Browsing Tag

dealnga news

ଡେଲାଙ୍ଗରେ ୨୫୦ ଛାତ୍ରଛାତ୍ରୀ ନବୋଦୟ ପରୀକ୍ଷା ଦେଲେ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଜବାହାର ନବଦୋୟ ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀରେ ଅଧୟନ ପାଇଁ ପ୍ରବେଶିକା ପରୀକ୍ଷା ବୁଧବାର ଡେଲାଙ୍ଗ ବ୍ଲକ ରବେରବୋଇ ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ରଧାକାନ୍ତ ଉଚ୍ଚ ବିଦ୍ୟାପୀଠରେ ଅନୁଷ୍ଠିତ ହୋଇଯାଇଛି । ୨୯୭ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିବା
Read More...