତି । ପୁଲିସ୍‌ ଡିଜି ମାମଲାର ତଦନ୍ତ କରି ପରବର୍ତ୍ତୀ ଶୁଣାଣି ସୁଦ୍ଧା ରିପୋର୍ଟ ଦାଖଲ ଲାଗି କମିସନ୍‌ ନିର୍ଦ୍ଦେଶ ଦେଇଛନ୍ତି ।
Read More...

ଥାନା ସମ୍ମୁଖରେ ପେଟ୍ରୋଲ ଢାଳି ଯୁବକଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଡାକ୍ତରଖାନାରେ ଆଖି ବୁଜିଲେ ଗୁଣନିଧି

କଟକ : କଟକ ଜିଲ୍ଲା କିଶନ ନଗର ଥାନା ଆଗରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଗୁଣନିଧି ବିଶୋଇଙ୍କ ମୃତ୍ୟୁ ଘଟିଛି । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଗୁରୁବାର ସେ ଥାନା ଆଗରେ ପୋଲିସ ସାହାଯ୍ୟ ନ କରିବାକୁ ବିରୋଧ କରି ପେଟ୍ରୋଲ
Read More...

ବାଲି ବୋଝେଇ ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ

ନିଶ୍ଚିନ୍ତକୋଇଲି : ବାଲି ବୋଝେଇ ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଅନ୍ତର୍ଗତ ବନ୍ଧକାଟିଆ ପଞ୍ଚାୟତ ଫତେପୁର ଗ୍ରାମର ବିଷ୍ଣୁଚରଣ ସିଂ ୪୭ ବର୍ଷ ସାଇକେଲ ଯୋଗେ ଆସୁଥିବା ବେଳେ ତିଳକଣା ପଞ୍ଚାୟତ ଅଫିସ
Read More...

ରେଲୱେ ଟ୍ରାକରୁ ଯୁବକଙ୍କ ମୃତଦେହ ଉଦ୍ଧାର

କଟକ : କଟକ ଓଏମ୍‌ପି ଓଭରବ୍ରିଜ୍ ରେଲୱେ ଟ୍ରାକରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଯୁବକ ଜଣଙ୍କ ଆତ୍ମହତ୍ୟା କରିଥିବା ନେଇ ଆରପିଏଫ ସନ୍ଦେହ କରୁଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ମୃତ ଯୁବକ ଜଣଙ୍କ ହେଉଛନ୍ତି କିଶୋନଗର ଅଞ୍ଚଳର ରାଜ
Read More...

ବିଜେଡିରେ ଯୋଗଦେଲେ ମିନତି ପଟ୍ଟନାୟକ

କଟକ : ଆଜି ବିଧିବଦ୍ଧ ଭାବେ ବିଜେଡିର ସାଙ୍ଗଠନିକ ସମ୍ପାଦକଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ ମିନତି ସାମିଲ ହୋଇଛନ୍ତି । ପୁଷ୍ପଗୁଚ୍ଛ ଦେଇ ମିନତିଙ୍କୁ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସ୍ୱାଗତ କରିଛନ୍ତି । ପୂର୍ବରୁ ମିନତି ତାଙ୍କ ମହାନତାକୁ ନେଇ ବେଶ୍‌ ଚର୍ଚ୍ଚାରେ
Read More...