ବରକେରା ବିଦ୍ୟାଳୟରେ ବିଶ୍ଵ ପରିବେଶ ଦିବସ ପାଳିତ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ କୋଭିଡ-୧୯ନିୟମ ଅନୁସାରେ ବିଶ୍ଵ ପରିବେଶ ଦିବସ ପାଳିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦିପ କୁମାର ସେଠୀ,!-->…
Read More...
Read More...