ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଗାଦିବ୍ରହ୍ମ ଡିଗ୍ରୀ ମହାବିଦ୍ୟାଳୟ ରେଡକ୍ରସ୍ ୟୁନିଟ୍ ଆନୁକୂଲ୍ୟରେ ମହାବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଅଂଚଳର ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ତ୍ରିପାଠୀ ନିମନ୍ତ୍ରିତ ଅତିଥି ଭାବରେ!-->…
Read More...
Read More...