Browsing Tag

delanga news

ଡେଲାଙ୍ଗରେ ବର୍ଦ୍ଧିତ ଭତ୍ତା ଟଙ୍କା ବାଣ୍ଟିଲେ ବିଧାୟକ ଓ ସାଂସଦ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ କାର୍ଯ୍ୟାଳୟ ସ୍ଥିତ ବିଜୁ ପଟ୍ଟନାୟକ ସମ୍ମିଳନୀ କକ୍ଷରେ ସୋମବାର ଦିନ ବର୍ଦ୍ଧିତ ଭତ୍ତା ୮୦ ବର୍ଷରୁ ଅଧିକ ବୟସ୍କ ଓ ୮୦ ପ୍ରତିଶତରୁ ଅଧିକ ଭିନ୍ନକ୍ଷମ ହିତାଧିକାରୀଙ୍କୁ ଭତ୍ତା ଟଙ୍କା ବାଣ୍ଟିଛନ୍ତି ପିପିଲି ବିଧାୟକ
Read More...

ଘୋରଡ଼ିଆ ପ୍ରାଥମିକ କୃଷି ସେବା ସମବାୟ ସମିତିରେ ଧାନମଣ୍ଡି ଉଦ୍‌ଘାଟନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡ଼ିଆ ପ୍ରାଥମିକ ସେବା ସମବାୟ ସମିତିରେ ଚଳିତ ଖରିଫ ଧାନ ସଂଗ୍ରହ ପାଇଁ ଧାନମଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଡେଲାଙ୍ଗ ବ୍ଲକ ଅଧକ୍ଷା ବାସନ୍ତୀ ସାହୁ, ଉପାଧ୍ୟକ୍ଷ ଦୁର୍ବାଷା ନିଶଙ୍କ, ପୁରୀ - ନିମାପଡା
Read More...

ବର୍ଣ୍ଣାଳୀ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଯାପିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା)ଙ୍କ ନିର୍ଦ୍ଦେଶନାରେ ତ୍ରୀଦିବସୀୟ ସାମାଜିକ ଲିଙ୍ଗ ଗତ ସମାନତା ବର୍ଣ୍ଣାଳୀ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଡେଲାଙ୍ଗ ବାଳିକା ଉଚ୍ଚ ବିଦ୍ୟାପୀଠ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ୍
Read More...

ବିଶ୍ୱନାଥ ଦେବ ନୋଡାଲ ଉଚ୍ଚ ବିଦ୍ୟାପୀଠର ସୁବର୍ଣ୍ଣ ଜୟନ୍ତୀ ସମାରୋହ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ବିଶ୍ୱନାଥ ଦେବ ନୋଡାଲ ଉଚ୍ଚ ବିଦ୍ୟାପୀଠର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ବିଦ୍ୟାପୀଠର ପ୍ରାକ୍ତନ ପ୍ରଥମ ଛାତ୍ର ହୃଷିକେଶ ହରିଚନ୍ଦନ ସଭାପତିତ୍ୱ କରିଥିବା ବେଳେ
Read More...

ମହତାବ ହାଇସ୍କୁଲ ୧୯୭୯ ବ୍ୟାଚ୍‌ର ବନ୍ଧୁ ମିଳନ କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ମହତାବ ହାଇସ୍କୁଲ, ଡେଲାଙ୍ଗ ୧୯୭୯ ମସିହା ମ୍ୟାଟ୍ରିକ ବ୍ୟାଚର ଛାତ୍ରଛାତ୍ରୀ ମାନଙ୍କର ଏକ ପାରିବାରିକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର ବରୁଣେଇ ପୀଠ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁଦୀର୍ଘ ୪୫ ବର୍ଷ ଅତିକ୍ରାନ୍ତ ହେବା ପରେ, ଜୀବନ ଅପରାହ୍ନର
Read More...

କ୍ଷତିଗ୍ରସ୍ତ କୃଷକ ମାନଙ୍କୁ ସହାୟତା ଯୋଗାଇ ଦିଆଯିବ : ମନ୍ତ୍ରୀ ଶ୍ରୀ ସ୍ୱାଇଁ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଅଦିନିଆ ବର୍ଷା କୃଷକ ମାନଙ୍କୁ କଷ୍ଟ ଦେଉଛି । ସେମାନଙ୍କ ଉତ୍ପାଦିତ ସୁନାର ଫସଲକୁ ନଷ୍ଟ କରିଦେଇଛି । କିନ୍ତୁ ସରକାର କୃଷକ ମାନଙ୍କ ସହ ଠିଆ ହୋଇଛନ୍ତି ଓ ସେମାନଙ୍କୁ ସମସ୍ତ ସହଯୋଗ ଦେବେ ବୋଲି ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ
Read More...

ଉତ୍ତମ ଶାସନ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀରେ ଡିସେମ୍ବର ୨୫ ତାରିଖ ଦିନ ଭାରତରେ ପ୍ରତିବର୍ଷ "ଉତ୍ତମ ଶାସନ ଦିବସ" (ସୁଶାସନ ଦିବସ) ପାଳନ କରାଯାଏ । ଉତ୍ତମ ଶାସନ ଦିବସ ଉତ୍ସବ ଡିସେମ୍ବର ୧୯ ରୁ ୨୫ ତାରିଖ
Read More...

ଡେଲାଙ୍ଗ ଉଚ୍ଚତ୍ତର ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦ୍‌ଘାଟନ ଉତ୍ସବ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପ୍ରତିବର୍ଷ ଭଳି ଚଳିତ ବର୍ଷ ଡେଲାଙ୍ଗ ଉଚ୍ଚତ୍ତର ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ବାର୍ଷିଜ କ୍ରୀଡା ଉତ୍ସବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଅଧ୍ୟାପକ ଅଧ୍ୟାପିକା ଏବଂ ଶିକ୍ଷା କର୍ମଚାରୀମାନେ ସାମୁହିକ ଭାବେ
Read More...

ଡେଲାଙ୍ଗ ଥାନାର ନୂତନ କାର୍ଯ୍ୟାଳୟ ଗୃହ ଲୋକାର୍ପଣ ଉତ୍ସବ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ୬୯ତମ ପୋଲିସ ଡ୍ୟୁଟି ମିଟ୍‌ ୨୦୨୪ର ଉଦ୍‌ଯାପନୀ ସମାରୋହ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସୋମବାର ଅପରାହ୍ନରେ ଆଭାସି ମାଧ୍ୟମରେ ପୁରୀ ଜିଲ୍ଲାରେ ଥିବା ଅସ୍ତରଙ୍ଗ, ବଳଙ୍ଗା ଏବଂ ଡେଲାଙ୍ଗ ପୋଲିସ ଷ୍ଟେସନର ନୂତନ ଗୃହର ଉଦ୍‌ଘାଟନ କରିଥିଲେ ।
Read More...

ସ୍ୱର୍ଗତ ପାଲା ଗାୟକ ପ୍ରଫୁଲ୍ଲ ଚନ୍ଦ୍ର ମହାରଣାଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ ଉତ୍ସବ ଓ ଶ୍ରଦ୍ଧାଞ୍ଜଳି ସଭା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଦିବଙ୍ଗତ ପାଲା ଗାୟକ ପ୍ରଫୁଲ୍ଲ ଚନ୍ଦ୍ର ମହାରଣାଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ ଉତ୍ସବ ଡେଲାଙ୍ଗ ବ୍ଲକର ଖେଲାଉର ସ୍ଥିତ ବାସଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ସ୍ୱର୍ଗତ ଆତ୍ମାର ସ୍ମୃତି ଉଦ୍ଦେଶ୍ୟରେ ଦିବା ୯ଟାରୁ ସତ୍ୟ ସନାତନ ଭାଗବତ ଟୁଙ୍ଗୀ
Read More...