Browsing Tag

delanga news

କୁଞ୍ଜର ଶିଶୁ ମହୋତ୍ସବ -୨୦୨୫ ଉଦ୍‌ଯାପିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ କୁଞ୍ଜର ଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଆନନ୍ଦ ସେବା ସଦନ ପକ୍ଷରୁ ୫ଦିନ ବ୍ୟାପି ଚାଲିଥିବା ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ -୨୦୨୫ ଉଦ୍‌ଯାପିତ ହୋଇଯାଇଛି । ପ୍ରତ୍ୟେକ ଦିନ ରଙ୍ଗାରଙ୍ଗ ସାଂସ୍କୃତିକ…
Read More...

ରାଧାମୋହନ ଦେବ ଉଚ୍ଚ ବିଦ୍ୟାପୀଠର ବାର୍ଷିକ କ୍ରୀଡା ଉତ୍ସବ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ରାଧାମୋହନ ଦେବ ଉଚ୍ଚ ବିଦ୍ୟାପୀଠ, ଗଙ୍ଗପୁରପାଟଣା, ଘୋରଡ଼ିଆର ବାର୍ଷିକ କ୍ରୀଡା ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ସଞ୍ଜୟ…
Read More...

ଡେଲାଙ୍ଗରେ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ପକ୍ଷରୁ ସାଧରଣତନ୍ତ୍ର ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଡେଲାଙ୍ଗରେ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ପକ୍ଷରୁ ଦେଶର ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଡେଲାଙ୍ଗ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ବାସନ୍ତୀ ସାହୁ ଜାତୀୟ ପତାକା…
Read More...

ଡେଲାଙ୍ଗ ମହାବିଦ୍ୟାଳୟର ୪୪ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଡେଲାଙ୍ଗ ମହାବିଦ୍ୟାଳୟର ୪୪ତମ ବାର୍ଷିକ ଉତ୍ସବ ଶନିବାର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ କଲେଜ ଅଧ୍ୟକ୍ଷ ପ୍ରଧ୍ୟାପକ ସରୋଜ କୁମାର ବଳିୟାରସିଂହ ସଭାପତି ଭାବେ ମଞ୍ଚ…
Read More...

ଜନକଲ୍ୟାଣ ସେବା ସମବାୟ ସମିତିର ଧାନମଣ୍ଡି ଉଦ୍‌ଘାଟନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଜନକଲ୍ୟାଣ ସେବା ସମବାୟ ସମିତି, ରେଙ୍ଗଳ ଠାରେ ଧାନମଣ୍ଡିର ଶୁଭାରମ୍ଭ ହୋଇଯାଇଛି । ଏହି ଅବସରରେ ସମିତି ସଭାପତି ପ୍ରଭାଜର ବାରିକ, ସମ୍ପାଦକ ରବି ନାରାୟଣ ସାମନ୍ତରା, ପୂର୍ବତନ ସମିତି ସଭ୍ୟ ବିଭୁତି ଭୂଷଣ ସାମନ୍ତରାୟ, ପିଇଓ ନ୍ୟାୟବ୍ରତ ବେହେରା,…
Read More...

ଡେଲାଙ୍ଗରେ ଜାତୀୟ ସଡ଼କ ସୁରକ୍ଷା ମାସ -୨୦୨୫ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଡେଲାଙ୍ଗ ପୁରୀ ଜିଲ୍ଲା ଆଂଚଳିକ ପରିବହନ କାର୍ଯ୍ୟାଳୟ ଓ ରେଡକ୍ରସ୍ ୟୁନିଟ୍, ଗାଦିବ୍ରହ୍ମ ମହାବିଦ୍ୟାଳୟ, ଡେଲାଙ୍ଗର ମିଳିତ ଆନୁକୁଲ୍ୟରେ " ଜାତୀୟ ସଡକ ସୁରକ୍ଷା ମାସ - ୨୦୨୫" ଉପଲକ୍ଷେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ. ସରୋଜ କୁମାର ପଣ୍ଡାଙ୍କ…
Read More...

ଡେଲାଙ୍ଗରେ ବର୍ଦ୍ଧିତ ଭତ୍ତା ବିତରଣ ଶୁଭାରମ୍ଭ

ବରିଷ୍ଠ ନାଗରିକଙ୍କ ଅଭିଜ୍ଞତା ଯୁବ ସମାଜର ମାର୍ଗଦର୍ଶକ : ସାଂସଦ ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ବରିଷ୍ଠ ନାଗରିକମାନେ, ଆମର ସମ୍ପଦ । ତାଙ୍କର ଅଭିଜ୍ଞତା ଯୁବ ସମାଜର ମାର୍ଗଦର୍ଶକ ବୋଲି ପୁରୀ ଲୋକସଭା ସାଂସଦ ଡଃ. ସମ୍ବିତ ପାତ୍ର ମତବ୍ୟକ୍ତ କରିଛନ୍ତି । ଡେଲାଙ୍ଗ ବ୍ଲକ୍‌…
Read More...

ଏସ୍‌.ବି.ଆଇ ଗ୍ରାମ ସକ୍ଷମ ପ୍ରକଳ୍ପ ଉଦ୍‌ଘାଟିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଗ୍ରାମାଞ୍ଚଳରେ ମୃତ୍ତିକା ଓ ଜଳ ସଂରକ୍ଷଣ ସମ୍ପର୍କରେ ଜନ ସଚେତନତା ସୃଷ୍ଟି ଲକ୍ଷ୍ୟ ନେଇ ଏସ.ବି.ଆଇ ଗ୍ରାମ ସକ୍ଷମ ପ୍ରକଳ୍ପ ପକ୍ଷରୁ ଡେଲାଙ୍ଗ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବିଭିନ୍ନ କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି ।…
Read More...

ଡେଲାଙ୍ଗରେ ବର୍ଦ୍ଧିତ ଭତ୍ତା ଟଙ୍କା ବାଣ୍ଟିଲେ ବିଧାୟକ ଓ ସାଂସଦ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ କାର୍ଯ୍ୟାଳୟ ସ୍ଥିତ ବିଜୁ ପଟ୍ଟନାୟକ ସମ୍ମିଳନୀ କକ୍ଷରେ ସୋମବାର ଦିନ ବର୍ଦ୍ଧିତ ଭତ୍ତା ୮୦ ବର୍ଷରୁ ଅଧିକ ବୟସ୍କ ଓ ୮୦ ପ୍ରତିଶତରୁ ଅଧିକ ଭିନ୍ନକ୍ଷମ ହିତାଧିକାରୀଙ୍କୁ ଭତ୍ତା ଟଙ୍କା ବାଣ୍ଟିଛନ୍ତି ପିପିଲି ବିଧାୟକ…
Read More...

ଘୋରଡ଼ିଆ ପ୍ରାଥମିକ କୃଷି ସେବା ସମବାୟ ସମିତିରେ ଧାନମଣ୍ଡି ଉଦ୍‌ଘାଟନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡ଼ିଆ ପ୍ରାଥମିକ ସେବା ସମବାୟ ସମିତିରେ ଚଳିତ ଖରିଫ ଧାନ ସଂଗ୍ରହ ପାଇଁ ଧାନମଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଡେଲାଙ୍ଗ ବ୍ଲକ ଅଧକ୍ଷା ବାସନ୍ତୀ ସାହୁ, ଉପାଧ୍ୟକ୍ଷ ଦୁର୍ବାଷା ନିଶଙ୍କ, ପୁରୀ - ନିମାପଡା…
Read More...