Browsing Tag

delanga news

ଟାଟା ଏସି ଗାଡିରୁ ୯ ଅଣ୍ଡିରା ବାଛୁରୀ ଉଦ୍ଧାର କଲା ଡେଲାଙ୍ଗ ପୋଲିସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଗୋଟିଏ ଟାଟା ଏସି ଗାଡିରେ ୯ଟି ଅଣ୍ଡିରା ବାଛୁରୀ ପରିବହନ କରୁଥିବା ଅଭିଯୋଗରେ ଡେଲାଙ୍ଗ ଥାନା ପୋଲିସ ବାଛୁରୀଙ୍କୁ ଉଦ୍ଧାର କରିବା ସହ ଘୋରଡିଆ ଗୋପ ପାଟଣା ଗ୍ରାମର ଅଭିଯୁକ୍ତଙ୍କୁ ଗିରଫ କରି ପିପିଲି ଅଦାଲତରେ ହାଜର କରିଥିବା ସୂଚନା ମିଳିଛି । ସୂଚନା
Read More...

ଆଚଂଳିକ ଶାନ୍ତି କମିଟି ସମନ୍ୱୟ ବୈଠକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ, ଜିଲ୍ଲା ଡେଲାଙ୍ଗ ବ୍ଲକର ସର୍ବ ବୃହତମ ଗ୍ରାମ ଘୋରଡିଆ । ଭିନ୍ନ ଭିନ୍ନ ସଂପ୍ରଦାୟ ଓ ଜାତିର ଲୋକ ବାସ କରୁଥିଲେ ମଧ୍ୟ ସାଂସ୍କୃତିକ ଭାଇଚାରାର ଏକ ଆଦର୍ଶ ପରମ୍ପରା ଗ୍ରାମରେ ରହିଛି । କିନ୍ତୁ ୨୦୧୭ ମସିହାରେ ସଂଘଟିତ ଏକ ଅଭାବନୀୟ ଘଟଣା କ୍ରମରେ
Read More...

ମହିଳା ବିଜୁ ଜନତା ଦଳର କାର୍ଯ୍ୟକାରିଣୀ ବୈଠକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଳକ ଅନ୍ତର୍ଗତ ଗୁଆଳିପଡା ଗ୍ରାମ ପଞ୍ଚାୟତ କଲ୍ୟାଣମଣ୍ଡପ ପରିସରରେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରିଣୀ ବୈଠକ ମଣ୍ଡଳ ସଭାନ୍ରେତୀ ବାସନ୍ତୀ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଡେଲାଙ୍ଗ ବ୍ଳକ ବିଜେଡି ସଭାପତି ବୈରାଗୀ
Read More...

ହରିରାଜପୁର ସ୍ୱାସ୍ଥ୍ୟ କେନ୍ଦ୍ରର ଅଚଳାବସ୍ଥା ନେଇ ଆମରଣ ଅନଶନ ପତ୍ୟାହୃତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ହରିରାଜପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ଦୀର୍ଘ ଦିନଧରି ଡାକ୍ତର, ମହିଳା ସ୍ୱାସ୍ଥ୍ୟ କର୍ମୀ ଓ ଅନ୍ୟାନ ମେଡିକାଲ ଷ୍ଟାପ୍‌ର ଅଭାବି, ଗୃହ ନିର୍ମାଣ ଅଧପନ୍ତରିଆ ସହ ସ୍ୱାସ୍ଥ୍ୟ କେନ୍ଦ୍ର
Read More...

ଡେଲାଙ୍ଗରେ ପ୍ରସିଦ୍ଧ ଝୁଲଣ ପର୍ବ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅର୍ନ୍ତଗତ ଘୋରଡିଆ ଗ୍ରାମର ପ୍ରସିଦ୍ଧ ଝୁଲଣଯାତ୍ରା ରାଧାକାନ୍ତ ଦେବ ମଠ ଓ ରାଧାମୋହନ ଦେବ ମଠରେ କୋଭିଡ କଟକଣା ମାନି ଚଳିତ ବର୍ଷ ଶ୍ରାବଣ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଅନୁଷ୍ଠିତ ହୋଇ ରବିବାର ଦିନ ଶେଷ ହୋଇଯାଇଛି ।
Read More...

ରାକ୍ଷୀ ବନ୍ଧନ ଉତ୍ସବ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗର ପୁରପଲ୍ଲୀରେ ଆନନ୍ଦ, ଉଲ୍ଲାସ ଓ ଆଗ୍ରହ ସହ ଲୋକମାନେ ଗହ୍ମା ପୂର୍ଣ୍ଣିମା ଓ ରାକ୍ଷୀ ବନ୍ଧନ ଉତ୍ସବ ପାଳନ କରିଛନ୍ତି । କୋଭିଡ କଟକଣା ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଗହ୍ମା ଡିଆଁ ଫିକା ପଡିଛି । ଘରେ ଘରେ ପିଠାପଣା ହେବା ସହ ପ୍ରଭୁ
Read More...

୨୦୦୨ ମସିହା ମାଟ୍ରିକ ବ୍ୟାଚ୍‌ର ବନ୍ଧୁ ମିଳନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅର୍ନ୍ତଗତ ଘୋରଡିଆ ନୋଡାଲ ହାଇ ସ୍କୁଲର ୨୦୦୨ ମସିହା ମାଟ୍ରିକ ବ୍ୟାଚ୍‌ର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ରବିବାର ପବିତ୍ର ରକ୍ଷା ବନ୍ଧନ ଦିବସରେ ଏକ ବନ୍ଧୁମିଳନ ଉତ୍ସବ କଅଁଳପଡାର ମା’ ବରାହୀ (ଖଣ୍ଡୁଆଳ) ପିଠସ୍ଥଳୀରେ
Read More...

ଡେଲାଙ୍ଗରେ କରୋନା, ଡେଙ୍ଗୁ, ଡାଇରିଆ ସଚେତନତା କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ବିଶ୍ୱ ମହାମାରୀ କରୋନା ଭୁତାଣୁ ସମଗ୍ର ବିଶ୍ୱକୁ କବଳିତ କରିଥିବା ବେଳେ କରୋନାର ପ୍ରଥମ ଏବଂ ଦ୍ୱିତୀୟ ଲହରୀରେ ବହୁ ଧନ ଜୀବନ କ୍ଷୟକ୍ଷତି କରିବା ସହ ଲୋକଙ୍କ ଜୀବନ ଜୀବିକା ବିକାଶ ଧାରାରେ ଘୋର ବ୍ୟାଘତ ସୃଷ୍ଟି କରିଛି । କରୋନାର ତୃତୀୟ ଲହରୀ ଓ
Read More...

୩୦ରେ ଘୋରଡିଆ ନୋଡାଲ ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଡେଲାଙ୍ଗ ବ୍ଲକ ସାଉରିଆ ପଞ୍ଚାୟତର ସର୍ବ ପୁରାତନ ଘୋରଡିଆ ନୋଡାଲ ହାଇସ୍କୁଲର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣ ଜୟନ୍ତୀ ଆସନ୍ତା ଅଗଷ୍ଟ ୩୦ରେ ପାଳିତ ହେବ ବୋଲି ଶୁକ୍ରବାର ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ସ୍ଥିର କରାଯାଇଛି । ଉକ୍ତ ବୈଠକରେ
Read More...

ଯୁବକଙ୍କ ଅକାଳ ବିୟୋଗରେ ଶୋକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅର୍ନ୍ତଗତ ସାଉରିଆ(ଘୋରଡିଆ) ଗ୍ରାମର ଧରଣୀଧର ପରିଡା(ଟୁବା) ୪୪ ବର୍ଷ ବୟସରେ ମୃତ୍ୟୁୁ ବରଣ କରିଛନ୍ତି । ସେ ଦୀର୍ଘ ଦିନ ହେଲା କିଡିନି ଜନିତ ରୋଗରେ ପୀଡିତ ଥିଲେ । ଅତି ଦୁଃଖର ବିଷୟ ଦୁଇ ବର୍ଷ ମଧ୍ୟରେ ଗୋଟିଏ ପରିବାରର ତିନି
Read More...