Browsing Tag

delanga news

ଭିଜିଲାନ୍ସ ସଚେତନତା ସପ୍ତାହ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଚଳିତ ବର୍ଷ ଅକ୍ଟୋବର ୩୧ ତାରିଖ ଠାରୁ ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯାଉଛି । ଏହି ଅବସରରେ ଡେଲାଙ୍ଗ ବ୍ଲକ ମିଶନ ଶକ୍ତି ମହିଳା ମହାସଂଘ ଓ ବ୍ଲକର ୨୧ଟି ପଞ୍ଚାୟତର ମହିଳା ମହାସଂଘ ପକ୍ଷରୁ
Read More...

ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଓ ପୂର୍ବତନ ପ୍ରଧାନ ମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ…

ଡେଲାଙ୍ଗ, (ଦିଲ୍ଲିପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ରାଷ୍ଟ୍ରୀୟ ଏକତା ଦିବସ ଓ ରାଷ୍ଟ୍ରୀୟ ସଂକଳ୍ପ ଦିବସ ପାଳିତ ହୋଇଯାଇଛି । ପ୍ରାର୍ଥନା ପରେ ପରେ ରାଷ୍ଟ୍ରୀୟ ସଂକଳ୍ପ ଦିବସ ଅବସରରେ
Read More...

ଡେଲାଙ୍ଗ ବ୍ଲକରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସ୍ଥିତ ବିଜୁ ପଟ୍ଟନାୟକ ସମ୍ମିଳନୀ ପ୍ରକୋଷ୍ଠରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ମଣ୍ଡଳ ଉନ୍ନୟନ ଅଧିକାରୀ ଦିଲ୍ଲୀପ କୁମାର ଷଡଙ୍ଗୀଙ୍କ ତତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲା
Read More...

କେନ୍ଦ୍ରୀୟ ଉଦ୍ୟାନ ପରୀକ୍ଷଣ କେନ୍ଦ୍ର ଆଇଗିଣିଆ ଭୁବନେଶ୍ଵର ଦ୍ୱାରା ବରକେରା ବିଦ୍ୟାଳୟରେ ସ୍ଵଚ୍ଛତା ଅଭିଯାନ ପାଳିତ…

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ କେନ୍ଦ୍ରୀୟ ଉଦ୍ୟାନ ପରୀକ୍ଷଣ କେନ୍ଦ୍ର ଆଇଗିଣିଆ ଭୁବନେଶ୍ଵର ଦ୍ୱାରା ବିଶେଷ ସ୍ଵଚ୍ଛତା ଅଭିଯାନ ପାଳିତ ହୋଇଯାଇଛି । ପ୍ରଥମେ
Read More...

ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କର ଜନ୍ମ ଜୟନ୍ତୀ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କର ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ସର୍ବ ପ୍ରଥମେ ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ସତ୍ୟବାଦୀ ଯୁଗର
Read More...

ଅକ୍ଟୋବର ୩୧ରେ ଜିଲ୍ଲାପାଳଙ୍କ ଜନ ଶୁଣାଣି କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଆସନ୍ତା ଅକ୍ଟୋବର ୩୧ରେ ପୁରୀ ଜିଲ୍ଲାପାଳଙ୍କ ଜନ ଶୁଣାଣି କାର୍ଯ୍ୟକ୍ରମ ଦିବା ୧୧.୩୦ ଘଟିକା ସମୟରେ ଡେଲାଙ୍ଗ ବ୍ଲକ କାର୍ଯ୍ୟାଳୟ ସ୍ଥିତ କନଫରେନ୍ସ ହଲ ପରିସରରେ ଅନୁଷ୍ଠିତ ହେବ । ଜନସାଧାରଣ ଏହାର ସୁଯୋଗ ନେବା ପାଇଁ ଡେଲାଙ୍ଗ ଗୋଷ୍ଠୀ ଉନ୍ନୟନ
Read More...

ଆଲୋକର ପର୍ବ ଦୀପାବଳୀ ଓ କାଳୀପୂଜା ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପବିତ୍ର ଦୀପାବଳୀ ଉତ୍ସବ ମହାସମାରୋହରେ ଡେଲାଙ୍ଗ ବ୍ଲକର ସମସ୍ତ ପୁରପଲ୍ଲୀରେ ପାଳିତ ହୋଇଯାଇଛି । ଆଲୋକର ପର୍ବ ଦିପାବଳୀ ଶରତ ଋତୁରେ ପଡୁଥିବା କାର୍ତ୍ତିକ ମାସ ଅମାବାସ୍ୟା ଦିନ ପାଳିତ ହୋଇଥାଏ । ପରମାତ୍ମା ଆମ୍ଭକୁ ଅନ୍ଧାରରୁ ଆଲୋକ ଆଡକୁ
Read More...

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ପରିସରରେ ଗୁରୁବାର ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଡେଲାଙ୍ଗ ବିଡିଓ ଦିଲ୍ଲୀପ କୁମାର ଷଡଙ୍ଗୀଙ୍କ ତତ୍ଵାବଧାନରେ ବ୍ଲକ ଅଧ୍ୟକ୍ଷା ବାସନ୍ତୀ ସାହୁ, ଉପାଧ୍ୟକ୍ଷ ଦୁର୍ବାଷା ନିଶଂକ ଓ ବିଏସଏସଓ ତପନ
Read More...

ଖୋ ଖୋ ଚୟନ ଶିବିର

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ବରିଷ୍ଠ ବିଭାଗ ଖୋ ଖୋ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରକାଶ୍ୟ ସୂଚନା ଅନୁସାରେ, ଆସନ୍ତା ମାସ ତା ୧୨.୧୧.୨୦୨୨ରୁ ୧୫.୧୧.୨୦୨୨ରିଖ ପର୍ଯ୍ୟନ୍ତ ପୁରୀ ଠାରେ ଅନୁଷ୍ଠିତ ହେବାକୁ ଯାଉଥିବା ରାଜ୍ୟସ୍ତରୀୟ ଖୋ ଖୋ ପ୍ରତିଯୋଗିତା ଉଭୟ
Read More...

ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଶିଶୁ ମହୋତ୍ସବ ସୁରଭି- ୨୦୨୨ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ସାଉରିଆ ପଞ୍ଚାୟତ ଅନ୍ତର୍ଗତ ଘୋରଡିଆ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଶିଶୁ ମହୋତ୍ସବ ସୁରଭି- ୨୦୨୨ ଅନୁଷ୍ଠିତ ହୋଇଯାଇଛି । ଘୋରଡିଆ କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟ ଆଞ୍ଚଳିକ ସାଧନ କେନ୍ଦ୍ର
Read More...