Browsing Tag

cuttack news

କଟକ ମୋଟର କର୍ମଚାରୀ ୟୁନିଅନ୍ ପକ୍ଷରୁ କଟକ ଡିସିପିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

କଟକ : କଟକ ମୋଟର କର୍ମଚାରୀ ୟୁନିଅନ୍ ପକ୍ଷରୁ ସମସ୍ତ କର୍ମକର୍ତ୍ତା ବର୍ଗଙ୍କ ପକ୍ଷରୁ କଟକର ନୂତନ ଡିସିପି ପିନାକ ମିଶ୍ରଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ମାଧ୍ୟମରେ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି ସମ୍ବର୍ଦ୍ଧନା ଉତ୍ସବରେ ସଂଘର ଉପ ସଭାପତି ବଦ୍ରୀ ନାରାୟଣ ଦାସ, ସମ୍ପାଦକ ଶିଶିର
Read More...

ରାଜ୍ୟସ୍ତରୀୟ ସନ୍ଥ ଭୀମପ୍ରଭା ସମ୍ମାନ ପ୍ରଦାନ କରିବାକୁ ନିଷ୍ପତ୍ତି

କଟକ : ଚଳିତ ମଇ ମାସ ୧୫/୫/୨୦୨୨ ତାରିଖରେ ରାଜ୍ୟସ୍ତରୀୟ ସାହିତ୍ୟ ଏବଂ ଆଧ୍ୟାତ୍ମିକ ସମ୍ମିଳନୀ ୨୦୨୨, କଟକର ବିଜୁପଟ୍ଟନାୟକ ଛକ ସ୍ଥିତ ସାରଳା ଭବନରେ ଅନୁଷ୍ଠିତ ହେବାକୁଯାଉଛି । ଉକ୍ତ ଅବସରରେ ଅନୁଷ୍ଠାନ ରାଜ୍ୟସ୍ତରୀୟ ସନ୍ଥ ଭୀମପ୍ରଭା ସମ୍ମାନ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ।
Read More...

ସ୍କୁଲ ବାରଣ୍ଡାରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର

ନିଆଳି : କଟକ ସଦର ଥାନା ଅନ୍ତର୍ଗତ ଶଂଖତରାସ ହାଇସ୍କୁଲ ବାରଣ୍ଡାରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ସନ୍ଦେହ । ମୃତକ ନିକଟସ୍ଥ ଗାଁର ହୋଇଥିବା ସୂଚନା ମିଳିଛି । ମୃତ୍ୟୁର କାରଣ ଏବେ ସୁଦ୍ଧା ଅସ୍ପଷ୍ଟ ରହିଛି ।
Read More...

ମାଟ୍ରିକ ପରୀକ୍ଷା ସମୟ ସୂଚୀରେ ପରିବର୍ତ୍ତନ : ଦ୍ୱିତୀୟ ସିଟିଂ ପରୀକ୍ଷା ପ୍ରଥମ ସିଟିଂରେ ହେବ

କଟକ : ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମାଟ୍ରିକ ପରୀକ୍ଷା ସମୟ ସୂଚୀରେ ପରିବର୍ତ୍ତନ କରାଯାଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁସାରେ ଦ୍ବିତୀୟ ସିଟିଂରେ ପରୀକ୍ଷା ହେବନି । ଦ୍ବିତୀୟ ସିଟିଂର ପରୀକ୍ଷା ପ୍ରଥମ ସିଟିଂରେ ହେବ । ପ୍ରଥମ ସିଟିଂ ସକାଳ ୮ ରୁ ୧୦ ଯାଏ ହେବ ।
Read More...

ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ଦେହାନ୍ତ

କଟକ : ବିଶିଷ୍ଟ ସାହିତ୍ୟିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ୮୫ବର୍ଷ ବୟସରେ ଦେହାନ୍ତ ହୋଇଯାଇଥିବା ଜଣାପଡିଛି । କଟକସ୍ଥିତ ବାସ ଭବନରେ ଗତକାଲି ସନ୍ଧ୍ୟାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ ।
Read More...

୩ କ୍ୱିଣ୍ଟାଲ ଗଞ୍ଜେଇ ଜବତ ସହ ୬ ଗିରଫ

କଟକ : ଟାଙ୍ଗୀ ବାଲିକୁଦା ନିକଟରୁ ୩ କ୍ୱିଣ୍ଟାଲ ଗଞ୍ଜେଇ ଜବତ ହୋଇଥିବା ଜଣାପଡିଛି । ରାଜ୍ୟ ଅବକାରୀ ଫ୍ଲାଇଂ ସ୍କ୍ବାଡ୍ ଚଢାଉ କରି ଏହି ଗଞ୍ଜେଇ ଜବତ କରିଥିବା ସୂଚନା ରହିଛି । ଏହି ଚଢାଉରେ ୩ କ୍ବିଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୬ଜଣଙ୍କୁ ଗିରଫ କରାଯାଇଛି । ଏହାସହ ଗଞ୍ଜେଇ ଚାଲାଣ ହେଉଥିବା
Read More...

ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଛାତ୍ରୀଙ୍କ ଆତ୍ମହତ୍ୟା : କାରଣ ଅସ୍ପଷ୍ଟ

କଟକ : ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ(ଏନ୍‌ଏଲ୍‌ୟୁ)ର ଜଣେ ଏଲ୍‌ଏଲ୍‌ବି ଦ୍ଵିତୀୟ ବର୍ଷ ଛାତ୍ରୀ ଆତ୍ମହତ୍ୟା କରିଥିବା ଖବର ମିଳିଛି । ପୁଲିସକୁ ଛାତ୍ରୀଙ୍କ ପରିଚୟ ମିଳି ନ ଥିବା ବେଳେ ସେ ରାଜ୍ୟ ବାହାରର ବୋଲି କୁହାଯାଉଛି । ରାତି ପ୍ରାୟ ୮ଟା ୩୦ ବେଳେ ଛାତ୍ରୀଜଣକ ଫାଶୀ ଲଗାଇ ଝୁଲିଥିବା
Read More...

ଆଜି ହାଇକୋର୍ଟ ସମେତ ୧୫୧ ବାର୍‌ ଆସୋସିଏସନ୍‌ ନିର୍ବାଚନ : ଭୋଟ୍‌ ଦେବେ ୩୦ ହଜାର ୬୦୦ ଆଇନଜୀବୀ, ଅପରାହ୍ନରେ ଫଳାଫଳ

କଟକ : ଆଜିଠୁ ହାଇକୋର୍ଟ ବାର୍‌ ସମେତ ରାଜ୍ୟର ୧୫୧ଟି ବିଭିନ୍ନ ବାର୍‌ ଆସୋସିଏସନ୍‌ର କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହେବ । ଏଥିରେ ୩୦ ହଜାର ୬ଶହ ଆଇନଜୀବୀ ସେମାନଙ୍କର ମତଦାନ କରିବେ । ଭୋଟ୍‌ ଗ୍ରହଣ ପରେ ସାଙ୍ଗେସାଙ୍ଗେ ଭୋଟ୍‌ ଗଣତି ଆରମ୍ଭ ହେବ । ବାର୍‌ କାଉନସିଲ୍‌ର
Read More...

ଓଡ଼ିଶା ବାଗ୍ମୀ ଭାରତୀ ସମ୍ମାନ ୨୦୨୨ ପ୍ରଦାନ

କଟକ : କର୍ମବୀର ଗୌରୀ ଶଙ୍କର ଟାଉନ ହଲଠାରେ ଶ୍ରୀଚନ୍ଦନ ସାହିତ୍ୟ ସଂସ୍କୃତି ଏକାଡେମୀ ଓଡ଼ିଶା ଆନୁକୂଲ୍ୟରେ ଓଡ଼ିଶା ବାଗ୍ମୀ ଭାରତୀ ସମ୍ମାନ ୨୦୨୨ ପ୍ରଦାନ କରାଯାଇଛି । କଳା, ସାହିତ୍ୟ ଏବଂ ସଂସ୍କୃତି ବିଷୟରେ ମନମୁଗ୍ଧକର ଅସରନ୍ତି ବକ୍ତବ୍ୟ ପାଇଁ ଚୟନ କମିଟି ସଂଗ୍ରାମ କେଶରୀ
Read More...

୧୯୬୯ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ

କଟକ, (କେପିଏନ୍‌ଏସ୍‌) : କଟକ ସଦର ବ୍ଲକ ଅନ୍ତର୍ଗତ କନ୍ଦରପୁର ପଞ୍ଚାୟତର ସିଦ୍ଧେଶ୍ୱରପୁର ସ୍ଥିତ "ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ"ର ପ୍ରଣେତା ସ୍ୱର୍ଗତ ଗୋପାଳ ଚନ୍ଦ୍ର ପ୍ରହରାଜଙ୍କ ନାମରେ ନାମିତ ଗୋପାଳ ସ୍ମୃତି ବିଦ୍ୟାପୀଠର ୧୯୬୯ ମସିହା ମାଟ୍ରିକ ବ୍ୟାଚର ଛାତ୍ରଛାତ୍ରୀଙ୍କର ସ୍ଥାନୀୟ
Read More...