Browsing Tag

delanga news

ଗୌଡଗୋଠରେ ବିଶ୍ଵ ସ୍ତନ୍ୟପାନ ସପ୍ତାହ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ଗୌଡଗୋଠ ସ୍ଵାସ୍ଥ୍ୟ ଉପକେନ୍ଦ୍ରରେ ବିଶ୍ଵ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି । ଉପକେନ୍ଦ୍ରର ମହିଳା ସ୍ଵାସ୍ଥ୍ୟ କର୍ମୀ ସୌଦାମିନୀ ଦଣ୍ଡସେନା ଓ ଯୁଧିଷ୍ଠିର ସୁନା ପରିଚାଳନା କରିଥିଲେ । ଏଥିରେ କିଶୋରୀ
Read More...

‘ମୋ ଡେଲାଙ୍ଗ – ସବୁଜ ଡେଲାଙ୍ଗ’ ଅଭିଯାନ ଖେଲାଉର ପ୍ରାଥମିକ ବିଦ୍ୟାଳୟରେ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : "ମୋ ଡେଲାଙ୍ଗ-ସବୁଜ ଡେଲାଙ୍ଗ' ଅଭିଯାନ ଆଜି ସରକାରୀ ପ୍ରାଥମିକ ବିଦ୍ୟାଳୟ ଖେଳାଉର ସାନପଡାରେ ପହଂଚି ପରିବେଶ ସୁରକ୍ଷା ପାଇଁ ବୃକ୍ଷ ରୋପଣର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛନ୍ତି । ସମ୍ବାଦ ସାହିତ୍ୟଘର ପକ୍ଷରୁ ହେଉଥିବା ବୃକ୍ଷ ରୋପଣକୁ ସ୍ୱାଗତ
Read More...

ସ୍ଵାଧୀନତା ସଂଗ୍ରାମୀଙ୍କ ଉଦ୍ଦେଶ୍ୟରେ ଚାରା ରୋପଣ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଭାରତ ସ୍ଵାଧୀନତା ୭୫ତମ ପୂର୍ତ୍ତି ଅବସରରେ ସମଗ୍ର ଦେଶରେ ଆଜାଦି କା ଅମୃତ ମହୋତ୍ସବ ପାଳନ କରାଯାଉଛି । ଏହି ଅବସରରେ ଅଗଷ୍ଟ୧୩ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଦେଶବାସୀ କିଭଳି ନିଜ ନିଜ ଘରେ ଜାତୀୟ ପତାକା ତିରଙ୍ଗା ଉଡ଼ାଇ ପାରିବେ ସେ ସମ୍ପର୍କରେ
Read More...

କେନ୍ଦ୍ରୀୟ ପ୍ରତିନିଧି ଦଳ ଦ୍ୱାରା ଅମୃତ ସରୋବର ପରିଦର୍ଶନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : କେନ୍ଦ୍ରୀୟ ପ୍ରତିନିଧି ଦଳ ଗତକାଲି ଡେଲାଙ୍ଗ ବ୍ଲକରେ କେନ୍ଦ୍ରୀୟ ଅନୁଦାନରେ କାର୍ଯ୍ୟକାରୀ ହେଉଥିବା ସ୍ଵଚ୍ଛ ଭାରତ ମିଶନ ଓ ଅମୃତ ସରୋବର ପ୍ରକଳ୍ପ ଗୁଡିକୁ ପରିଦର୍ଶନ କରିଛନ୍ତି । କେନ୍ଦ୍ରୀୟ ପ୍ରତିନିଧି ସାଊରିଆ ଗ୍ରାମ ପଞ୍ଚାୟତ ଅମୃତ ସରୋବର (ରାମ
Read More...

ହର୍‌ ଘର୍‌ ତ୍ରିରଙ୍ଗା କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଭାରତ ସ୍ଵାଧୀନତା ୭୫ତମ ପୂର୍ତ୍ତି ଅବସରରେ ସମଗ୍ର ଦେଶରେ ଆଜାଦି କା ଅମୃତ ମହୋତ୍ସବ ପାଳନ କରାଯାଉଛି । ଏହି ଅବସରରେ ଅଗଷ୍ଟ ୧୩ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଦେଶବାସୀ କିଭଳି ନିଜ ନିଜ ଘରେ ଜାତୀୟ ପତାକା ତ୍ରିରଙ୍ଗା ଉଡ଼ାଇ ପାରିବେ ସେ ସମ୍ପର୍କରେ
Read More...

ଜଳର ମାନ ପରୀକ୍ଷଣ ଓ ପରିମଳ ସର୍ବେକ୍ଷଣ କର୍ମଶାଳା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ କାର୍ଯ୍ୟାଳୟ ସ୍ଥିତ ବିଜୁ ପଟ୍ଟନାୟକ ସମ୍ମିଳନୀ ପ୍ରକୋଷ୍ଠରେ ମଣ୍ଡଳସ୍ତରୀୟ ଜଳ ବିଶୋଧନ କର୍ମଶାଳା, ଜଳ ଓ ପରିମଳ ବିଭାଗର ଏସଡିଓ ଆଲୋକ ରଞ୍ଜନ ପଣ୍ଡା ଓ ଯନ୍ତ୍ରୀ ସ୍ଵାଗତିକା ପ୍ରଧାନଙ୍କ ତତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା
Read More...

ନବନିଯୁକ୍ତ ଶିକ୍ଷୟତ୍ରୀ ଦ୍ଵୟଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧନା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡିଆ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଦୁଇ ଜଣ ନୂଆ ଶିକ୍ଷୟତ୍ରୀ ଯୋଗଦାନ କରିଛନ୍ତି । ବହୁ ଦିନ ହେଲା ଶିକ୍ଷକ ଅଭାବୀ ନେଇ ବାରମ୍ବାର ଅଭିଯୋଗ ହୋଇ ଆସୁଥିଲା । ଶିକ୍ଷା ବିଭାଗ ପକ୍ଷରୁ ସୁଶ୍ରୀ ପ୍ରିୟଦର୍ଶିନୀ
Read More...

ବ୍ଲକସ୍ତରୀୟ ଡେଙ୍ଗୁ ସଚେତନତା ମାସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ମଣ୍ଡଳସ୍ତରୀୟ ଡେଙ୍ଗୁ ସଚେତନତା ମାସ ପାଳନ ଅବସରରେ ଏକ ସଭା ଡେଲାଙ୍ଗ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ପକ୍ଷରୁ ସ୍ୱାସ୍ଥ୍ୟକେନ୍ଦ୍ର ସଭା ଗୃହରେ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କ ସଭାପତିତ୍ଵରେ
Read More...

ବିଜେବି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଚାଉଳ ଚୋରି ଅଭିଯୋଗ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ବିଜେବି ନୋଡାଲ ଉଚ୍ଚ ବିଦ୍ୟାଳୟ ଘନିପୂର(ଘୋରଡିଆ)ରୁ ମଧ୍ୟାହ୍ନ ଭୋଜନ ଚାଉଳ ଚୋରି ନେଇ ବିଦ୍ୟାଳୟ ପକ୍ଷରୁ ଡେଲାଙ୍ଗ ହାଟ ଫାଣ୍ଡିରେ ଅଭିଯୋଗ ହୋଇଥିବା ସୂଚନା ମିଳିଛି । ସୂଚନା ମୁତାବକ ଗୁରୁବାର ରାତିରେ କିଛି ଅସାମାଜିକ
Read More...

ବରକେରାରେ ଆନ୍ତର୍ଜାତୀୟ ବ୍ୟାଘ୍ର ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ, ବରିଷ୍ଠ ଶିକ୍ଷକ ମିଟୁ କିଶୋର ପ୍ରଧାନଙ୍କ ଆୟୋଜନରେ ଆନ୍ତର୍ଜାତୀୟ ବ୍ୟାଘ୍ର ଦିବସ ପାଳିତ ହୋଇଯାଇଛି । ଏଥିପାଇଁ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ
Read More...