Browsing Tag

delanga news

ପଶ୍ଚିମାଶମ୍ଭୁ ସୋମନାଥ ଦେବ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକର ପ୍ରସିଦ୍ଧ ଶୈବପୀଠ ହରିରାଜପୁର ପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ବିଜେସ୍ଥଳୀରେ ବିଶ୍ଵଶାନ୍ତି ମହାଜଜ୍ଞ କୁମ୍ଭ ୧ମ ଦିନ ବୁଧବାର ଠାରୁ ୭ଦିନ ଧରି ଅନୁଷ୍ଠିତ ହୋଇ ମଙ୍ଗଳବାର ଅପରାହ୍ନ ୫ଘଟିକା ଗୋଧୂଳି ଲଗ୍ନରେ
Read More...

ଡେଲାଙ୍ଗ ବ୍ଲକସ୍ତରୀୟ ୧୪ତମ ମାଧ୍ୟମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସମ୍ମିଳନୀ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଘୋରଡ଼ିଆ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଶନିବାର ଡେଲାଙ୍ଗ ବ୍ଲକସ୍ତରୀୟ ୧୪ତମ ମାଧ୍ୟମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସମ୍ମିଳନୀ ସଭାରେ ମଣ୍ଡଳ ସହ ଶିକ୍ଷାଧିକାରୀ ଲକ୍ଷ୍ମଣ ପ୍ରଧାନ
Read More...

ହରିରାଜପୁର  ପଞ୍ଚୁଦୋଳ ମେଳଣ ଉପଲକ୍ଷେ ସମନ୍ୱୟ ବୈଠକ

ଡେ଼ଲାଙ୍ଗ (ଦିଲିପ କୁମାର ଧାଉଡିଆ) : ଭଗଵାନ ଶ୍ରୀ ଶ୍ରୀ ପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ରାଜ୍ୟର ସୁପ୍ରସିଦ୍ଧ ହରିରାଜପୁର ପଞ୍ଛୁଦୋଳ ମେଳଣ ଆସନ୍ତା ୧୯ ମାର୍ଚ୍ଚ ତାରିଖ ବୁଧବାର ରାତ୍ରରୁ ଠାକୁରଙ୍କ ଜମାଣ ଉତ୍ସବ ଶୁଭାରମ୍ଭ ହୋଇ ୨୩ମାର୍ଚ୍ଚ ତାରିଖ ରବିବାର
Read More...

ମା’ ବରାହୀ ଖଣ୍ଡୁଆଳ ପୀଠରେ ବିଶ୍ଵଶାନ୍ତି ମହାଯଜ୍ଞ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସୁଜନପୁର ଗ୍ରାମ ପଞ୍ଚାୟତ କଅଁଳପଡା ଗ୍ରାମର ଆରାଧ୍ୟ ଦେବୀ ମା' ବରାହୀ ଖଣ୍ଡୁଆଳଙ୍କ ପୀଠରେ ସୋମବାର ଦିନ ଗୋଧୂଳି ଲଗ୍ନରେ ବିଶ୍ଵଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୁତି ହୋଇଯାଇଛି । କଅଁଳପଡା ଗ୍ରାମବାସୀଙ୍କ ସହଯୋଗରେ ଅନୁଷ୍ଠିତ
Read More...

ପାହାଡ଼ ଶୀର୍ଷକ ବିଶ୍ୱନାଥ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକର ପ୍ରସିଦ୍ଧ ଶୈବପୀଠ ପାହାଡ଼ ଶୀର୍ଷକ ବିଶ୍ଵନାଥ ଦେବଙ୍କର ୪୩ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ ମାଘମାସ ଶୁକ୍ଲପକ୍ଷ ସପ୍ତମୀ ଠାରୁ ୭ଦିନ ଧରି ଅନୁଷ୍ଠିତ ହୋଇ ଆଜି ଗୋଧୂଳି ଲଗ୍ନରେ ପୂର୍ଣ୍ଣାହୁତି ସମ୍ପନ୍ନ ହୋଇଛି ।
Read More...

ଘୋରଡ଼ିଆ ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡ଼ିଆ ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଉମେଶ ଚନ୍ଦ୍ର ଦାଶଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ
Read More...

ସମୃଦ୍ଧ ଓଡ଼ିଶାର ନୂତନ ପରିଭାଷା “ବିକଶିତ ଗାଁ, ବିକଶିତ ଓଡ଼ିଶା”

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : “ବିକଶିତ ଗାଁ, ବିକଶିତ ଓଡିଶା” ସମୃଦ୍ଧ ଓଡ଼ିଶାର ନୂତନ ପରିଭାଷା । ଆଜି ପୂର୍ବାହ୍ଣ ୧୧ ଘଟିକା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ମିନି ଷ୍ଟାଡିୟମଠାରେ "ବିକଶିତ ଗାଁ, ବିକଶିତ ଓଡିଶା" ଯୋଜନାର ଶୁଭାରମ୍ଭ
Read More...

ଡେଲାଙ୍ଗ ବ୍ଲକର ସମସ୍ତ ସ୍କୁଲ, କଲେଜ, ଶିଶୁ ମନ୍ଦିର, ଶିକ୍ଷାନୁଷ୍ଠାନରେ ମାଆଙ୍କ ପୂଜା ଧୁମଧାମରେ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଆଜି ପବିତ୍ର ବସନ୍ତ ପଞ୍ଚମୀ ମା ବାଗ୍‌ଦେବୀଙ୍କ ପୂଜା । ମାଘମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ପାଳନ ହୁଏ ମାଆଙ୍କ ପୂଜା । ବିଦ୍ୟାପ୍ରାପ୍ତି ନିମନ୍ତେ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକଧାରିଣୀ ଦେବୀ
Read More...

ତିରୋଧାନ ଦିବସରେ ଗାନ୍ଧୀଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି

ଏବେ ବି ଐତିହ୍ୟ ବେରବୋଇର ଗାନ୍ଧୀ ପୀଠ ଅବହେଳିତ : ପ୍ରଶାସନର ଦୃଷ୍ଟି ନାହିଁ ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : କାଳ ଭଳି ଏ ସମାଜକୁ ଗ୍ରାସ କରୁଥିବା ନିଶା ଓ ହିଂସା କବଳରୁ ସମାଜକୁ ମୁକ୍ତ କରି ନିଶାମୁକ୍ତ ସୁସ୍ଥ ସମାଜ ଗଠନ ହୋଇପାରିଲେ ଗାନ୍ଧୀଜୀଙ୍କ ନିଶା ଓ ହିଂସା ମୁକ୍ତ ସମାଜ
Read More...

କଲ୍ୟାଣପୁର ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ କଲ୍ୟାଣପୁର ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଚାଲିଥିବା ଛାତ୍ରୀ ମାନଙ୍କ ପାଇଁ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ତୃପ୍ତିମୟୀ ପରିଡାଙ୍କ
Read More...