ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଯୋଜନାର ଶୁଭାରମ୍ଭ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ହରିରାଜପୁର, ଘୋରଡ଼ିଆ, କଲ୍ୟାଣପୁର, ଇନ୍ଦିପୁର ଓ ଗୁଆଳିପଡ଼ା ସ୍ୱାସ୍ଥ୍ୟ ଆରୋଗ୍ୟ ମନ୍ଦିର ପରିସରରେ ଅନୁଷ୍ଠିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ!-->…
Read More...
Read More...