Browsing Tag

daringabdi news

ପୋଲିସ ପରିଚୟ ଦେଇ ମୋବାଇଲ ଓ ଟଙ୍କା ଲୁଟ୍‌ ଅଭିଯୋଗ

ଦାରିଙ୍ଗବାଡି : ଦାରିଙ୍ଗବାଡି ଥାନା ଅଞ୍ଚଳରେ ପୋଲିସ ପରିଚୟ ଦେଇ ଜଣେ ଦୁର୍ବୃତ୍ତ ଲୋକଙ୍କଠାରୁ ମୋବାଇଲ ଓ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି । ଜଣେ ଅଚିହ୍ନା ଲୋକ ନିଜକୁ ପୋଲିସ ପରିଚୟ ଦେଇ ଅଞ୍ଚଳର ଅନେକ ଲୋକଙ୍କ ଠାରୁ ମୋବାଇଲ ସହ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି ।
Read More...

୨ଟି ବସ୍‌ ମୁହାଁମୁହିଁ : ଅଳ୍ପକେ ବଞ୍ଚିଲେ ଯାତ୍ରୀ

ଦାରିଙ୍ଗବାଡି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡିକୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିର ୯ନଂ ବୁଲାଣିରେ ବୁଧବାର ୨ଟି ବସ୍‌ ମୁହାଁମୁହିଁ ପରିସ୍ଥିତି ହେବା ଫଳରେ ଉଭୟ ବସ୍‌ର ଯାତ୍ରୀମାନେ ବଡ ଅଘଟଣରୁ ରକ୍ଷା ପାଇଯାଇଛନ୍ତି । ଖବରପାଇ ସୋରଡ଼ା ପୋଲିସ ଘଟଣାର ଅନୁଧ୍ୟାନ
Read More...

ଓଲଟିଲା କମଳା ବୋଝେଇ ପିକ୍‌ଅପ୍‌

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲାକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଏକ କମଳା ବୋଝେଇ ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଚାଳକ ଏବଂ ହେଲପର ସାମାନ୍ୟ ଆହତ ହୋଇଛନ୍ତି । ଖବର ପାଇ ସୋରଡ଼ା ଆଇଆଇସି ରମେଶ ପ୍ରଧାନ ସଦଳବଳ ପହଞ୍ଚି ତଦନ୍ତ କରିଛନ୍ତି ।
Read More...

ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୫ ଯାତ୍ରୀ ଆହତ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ବୁଡାଗୁଡ଼ା ନେଡିପାଙ୍ଗା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଏହି ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ୧୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଏକ ଅଟୋ ହଠାତ୍‌ ବୁଡାଗୁଡ଼ା
Read More...

ଭାରସାମ୍ୟ ହରାଇ ଓଲଟିଲା ଓଟୋ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାସିଙ୍ଗବାଡ଼ି ଗ୍ରାମ ନିକଟ ଟେକାବାଡ଼ି ଘାଟିରେ ଭାରସାମ୍ୟ ହରାଇ ଏକ ଓଟୋ ଓଲଟି ଯାଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଦାରିଙ୍ଗବାଡ଼ି ବ୍ଳକ ଦାସିଙ୍ଗବାଡ଼ି ଗ୍ରାମର ୧୨ ଜଣ ଏକ ଅଟୋରେ କୋଠଗଡ଼ ବ୍ଳକ ଆରଲାଙ୍ଗ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାଲକି
Read More...