ବରକେରା ବିଦ୍ୟାଳୟରେ ବିଶ୍ଵ ଓଜୋନ ଦିବସ ପାଳିତ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ବିଶ୍ଵ ଓଜୋନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସଭାପତିତ୍ୱ କରିଥିଲେ!-->…
Read More...
Read More...