ରଇଁଶୋଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ସେବା ନିବୃତ ସମ୍ବର୍ଦ୍ଧନା ସଭା
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ଅରିଶଲ ପଞ୍ଚାୟତର ରଇଁଶୋଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭାଗିରଥି ବେହେରାଙ୍କ ସେବା ନିବୃତ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଥିଲା । ଏଥିରେ ସଭାପତିତ୍ଵ କରିଥିଲେ!-->…
Read More...
Read More...