ଡେଲାଙ୍ଗରେ ଜିଲ୍ଲାପାଳ ଓ ଏସ୍.ପିଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ପୁରୀ ଜିଲ୍ଲାର ଡେଲାଙ୍ଗ ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ପୁରୀ ଅତିରିକ୍ତ ଜିଲ୍ଲାପାଳ (ଏଡିଏମ୍) ଶରତ ଚନ୍ଦ୍ର ବେହେରା ଏବଂ!-->…
Read More...
Read More...