Browsing Tag

delanga news

ବନ୍ୟପ୍ରାଣୀ ଓ ସେମାନଙ୍କ ଆବାସସ୍ଥଳୀର ସୁରକ୍ଷା, ପୁନଃରୁଦ୍ଧାର ଓ ଅଭିବୃଦ୍ଧି ପରିବେଶ ସନ୍ତୁଳନର ମୂଳମନ୍ତ୍ର

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଅକ୍ଟୋବର ୨ରୁ ୮ ତାରିଖ ପର୍ଯ୍ୟନ୍ତ ୬୮ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ 'ଜିବେଦୟା'ର ବାର୍ତ୍ତା ପ୍ରଚାର କରି ଡେଲାଙ୍ଗ ବ୍ଲକର ବିଭିନ୍ନ ଗ୍ରାମରେ ପ୍ରଚାର ଚଳାଇଛନ୍ତି ବୋଳକଣା ଗ୍ରାମର ପରିବେଶ ପ୍ରେମୀ ଆଇନଜୀବୀ ହୃଷୀକେଶ ପାଢ଼ୀ । ଏହି ଅବସରରେ
Read More...

ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡିଆ ନୋଡାଲ ଉଚ୍ଚ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଆନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ବିଦ୍ୟାଳୟ ପକ୍ଷରୁ ଆୟୋଜିତ ଉତ୍ସବରେ ନବନିଯୁକ୍ତ ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ଦାଶ, ବରିଷ୍ଠ ଶିକ୍ଷକ
Read More...

ଡେଲାଙ୍ଗରେ ଦୁର୍ଗାପୂଜା ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପବିତ୍ର ଶାରଦୀୟ ଦୁର୍ଗାପୂଜା ତଥା ବିଜୟା ଦଶମୀ ତିଥିରେ ମା' ଦୁର୍ଗା ମହିଷାସୁରକୁ ବଦ୍ଧ କରି ଧରାପୃଷ୍ଠରୁ ଦାନବ ଶକ୍ତିକୁ ଲୋପ କରି ଅସତ୍ୟ ଉପରେ ସତ୍ୟର ବିଜୟ, ଅଧର୍ମ ଉପରେ ଧର୍ମର ଜୟ ନେଇ ଯୁଗେ ଯୁଗେ ମା' ଦୁର୍ଗାଙ୍କ ପୂଜା ଭାରତର କୋଣ ଅନୁକୋଣରେ
Read More...

ଗାନ୍ଧୀ ପୀଠରୁ ବିଜେଡିର ଜନ ସମ୍ପର୍କ ପଦଯାତ୍ରା ଆରମ୍ଭ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ରାଜ୍ୟ ବିଜେଡି ସରକାରଙ୍କ ଜନହିତକର ଯୋଜନା ଲୋକଙ୍କ ପାଖରେ ବାର୍ତା ରୂପେ ପହଂଚିବା ପାଇଁ ବିଜେଡି ପକ୍ଷରୁ ପଦଯାତ୍ରା ଆରମ୍ଭ କରାଯାଇଛି । ଏହି ପଦଯାତ୍ରା ଆକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀ ଠାରୁ ନଭେମ୍ବର ୨ତାରିଖ ପର୍ଯ୍ୟନ୍ତ ଏକ ମାସ ଧରି ଚାଲିବ ।
Read More...

ଡେଲାଙ୍ଗରେ ଗାନ୍ଧୀ ଜୟନ୍ତୀ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ବେରବୋଇ ଗାନ୍ଧୀ ସ୍ମୃତି ପୀଠରେ ଆଜି ଗାନ୍ଧିଜୀଙ୍କ ଜନ୍ମ ଜୟନ୍ତୀ ଅତ୍ୟନ୍ତ ଉଲ୍ଲାସର ସହ ପାଳିତ ହୋଇଛି । ସର୍ବପ୍ରଥମେ ପ୍ରାତଃ ସମୟରେ ବେରବୋଇ ଗାନ୍ଧୀ ସ୍ମାରକୀ ସମିତିର ସଭାପତି ବିଚିତ୍ରାନନ୍ଦ ମହାନ୍ତିଙ୍କ ପୌରହିତ୍ୟରେ
Read More...

ସାମୁଦ୍ରିକ ବାତ୍ୟାର ସୃଷ୍ଟି, ପୂର୍ବାନୁମାନ ଏବଂ ଏହାର ପ୍ରଭାବ ଆଲୋଚନାରେ ଡେଲାଙ୍ଗରୁ ହୃଷୀକେଶ ପାଢ଼ୀ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉହିଆ) : ରାଜ୍ୟ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ତା.୩୦/୦୯/୨୦୨୨ରିଖରେ ଆୟୋଜିତ ହୋଇଥିବା ୱେବ୍‌ନର ବିଷୟ " ସାମୁଦ୍ରିକ ବାତ୍ୟାର ସୃଷ୍ଟି, ପୂର୍ବାନୁମାନ ଏବଂ ଏହାର ପ୍ରଭାବ "ଆଲୋଚନାରେ ଡେଲାଙ୍ଗରୁ ପରିବେଶ ପ୍ରେମୀ ତଥା ଆଇନଜୀବୀ
Read More...

ୟୁନିୟନ ବ୍ୟାଙ୍କ ପକ୍ଷରୁ ଶୀତବସ୍ତ୍ର ପ୍ରଦାନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ୟୁନିୟନ ବ୍ୟାଙ୍କ, ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ଵର ସହାୟତାରେ ଡେଲାଙ୍ଗର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ "ଆଭା"ର ଅନ୍ତେବାସୀମାନଙ୍କୁ ମାଗଣାରେ ୩ ଶହ ଶୀତବସ୍ତ୍ର (କମ୍ବଳ) ବଣ୍ଟନ କରାଯାଇଛି । ଗତକାଲି ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ
Read More...

ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲିପ କୁମାର ଧାଉଡିଆ) : ଆଜି ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଆସୋସିଏସନ୍ ଫର ଭଲୟୁନଟାରୀ ଆକସନ (ଆଭା), ବରିଷ୍ଠ ନାଗରିକ ସଂଘ ଡେଲାଙ୍ଗର ମିଳିତ ଆନୁକୂଲ୍ୟରେ "ଆଭା 'ପରିସରରେ ପାଳିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ
Read More...

ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ପବିତ୍ର ମାଟି ଓ ଜଳ ସଂଗ୍ରହ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଚଳିତ ବର୍ଷ ଗାନ୍ଧୀ ଜୟନ୍ତୀକୁ ସ୍ମରଣୀୟ ଭାବେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ଗାନ୍ଧୀଙ୍କ ଆଦର୍ଶ, ବିଚାର, ଜୀବନୀ ଓ ଓଡିଶା ଆଗମନ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତ ଅହିଂସା ରଥ ନାମରେ ୪ ଗୋଟି
Read More...

ଦୟା ସାହିତ୍ୟ ସଂସଦର ମାସିକ କବିତା ପାଠୋତ୍ସବ

ଡେଲାଙ୍ଗ, (ଦିଳ୍ଲୀପ କୁମାର ଧାଉଡିଆ) : ଆଜି କଣାସ ବ୍ଲକ ସିରେଇ ସଂଯୁକ୍ତ ଉପ୍ରା ବିଦ୍ୟାଳୟ ପ୍ରାଙ୍ଗଣରେ ଦୟା ସାହିତ୍ୟ ସଂସଦର କବିତା ପାଠୋତ୍ସବ ଓ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ସାହିତ୍ୟ ଏକାଡେମୀ ସମ୍ବର୍ଦ୍ଧିତ ପ୍ରତିଭା ବିଭୂତି ଭୂଷଣ ପଟ୍ଟନାୟକ ସଭାପତିତ୍ୱ
Read More...